-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଚଳିତ ଖରିଫ ଧାନକ୍ରୟ କୁ ସୁରୁଖୁରୁରେ ସମ୍ପର୍ଣ୍ଣ କରିବା ପାଇଁ ଜିଲ୍ଲାପାଳ ଙ୍କ ଗୁରୁତ୍ୱାରୋପ

15-Nov-2022



ସୁବର୍ଣ୍ଣପୁର :ଚଳିତ ଖରିଫ ଧାନକ୍ରୟ ୨୦୨୨-୨୩ କୁ ସୁରୁଖୁରୁରେ  ସମ୍ପର୍ଣ୍ଣ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶେଷ ତତ୍ପରତା ପ୍ରକାଶ ପାଇଛି l ସୋସାଇଟି ସ୍ତରୀୟ ଧାନ କ୍ରୟ କମିଟି ଗୁଡିକୁ କ୍ରିୟାଶୀଳ ତଥା ସୁବ୍ୟବସ୍ଥିତ କରିବା ପାଇଁ ପ୍ରତ୍ୟେକ ବ୍ଲକ ରେ ଗୋଷ୍ଟୀ ଉନ୍ନୟନ ଅଧିକାରୀ ମାନଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରୱଣେ ପରାମର୍ଶ ଦେଇଛନ୍ତି l ଗତ ତା.୦୭.୧୧.୨୦୨୨ ରେ ଏ ସମ୍ପର୍କିତ ଏକ ବୈଠକ ରେ ଜିଲ୍ଲାପାଳ ପ୍ରତ୍ୟେକ ସୋସାଇଟି ସ୍ତରୀୟ ଧାନ କ୍ରୟ କମିଟି ସଭ୍ୟ / ସଭ୍ୟା ମାନଙ୍କୁ ଧାନ ର ମାନ, ସହାୟକ ମୂଲ୍ୟ ଓ କମିଟିର ଦାୟିତ୍ୱ ଏବଂ କର୍ତ୍ତବ୍ୟ ସମ୍ବନ୍ଧରେ ସଚେତନ କରିବାକୁ ପ୍ରତ୍ୟେକ ବ୍ଲକ ସ୍ତରୀୟ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ l ଖରିଫ ଧାନ କ୍ରୟ  ୨୦୨୨-୨୩ ଆରମ୍ଭ ହେବା ପୂର୍ବରୁ ଆସନ୍ତା ୩୦.୧୧.୨୦୨୨ ସୁଦ୍ଧା ସମସ୍ତ ରାଇସ ମିଲ ଚାଉଳ ଦେୟ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦେଶ ଦେବା ସହ ମିଲ ଗୁଡିକୁ ପରିଦର୍ଶନ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ l ଜିଲ୍ଲାପାଳ ଙ୍କ ନିର୍ଦ୍ଧେଶ କ୍ରମେ ସଂପ୍ରତି ସୋସାଇଟି ସ୍ତରୀୟ ଧାନ କ୍ରୟ କମିଟି ଗୁଡିକର ବୈଠକ ଆହୁତ ହୋଇ ସଭ୍ୟ / ସଭ୍ୟା ମାନଙ୍କୁ ଏହାର ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ବନ୍ଧରେ ସଚେତନ କରାଯାଉଛି l ଏହି କ୍ରମରେ ଜିଲ୍ଲାପାଳ ନିଜେ ହିଲୁଙ୍ଗ ଓ ଉଫୁଲା ସୋସାଇଟି ପରିଦର୍ଶନ କରି ଏ ବିଷୟରେ ଆଲୋଚନା କରିଥିଲେ l ଖରିଫ ଧାନ କ୍ରୟ ୨୦୨୨-୨୩ ବର୍ଷ ରେ ଭାଗ ନେବା ପାଇଁ ପ୍ରତ୍ୟେକ ମିଲର 3୩୦.୧୧.୨୦୨୨ ତାରିଖ ସୁଦ୍ଧା ପୂର୍ବ ବର୍ଷ ର ସମସ୍ତ ଚାଉଳ ପ୍ରଦାନ କରିବା ବିଧେୟ ଅଟେ l ଏଣୁ ଏ ସମ୍ବନ୍ଧରେ ତତ୍ପର ହେବା ପାଇଁ ଜିଲ୍ଲାପାଳ ସମସ୍ତ ସରକାରୀ ଅଧିକାରୀ, ମିଲର ଓ ଉଚ୍ଚ ସ୍ତରୀୟ ଜିଲ୍ଲା ଅଧିକାରୀ ମାନଙ୍କୁ  କଡା ନିର୍ଦ୍ଧେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like