-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ତାଲିମ ଶିବିର

15-Nov-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ସ୍ଥିତ ନୂତନ ସରକାରୀ ବସଷ୍ଟାଣ୍ଡର ପ୍ରାଇଭେଟ ବସ୍ ମାଲିକ ସଂଘର ସମ୍ମିଳନୀ କକ୍ଷରେ କୋଶଲ ପ୍ରାଥମିକ ଚିକିତ୍ସା ତାଲିମ ସେଂଟର ତରଫରୁ ପ୍ରାଥମିକ ଚିିକିତ୍ସା ତାଲିମ ଶିବିର ଆୟୋଜିତ ହୋଇଯାଇଛି । ବସ ମାଲିକ ସଂଘର ସଭାପତି ହେମନ୍ତ କୁମାର ପଣ୍ଡା ଉଦ୍‌ଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ଜୀବନରେ ପ୍ରାଥମିକ ଚିକିତ୍ସାର ଅବଧାରଣା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ । ସେଂଟଜନ ଆମ୍ବୁଲେନସର ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତ ଓ ଫାଷ୍ଟ ଏଡର ରାମ ନାରାୟଣ ଦାଶ ଶିବିରରେ ଯୋଗଦେଇଥିବା ୩୦ ଜଣ ଡ୍ରାଇଭର ତଥା କଣ୍ଡକଟର ମାନଙ୍କୁ ପ୍ରାଥମିକ ଚିିକିତ୍ସାର ଉପଯୋଗିତା, ଡିଆରଏସଏବିସି, ସିପିଆର, ବ୍ୟାଣ୍ଡେଜ, ରିକିଭରି ପୋଜିସନ, ଆଶୁରୋଗୀ ସ୍ଥାନାନ୍ତରଣ ଭଳି ବିଭିନ୍ନ ପ୍ରସଙ୍ଗକୁ ପ୍ରଦର୍ଶନ ମାଧ୍ୟମରେ ତାଲିମ ଦେଇଥିଲେ

କୋଶଲ ପ୍ରାଥମିକ ଚିକିତ୍ସା ତାଲିମ ସେଂଟରର ଅଧିକାରୀ ଡା. ସୁଶାନ୍ତ ଚାନ୍ଦ ପରୀକ୍ଷକ ଭାବରେ ଯୋଗଦେଇ ତାଲିମ ଗ୍ରହିତା ମାନଙ୍କର ଲିଖିତ ଏବଂ ପ୍ରାକ୍‌ଟିକାଲ ପରୀକ୍ଷା କରାଇଥିଲେ । ପ୍ରକାଶଥାଉକି, ବସ ମାଲିକ ସଂଘ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରିଥିବାରୁ ବଲାଙ୍ଗୀର ଜିଲ୍ଲାପାଳ ଚଂଚଳ ରାଣା ଙ୍କ ଅନୁମୋଦନକ୍ରମେ ରାଜ୍ୟ ସେଂଟଜନ ଆମ୍ବୁଲେନସ ଏସୋସିଏସନ ଏହି ଶିବିରରେ ଡ୍ରାଇଭର ତଥା କଣ୍ଡକଟର ମାନଙ୍କୁ  ନିଃଶୁଳ୍କ ଭାବରେ ତାଲିମ ପ୍ରଦାନ କରାଇଥିଲେ । ଆଗାମୀ ଦିନରେ ସେଂଟଜନ ଆମ୍ବୁଲେନସ, ଭୂବନେଶ୍ୱରଙ୍କ ମାର୍ଗଦଶନରେ ଡ୍ରାଇଭର, କଣ୍ଡକଟର, କଲେଜ ଛାତ୍ରଛାତ୍ରୀ, ମହିଳା ସଂଗଠନ, ଯୁବ ସ୍ୱେଚ୍ଛାସେବୀ ମାନଙ୍କୁ  ପ୍ରାଥମିକ ଚିକିତ୍ସା ତାଲିମ ପ୍ରଦାନ କରିବାକୁ ଯୋଜନା କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026

You Might Also Like