-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ରାଜ୍ୟ

ସୁପ୍ରିମ କୋର୍ଟର ରାୟ ପରିପ୍ରେକ୍ଷୀରେ ବଲାଙ୍ଗୀରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଆନ୍ଦୋଳନକୁ ନେଇ ପ୍ରସ୍ତୁତି ବୈଠକ 

15-Nov-2022



ବଲାଙ୍ଗୀର/ହାଇକୋର୍ଟ ବେଂଚ ସ୍ଥାପନକୁ ନେଇ  ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲ ମାନଙ୍କ ଆନ୍ଦୋଳନ ଓ କୋର୍ଟ ବର୍ଜନ ଉପରେ ମାନ୍ୟବର ସୁପ୍ରିମ କୋର୍ଟ ନୁଆଁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆନ୍ଦୋଳନରତ ଓକିଲ ମାନଙ୍କ ଲାଇସେନ୍ସ ରଦ୍ଦ କରାଯିବା ନେଇ ସର୍ବୋଚ୍ଚ ଆଦାଲତଙ୍କ କଡା ଚେତାବନୀ ପରେ ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଓ ବଲାଙ୍ଗୀର ଏକ୍ସନ କମିଟି ପକ୍ଷରୁ ନିଜର ଆଗାମୀ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା ।  ଏହି ପରିପ୍ରେକ୍ଷିରେ ଆଜି ବଲାଙ୍ଗୀର ଏକ୍ସନ  କମିଟି ପକ୍ଷରୁ ଆଗାମୀ ଆନ୍ଦୋଳନର ରୂପରେଖ ଓ ବନ୍ଦକୁ କିପରି ବ୍ୟାପକ  କରାଯାଇ ପାରିବ ସେ ସଂପର୍କରେ ଏକ ଆଲୋଚନା ଅନୁଷ୍ଠିତ ହୋଇଛି । ବଲାଙ୍ଗୀରରେ ହାଇକୋର୍ଟ ବେଂଚ ଆନ୍ଦୋଳନ ଜନ ଆନ୍ଦୋଳନର ରୂପ ନେଇ ଥିବା ବେଳେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ମାସର ତୃତୀୟ ଗୁରୁବାର ଦିନ ଏହି ଦାବିକୁ ନେଇ ବଲାଙ୍ଗୀର ଏକ୍ସନ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ

କାର୍ଯ୍ୟାଳୟ ଓ ସିଭିଲ କୋର୍ଟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ସମସ୍ତ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନଷ୍ପତ୍ତିହୋଇ ସାରିଛି । ଏହି କ୍ରମରେ ଆସନ୍ତା ନଭେମ୍ବର ୧୭ ତାରିଖ ଦିନ ହେବାକୁ ଥିବା ଆନ୍ଦୋଳନକୁ କିପରି ସଫଳ କରାଯାଇ ପାରିବ ସେ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ଏକ୍ସନ କମିଟିର ଆବାହକ ଗୋପାଳଜୀ ପାଣିଗ୍ରାହୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ବିଙ୍ଗ ହ୍ୟୁମେନ, ନାରୀ ଶକ୍ତି ଫାଉଣ୍ଡେସନ, ସ୍ମାଇଲ୍ ଫର୍ ଅଲ୍‌, ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ,ପଶ୍ଚିମ ଓଡ଼ିଶା ଯୁବା ମଂଚ, କୋଶଲ ମୁକ୍ତି ମୋର୍ଚ୍ଚା ଆଦି ସ୍ୱେଚ୍ଛାସେବୀ ଅନୁଷ୍ଠନର କର୍ମକର୍ତ୍ତ ମାନଙ୍କୁ ଦାୟିତ୍ୱ ବଂଟନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ, ଆଇନଜୀବୀ ଭବାନୀ ଶଙ୍କର ଶତପଥୀ, ରବିନାରାୟଣ ବହିଦାର, ବରିଷ୍ଠ ସମାଜସେବୀ ବିକ୍ରମାନନ୍ଦ ବହିଦାର ପ୍ରମୁଖ ହାଇକୋର୍ଟ ବେଂଚ ଆନ୍ଦୋଳନର ବିଭିନ୍ନ ଦିଗ  ଉପରେ ଆଲୋଚନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ ଓ ଉପସଭାପତି ସରୋଜ ଗୁପ୍ତା ମଂଚାସୀନ ଥିଲେ । ଶେଷରେ ଜିଲ୍ଲା ଓକିଲ ସଂଘର ସଂପାଦକ ଅଧିକାରୀ ଦନ୍ତା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like