-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବ୍ଲକ ସରପଞ୍ଚ ସଂଘର ସାଧାରଣ ବୈଠକ ଅନୁଷ୍ଠିତ

16-Nov-2022



ଆଜି ବଲାଙ୍ଗୀର ଜିଲ୍ଲା ବଲାଙ୍ଗୀର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ସକମା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ସଂଘର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ବ୍ଲକର ସମସ୍ତ ସରପଞ୍ଚ ମାନେ ଏକ ବିଶାଳ ରାଳି ମାଧ୍ୟମରେ ଫାସଡ଼ ସରପଞ୍ଚ ଉଗ୍ରେସନ ବରାଟଙ୍କ ଘରୁ ଶୁଭାରମ୍ଭ ସହ ସମସ୍ତ ସରପଞ୍ଚଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ପରେ ଫାସଡ଼ ଗ୍ରାମ ପରିଭ୍ରମଣ କରାଯାଇଥିଲା ଓ ପରେ ସକମା ଗ୍ରାମରେ ଶୋଭାଯାତ୍ରା କରି ପଂଚାୟତ ଅଫିସକୁ ପ୍ରବେଶ କରିଥିଲେ l ଏହି ସାଧାରଣ ବୈଠକରେ ବଲାଙ୍ଗିର ବ୍ଲକର

ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀ ପ୍ରିତମ ତନ୍ତୀ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ ଓ ସମ୍ମାନିତ ଅତିଥି ଭାବରେ ଗ୍ରାମ ପଞ୍ଚାୟତ ଅଧିକାରୀ ଶ୍ରୀ ଦାମୋଦର ଦାସ ଓ ଗୋଷ୍ଠୀ ସମାଜ ମଙ୍ଗଳ ଅଧିକାରୀଙ୍କ ପିଏ ଶ୍ରୀ ତରୁଣ କାନ୍ତି ପଧାନ ଯୋଗ ଦେଇଥିଲେ l ଏହି ସଭାରେ ପଞ୍ଚାୟତର ସମସ୍ତ ଗ୍ରାମର ସର୍ବାଙ୍ଗୀନ ଉନ୍ନତି କିପରି ହୋଇପାରିବ ଯେପରିକି ସ୍ୱାସ୍ଥ୍ୟ, ଶିକ୍ଷା, ରାସ୍ତା, ବିଜୁଳି, ପାଣି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିଲା l ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ଲାଭ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସେମାନେ ପ୍ରତିଶ୍ରୁତିବଦ୍ଧ ହୋଇଥିଲେ l ଏହି କାର୍ଯ୍ୟକ୍ରମକୁ ସରପଞ୍ଚ ସଂଘର ସଭାପତି ବଳଦେବ ସାହୁ, ଉପ ସଭାପତି ଶ୍ରୀ ଉଗ୍ରେସନ ବରାଟ, ସମ୍ପାଦକ ପିଙ୍କୁ ପଟେଲ ଓ ସହ ସମ୍ପାଦକ ରମ୍ଭା ରଣା ଉପସ୍ଥିତ ରହି ଏହି ସଭାକାର୍ଯ୍ୟ ତୁଲାଇଥିଲେ l ଏହି ସଭାରେ ବ୍ଲକ୍ ସହକାରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାମ ଦତ୍ତ ଭୋଇ,ପଞ୍ଚାୟତ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀ ଉପେନ୍ଦ୍ର ରଣା ଓ ବିଶ୍ବମ୍ବର ଭୋଇ ଯୋଗ ଦେଇଥିଲେ।ଏହି ବୈଠକର ସମସ୍ତ କାର୍ଯ୍ୟକ୍ରମକୁ ସକମା ସରପଞ୍ଚ ଉଗ୍ରେସନ ବରାଟ ଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା l ସରପଞ୍ଚ ସୁଜାତା

ରାଉତ, ଜନ୍ମଜୟା  ମେହେର, ବଳଦେବ ସାହୁ, ଶ୍ରୀୟା ସାହୁ, ନୀଳମଣି ସେଠ, ନନ୍ଦିତା କଲେତ, ପଙ୍କଜିନୀ ସାହୁ, ସୁରେନ୍ଦ୍ର ଵିଶ୍ଵାଳ, ଲକ୍ଷ୍ମୀ ନନ୍ଦ, ବୃନ୍ଦାବତୀ ବେହେରା, ସୁବାସିନୀ ଅମାତ, ରଂଜିତା ପାଣିଗ୍ରାହୀ, ବନିତା ବାରିକ, ଜୋତ୍ସନାରାଣୀ ସାହୁ, ସସ୍ମିତା ସିଂଦେଓ, ଶୁକୃ ମହାନନ୍ଦ, ରମ୍ଭା ରଣା, ଭରତ ଛତ୍ରିଆ, ପିଙ୍କୁ ପଟେଲ, କରୁଣାକର ପଟେଲ, ଅର୍ଜୁନ ସେଠ, ଶୁଭଶାନ୍ତି ମାଝୀ, କ୍ଷୀରେନ୍ଦ୍ରୀ ଶତପଥୀ, ଦନାର୍ଦନ ମହାପାତ୍ର ଆଦି ସମସ୍ତ ସରପଞ୍ଚଙ୍କ ପୂର୍ଣ୍ଣ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ହୋଇଥିଲା l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like