-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ କର୍ମକର୍ତ୍ତା ଙ୍କ ବୌଦ୍ଧ ପାଠାଗାର ଓ ବିଭିନ୍ନ ଅଞ୍ଚଳ ପରିଦର୍ଶନ

16-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ଓଡିଶା ସାମ୍ବାଦିକ ସଂଘ ରାଜ୍ୟ ଓ ସୁବର୍ଣ୍ଣପୁର  ଶାଖା ର ବରିଷ୍ଠ କର୍ମକର୍ତ୍ତା ସାମ୍ବାଦିକ ଙ୍କ ବିଭିନ୍ନ ଦାବୀ ନେଇ ରାଜ୍ୟପାଳ ଙ୍କୁ ଦାବୀ ପତ୍ର ଦେବା ଉଦ୍ଦେଶ୍ୟ ରେ ଭୁବନେଶ୍ୱର ଗସ୍ତ ବେଳେ  ବୌଦ୍ଧ ଜ଼ିଲ୍ଲା  ସୂଚନା ଓ ଲୋକ ସମ୍ପର୍କ ବିଭାଗ କୁ  ପହଞ୍ଚି ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ

ମିସ ରିତା ବଳିୟାର ସିଂ ଙ୍କୁ ସାକ୍ଷାତ କରିଥିଲେ l ଏବଂ ନୂତନ ପାଠଗାର ପରିଦର୍ଶନ କରି  ପାଠକ ମାନଙ୍କ ପାଠଗାର  ପ୍ରତି ଆକୃଷ୍ଟ ହେବା ଦେଖି  ବହୁତ ଖୁସି ଅନୁଭବ କରିବା ସହ  ଜ଼ିଲ୍ଲାପାଳ  ଶ୍ରୀ ସତ୍ୟରଞ୍ଜନ ସାହୁ ଙ୍କ ଉଦ୍ୟମ କୁ ଭୁୟସୀ ପ୍ରଶଂସା କରିଥିଲେ l  ବୌଦ୍ଧ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ, ଲାଇବ୍ରେରୀଏନ ଯୁଧିଷ୍ଠିର ପ୍ରଧାନୀ ଏବଂ କର୍ମଚାରୀ ଅକ୍ଷୟ ମହାକୁଡ଼   ସୁବର୍ଣ୍ଣପୁର ର  ଏହି ସାମ୍ବାଦିକ ଙ୍କୁ ପାଠଗାର, ବରିଷ୍ଠ ନାଗରିକ କକ୍ଷ, ଶିଶୁ କକ୍ଷ, ପରିଦର୍ଶନ କରାଇବା ସହିତ ପାଠକ ମାନକ ପାଇଁ ରହିଥିବା ଉପାଦେୟ ଲାଇବ୍ରେରୀ ବହି ସବୁ ମଧ୍ୟ ତାଙ୍କ ନଜର କୁ ଆଣି  ଥିଲେ l ଏବଂ ଏ ବିଭାଗ କ୍ୟାମ୍ପସ ଭିତରେ ନିର୍ମିତ ହେବାକୁ ଥିବା କନଫରେନ୍ସ ହଲ ଓ ଅତିଥି ଭବନ ବିଷୟ ରେ ସୂଚନା ଦେଇ ସାମ୍ବାଦିକ ଙ୍କ ଆତିଥ୍ୟ ସତ୍କାର କରିଥିଲେ l ଏହି ଟିମ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରିୟ ଦର୍ଶୀ ପ୍ରତ୍ୟୁଷ ରଥ  ଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ କରି ବ୍ଲକ ର

ଦ୍ରୁତ ବିକାଶ କାର୍ଯ୍ୟ କୁ ନେଇ ଅଧ୍ୟକ୍ଷ ଙ୍କୁ ପ୍ରଶଂସା କରିଥିଲେ l ପରେ ପରେ ଚାରିଛକ ଥାନା କୁ ପରିଦର୍ଶନ କରି ହରଭଙ୍ଗା ବ୍ଲକ ର ଖର ଭୂଇଁ  ଗାଁ ରେ ଉପୁଜିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ  ବିଭିନ୍ନ ଅଧିକାରୀ ଙ୍କ ସହିତ ଆଲୋଚନା କରିଥିଲେ l ଓଡିଶା ସାମ୍ବାଦିକ ସଂଘ ର ରାଜ୍ୟ ସମ୍ପାଦକ ରାଜ କିଶୋର ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ  ପାତ୍ର, ମନୋରଞ୍ଜନ ତ୍ରିପାଠୀ, ନୀଳ କମଳ ମିଶ୍ର,  ମହାଦେବ ମଲ୍କିକ, ଆର୍ତ୍ତ ତ୍ରାଣ ପାଣିଗ୍ରାହୀ, ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like