-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ(ଓଜେୟୁ)କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2022



କଳାହାଣ୍ଡି ( ସଞ୍ଜିବ ଦାସ) ଓଡିଶା ସାମ୍ବାଦିକ ସଂଘ(ଓଜେୟୁ) କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଳାହାଣ୍ଡି ଜିଲ୍ଲା ଶାଖାର ସଭାପତି ନିରୋଜ କୁମାର ପଟ୍ଟନାୟକ ଙ୍କ ସଭାପତିତ୍ୱ ଓ ଜିଲ୍ଲା ସାଧାରଣ ସମ୍ପାଦକ ଲକ୍ଷ୍ମଣ ସ୍ୱାଇଁ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହା କାର୍ଯ୍ୟକ୍ରମରେ ଭବାନୀପାଟଣା ପୌରପାଳିକା ନଗରପାଳ ସଂଯୁକ୍ତା ବେହେରା ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ବେଳେ,ସ୍ୱନ୍ତନ୍ତ୍ର ଅତିଥି ଭାବେ ବିଶିଷ୍ଠ କବି ତଥା ମହୁରୀ ସାହିତ୍ୟ ପତ୍ରିକାର ସମ୍ପାଦକ ଡ଼. ଭବାନୀ ଶଙ୍କର ନିଆଲ,ବରିଷ୍ଠ ସାମ୍ବାଦିକ ଶାନ୍ତନୁ କୁମାର ବେହେରା ସମ୍ମାନୀତ ଅତିଥି ଓ ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର କୁମାର ବିଶି ଯୋଗଦାନ କରି ଜାତୀୟ ପ୍ରେସ ଦିବସ ସମ୍ପର୍କରେ ଆଲୋକପାତ କରିବା ସହ ନୈତିକତା ଓ ସାମାଜିକ ଦାୟିତ୍ୱବୋଧତାର ସହ ସାମ୍ବାଦିକତାର କର୍ତ୍ତବ୍ୟ ନିର୍ବାହ କରାଯିବ ସେ ସମ୍ପର୍କରେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ୫ ଜଣ ବରିଷ୍ଠ ସାମ୍ବାଦିକ ଦୀପକ କୁମାର ଠାକୁର,ତୁମେଶ୍ବର ସାହୁ,ପ୍ରାଣ ରଞ୍ଜନ ବେହେରା,ନରୋତ୍ତମ ସେଲମା ଓ ପ୍ରଦୀପ କୁମାର ସାହୁଙ୍କୁ ଜାତୀୟ ପ୍ରେସ ଦିବସ ସମ୍ମାନ ରେ ସମ୍ମାନୀତ କରାଯାଇଥିଲା। ଏହି ଅବସର ରେ ନୂତନ ଭାବେ ସଦସ୍ୟତା ଗ୍ରହଣ କରିଥିବା ରୋହନ ରୋହିଲା,ଉମାକାନ୍ତ ବାଗ ଓ ଖିତିଶ ଶତପଥୀ ଙ୍କୁ ସଂଗଠନ ପକ୍ଷରୁ ସଭାପତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା।ସଂଘର ସାଧାରଣ ସମ୍ପାଦକ ଲକ୍ଷ୍ମଣ ସ୍ୱାଇଁ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ମନୋଜ କୁମାର ଷଡ଼ଙ୍ଗୀ ମଞ୍ଚ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ସାମ୍ବାଦିକ ଅଂଶ ଗ୍ରହଣ କରିଥିଲେ।ମଧ୍ୟାହ୍ନ ଭୋଜନ ପରେ ଏକ କାର୍ଯ୍ୟକାରୀ କମିଟି ବୈଠକ ଆୟୋଜିତ ହୋଇଥିଲା।ଏହି ବୈଠକରେ ଆଗାମୀ ଦିନରେ ହେବାକୁ ଥିବା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଓ ଭଣ ଭୋଜି,ରୋହିତ ବିଶ୍ବାଳ ସ୍ମୃତି ଦିବସ ପାଳନ ଓ ବାର୍ଷିକ ମହୋତ୍ସବ ପାଳନ ପାଇଁ ବିଷଦ ଆଲୋଚନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like