-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜାତୀୟ ପ୍ରେସ୍‌ ଦିବସ ପାଳିତ : ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ମତ ରଖିଲେ ଜିଲ୍ଲାପାଳ

16-Nov-2022



ବଲାଙ୍ଗିର(ପ୍ରେରଣା ଖବର) : ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳନ ଅବସରରେ ମତ ରଖିଛନ୍ତି ଜିଲ୍ଲାପାଳ ଚଞ୍ଚଳ  ରାଣା । ସ୍ଥାନୀୟ ସାମ୍ବାଦିକ ଭବନରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାଂବାଦିକ ସଂଘର ମିଳିତ ଆୟୋଜନରେ ଆଜି ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ-୨୦୨୨ ପାଳିତ ହୋଇଯାଇଛି । ଜିଲ୍ଲା ସାଂବାଦିକ

ସଂଘର ସଭାପତି ଶିବ ପ୍ରସାଦ  ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ  ନୀତିନ କୁଶଲକର ଯୋଗଦାନ କରିଥିବା ବେଳେ ସଭା ପରିଚାଳନା କରିଥିଲେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ । ଅତିଥିମାନଙ୍କ ସହ ଜିଲ୍ଲା ସାଂବାଦିକ ସଂଘର ସାଧାରଣ ସଂପାଦକ ଶିଶିରକାନ୍ତ ଶତପଥୀ ମଧ୍ୟ ମଂଚାସୀନ ଥିଲେ । ଜିଲ୍ଲା ସାଂବାଦିକ ସଂଘ ସଭାପତି ଶ୍ରୀ ପରିଡ଼ା ପ୍ରଥମେ ସ୍ୱାଗତ ଅଭିଭାଷଣ ଦେବା ସହ ଏହି ସମାରୋହର ଉଦ୍ଦେଶ୍ୟ ତଥା ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ଅତିଥିମାନଙ୍କ ପୂର୍ବରୁ ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ଆନଂଦ ଚଂଦ୍ର ସାହୁ, ସୁଧୀର କୁମାର ମିଶ୍ର, ଅରୁଣ କୁମାର ମିଶ୍ର, ବିଶ୍ୱଜିତ ଦାଶ, ବୀରେନ୍ଦ୍ର କୁମାର ଝାଙ୍କର, ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ ବିଭୂକଲ୍ୟାଣ ଗଡ଼ତ୍ୟା ପ୍ରମୁଖ ‘ରାଷ୍ଟ୍ର ଗଠନରେ ଗଣମାଧ୍ୟମର ଭୂମିକା’ ସଂପର୍କରେ ଆଲୋଚନା କରିଥିଲେ । ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ରାଣା ନିଜ ଅଭିଭାଷଣରେ କହିଥିଲେ  ଯେ, ଗଣତନ୍ତ୍ରର ଚାରୋଟି ସ୍ତମ୍ଭ ମଧ୍ୟରୁ ଏହାର ଚତୁର୍ଥ ସ୍ତମ୍ଭ ‘ଗଣମାଧ୍ୟମ’ ସବୁବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି । ରାଷ୍ଟ୍ରର ସାମୂହିକ ସମୃଦ୍ଧି ଓ ସ୍ୱଚ୍ଛତା କ୍ଷେତ୍ରରେ ଗଣମାଧ୍ୟମ ସଫଳ ଯୋଗଦାନ ଦେଇଆସିଛି । ନିଜ ବକ୍ତବ୍ୟରେ ବଲାଙ୍ଗିରର ସାମ୍ବାଦିକତାକୁ ଜିଲ୍ଲାପାଳ ଶ୍ରୀ ରାଣା ପ୍ରଶଂସା କରିଥିଲେ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ କୁଶଲକର ନିଜ ବକ୍ତବ୍ୟରେ କହିଥିଲେ  ଯେ,

ରାଷ୍ଟ୍ର ନିର୍ମାଣରେ ଗଣତନ୍ତ୍ରର ଭୂମିକା ନିଶ୍ଚିତ ଭାବେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ସେହିକ୍ରମରେ ବଲାଙ୍ଗିର ର ସାମ୍ବାଦିକତା ସାରା ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଜିଲ୍ଲା ସାଂବାଦିକ ସଂଘ ର ସାଧାରଣ ସଂପାଦକ ଶ୍ରୀ ଶତପଥୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସମାରୋହରେ ଜିଲ୍ଲା ସାଂବାଦିକ ସଂଘର ସଭ୍ୟସଭ୍ୟା,ଜିଲ୍ଲା ପ୍ରେସ କ୍ଲବ ର ସଦସ୍ୟ  ତଥା ଅନ୍ୟ କାର୍ଯ୍ୟରତ ସାମ୍ବାଦିକ ଓ ବୁଦ୍ଧିଜୀବୀମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like