-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିକାଶ ଲ’ ସ୍କୁଲ୍ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

02-Oct-2020



ବରଗଡ଼, ତା.୦୨-୧୦-୨୦୨୦: ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ଅବସରରେ ବିକାଶ ଲ’ ସ୍କୁଲ୍ ରେ ଏକ ୱେବିନାର୍ (ଅନ୍‌ଲାଇନ୍ ଆଲୋଚନା ଚକ୍ର) ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଏହି ଦୁଇ ମହାନ୍ ବ୍ୟକ୍ତିତ୍ୱଙ୍କ ଫଟୋଚିତ୍ରକୁ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା । ଗାନ୍ଧୀ ଏବଂ ଶାସ୍ତ୍ରୀ ଜୀ ଙ୍କ ଜୀବନାଦର୍ଶ ଉପରେ ପର୍ଯ୍ୟବେଷିତ ଏହି ଆଲୋଚନା ଚକ୍ରରେ ଲ’ ସ୍କୁଲ୍ ର ଅଧ୍ୟକ୍ଷ ଡ.ବିକ୍ରମ କୁମାର ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ସଭାପତିତ୍ୱ କରିଥିଲେ । ଏହି ଆଲୋଚନା ଚକ୍ରକୁ ଲ’ ସ୍କୁଲ୍ ର କୋଅର୍ଡିନେଟର୍ ଅଧ୍ୟାପକ ଶ୍ରୀ ଶିବାନନ୍ଦ ସାହୁ ପରିଚାଳନା କରିଥିଲେ । ଏଥିରେ ମୁଖ୍ୟ ବକ୍ତା ହିସାବରେ ବରିଷ୍ଠ ଆଇନ୍‌ଜୀବୀ ଡ.ରମାକାନ୍ତ ଶତପଥୀ ଯୋଗଦେଇ ସାଂପ୍ରତିକ ପରିସ୍ଥିତିରେ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀ ଜୀ ଙ୍କ ଆଦର୍ଶବାଦ ଏବଂ ଆଇନ୍‌ଜୀବୀ ମାନଙ୍କର ସମାଜରେ ଭୂମିକା ଉପରେ ଆଲୋକପାତ କରିଥିଲେ । ଅଧ୍ୟାପକ ଶ୍ରୀ ନୟନଜ୍ୟୋତି ଦାସ ଉକ୍ତ ଅବସରରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍କା ଦାସ, ସୋହେଲ୍ ଖାନ୍‌, ସମର୍ ଜାହାନ୍ ଅଖ୍‌ତର୍‌, ଅପର୍ଣ୍ଣା ପତି, ଚର୍ଚ୍ଚିତ ପ୍ରଧାନ, ଆଂଚଲ ପୁରୋହିତ, ତାହିରା ବାନୁ, ତୃପ୍ତି ଶର୍ମା, ଦମନ କୁମାର ସାହୁ ଏବଂ ରାକ୍ଷୀ ପ୍ରଧାନ ତାଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ୱେବିନାର୍ ରେ ସର୍ବମୋଟ୍ ୬୦ଜଣ ଭାଗ ନେଇଥିଲେ । ଉକ୍ତ ଅବସରରେ ବିକାଶ ଶିକ୍ଷାନୁଷ୍ଠାନ ର ଚେୟାର୍‌ମେନ୍ ଶ୍ରୀ ଡି. ମୂରଲୀ କ୍ରୀଷ୍ଣା, ମ୍ୟାନେଜିଂ ଡାଇରେକ୍ଟର୍ ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ର ଅଧ୍ୟକ୍ଷ ଇଂ.ଅଜୟ ମହାପାତ୍ର, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍ ର ଅଧ୍ୟକ୍ଷ ଡ.କ୍ଷୀରୋଦ ପ୍ରଧାନ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ପରିଶେଷରେ ଅଧ୍ୟାପକ ଜୈମିନୀ କୁମାର ସାହୁ ଗାନ୍ଧୀ ଏବଂ ଶାସ୍ତ୍ରୀ ଜୀ ଙ୍କ ମୂଲ୍ୟବୋଧ ର ସାଂପ୍ରତିକ ସ୍ଥିତି ର ଉପଯୋଗ ଉପରେ ଆଲୋକପାତ କରି ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like