-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

 ଜୁନିଅର ରେଡକ୍ରସ ସାମାଜିକ ସେବା ଶିବିର

16-Nov-2022



ଡୁଙ୍ଗୁରିପାଲି,- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସରଗୁଲ୍‌ରେ ଗ୍ରାମ୍ୟ ଦେବାଦେବୀ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ସ୍ଥାନୀୟ ବାଲୁଙ୍କେଶ୍ୱର ଆଦିବାସୀ ହାଇସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ ଏକ ସାମାଜିକ ସେବା ଶିବିର ଆୟୋଜିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟୀ  ସଭାପତି ସତ୍ୟନାରାୟଣ ସାହୁ ରେଡକ୍ରସ ପତାକା ଉତ୍ତୋଳନ କରି ଶିବିରକୁ ଉଦ୍‌ଘାଟନ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ଆଦେଶ କ୍ରମେ ଶିବିରକୁ  ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ପ୍ରଧାନଶିକ୍ଷୟିିତ୍ରୀ କୃଷ୍ଣପ୍ରୀୟା ସହାଣୀ ପରିଚାଳନା କରିଥିବା ବେଳେ ସ୍କୁଲ ଜୁନିଅର ରେଡକ୍ରସ ପରାମର୍ଶଦାତା ନିମାଇଁ ମଲ୍ଲିକ ସଂଯୋଜନା କରିଥିଲେ । ବରିଷ୍ଠ ସାଧନକର୍ମି ଚନ୍ଦ୍ରମଣି ବାଘ, ହୃଷିକେଶ ଡାଙ୍ଗ, ଅନୁପ୍ରୀୟା ମିଶ୍ର, ରକ୍ଷକ ସାଧନକର୍ମି ତପସ୍ୱିନୀ ଦାଶ, ପରାମର୍ଶଦାତା କୁମୁଦ କୁମାର ମଟାରୀ, ଦେବକି ବାଘ, ପ୍ରଭାସିନୀ ଦାଶ , ଦୁର୍ଯ୍ୟୋଧନ ପଶାୟତ

ପ୍ରମୁଖଙ୍କ ନେତୁତ୍ୱରେ ସରଗୁଲ ହାଇସ୍କୁଲ ଜୁନିଅର ରେଡକ୍ରସ  ୟୁନିଟର ପ୍ରାୟ ୬୫ଜଣ ଛାତ୍ରଛାତ୍ରୀ ଶିବିରରେ ଅଂଶଗ୍ରହଣ କରି ମନ୍ଦିର ପ୍ରାଙ୍ଗଣ ସଫେଇ, ସମବେତ ଭକ୍ତଙ୍କୁ ପାନୀୟ ଜଳ ଯୋଗାଣ, ପ୍ରସାଦ ବଂଟନ ଏବଂ ଆଶୁ ରୋଗୀଙ୍କ ପ୍ରାଥମିକ ଚିକିତ୍ସା ସେବା ଭଳି ସେବା କାର୍ଯ୍ୟ ସଂପାଦନ କରିଥିଲେ । ଜୈନିକ ପ୍ରାୟ ୩୨ ବର୍ଷୀୟ ବ୍ୟକ୍ତି ଯାତ୍ରାସ୍ଥଳରେ ଅସୁସ୍ଥତା ଯୋଗୁଁ ବେହୋଶ ହୋଇପଡିଥିଲେ । ରେଡକ୍ରସ କର୍ମିମାନେ ତାଙ୍କୁ ପ୍ରଥମେ ପ୍ରାଥମିକ

ଚିକିତ୍ସା ଦେଇଥିଲେ । ସୁସ୍ଥ  ହେବାରେ ବିଲମ୍ବ ହେବାରୁୁ ୧୦୮ ଆମ୍ବୁଲେନସ କୁ ଡକାଯାଇଥିଲା ଏବଂ ସ୍ଥାନୀୟ ଡୁଙ୍ଗିରିପାଲି ହସପିଟାଲ କୁ ଉକ୍ତ ବ୍ୟକ୍ତିଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା । ଜୁନିଅର ରେଡକ୍ରସ ର ମହନୀୟ ସେବା ମନୋଭାବରେ ଖୂସି ହୋଇ ଯାତ୍ରାସ୍ଥଳରେ ଜଳନ୍ଧର ମହାରାଜ ଜୁନିଅର ରେଡକ୍ରସ ୟୁନିଟକୁ ସାର୍ଟିଫିକେଟ ଏବଂ ଟ୍ରଫି ଦେଇ ସମ୍ମାନୀତ କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲର ଶିକ୍ଷକ ଚୈତନ୍ୟ ମଲ୍ଲିଜ, ସୋମାନାଥ ହାତୀ, ସୁନିଲ କୁମାର ସାହୁ, ଜାଦବ ବେହେରା, ସନ୍ତୋଷ ମେହେର, ବଳଦେବ ସ୍ୱାଇଁ, ଧନପତି ସାହୁ ପ୍ରମୁଖ  ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like