-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନବନିର୍ମାଣ କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଅତୁଳନୀୟ (ବିନିକା ସାମ୍ବାଦିକ ସଂଘ ପକ୍ଷରୁ ପ୍ରେସ ଦିବସ ପାଳିତ)

17-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଗତକାଲି ସନ୍ଧ୍ୟାରେ ବିନିକା ସାମ୍ବାଦିକ ସଂଘ ପକ୍ଷରୁ ଦୁର୍ଗାପୂଜା ସଭାଗୃହ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି ।ସୁବର୍ଣ୍ଣପୁର ଜିଲ୍ଲା କର୍ମଜୀବୀ ସାମ୍ବାଦିକ ସଂଘ ସଭାପତି ତଥା ବିନିକା ସାମ୍ବାଦିକ ସଂଘ ଦିଗଦର୍ଶନଦାତା ସୃଜନ କୁମାର ପଣ୍ଡାଙ୍କ ପରିଚାଳନାରେ ଅନୁଷ୍ଟିତ ଏହି ଦିବସରେ ମୁଖ୍ୟଅତିଥି ଭାବେ ସଂଘର ବରିଷ୍ଟ ଉପଦେଷ୍ଟା ସନ୍ତୋଷ କୁମାର ପଣ୍ଡା ଯୋଗଦେଇ ଭାରତର ସ୍ବାଧିନତା ସଂଗ୍ରାମରୁ ଆରମ୍ଭ କରି ସ୍ଵାଧୀନ ଭାରତ ବର୍ଷର ନବନିର୍ମାଣ କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଅତୁଳନୀୟ ।ତେଣୁ ନିଜର କର୍ତ୍ତବ୍ୟ ଓ ଦାୟିତ୍ଵ ସୁଚାରୁରୂପେ ସମ୍ପାଦନା କଲେ ସାମ୍ବାଦିକର ପ୍ରକୃତ ଭୂମିକାକୁ ସମସ୍ତେ ପ୍ରଶଂସା କରିବେ ବୋଲି କହିଥିଲେ ।ସମ୍ମାନିତ ଅତିଥି ଭାବେ ସଂଘର ଉପଦେଷ୍ଟା ଭୀମସେନ ସାହୁ ସାମ୍ବାଦିକ ସବୁବେଳେ ଅପ୍ରିୟ ହେଲେ ବି ସତ୍ୟ କହିବା ଉଚିତ ।ସତ୍ୟ ଓ ନିଷ୍ଟା ସହ ସମ୍ବାଦ ପରିବେଷଣ କରି ଅଞ୍ଚଳର ପ୍ରଗ୍ରତି କ୍ଷେତ୍ରରେ ସହଯୋଗ କରିବାକୁ ଆହ୍ବାନ ଦେଇଥିଲେ । ଅନ୍ୟତମ ଉପଦେଷ୍ଟା ତଥା ପୂର୍ବତନ ସମିତି ସଭ୍ୟ ଦାଶରଥି ନନ୍ଦ ଯୋଗଦେଇ ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। କାହାରି ଗୋଡାନିଆ ନହୋଇ ନିର୍ଭୀକ ଭାବେ ନିରପେକ୍ଷ ସମ୍ବାଦ ପରିବେଷଣ କରିବାକୁ ଆହ୍ୱାନ ଦେଇଥିଲେ ।ଯୁବ ଆଇନଜୀବୀ ତଥା ଉପଦେଷ୍ଟା ରଘୁନାଥ କୁମ୍ଭାର ଯୋଗଦେଇ ଯେତେ ଝଡ଼ଝଂଜା ଆସୁବି ସାମ୍ବାଦିକ ବିନା ଦରମାରେ ସ୍ବେଚ୍ଛାସେବୀ ଭାବେ ସତ୍ୟ ଘଟଣା ଉଁନ୍ମୋଚନ କରୁଛି ତେବେ ଯାଇ ସେହି ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି ।ତେଣୁ ସରକାର ସାମ୍ବାଦିକ ମାନଙ୍କ ଆର୍ଥିକ ସହଯୋଗ ସହ ସୁରକ୍ଷା ପ୍ରଦାନ ଦିଗରେ ପଦକ୍ଷେପ ନେବା ଜରୁରୀ ବୋଲି କହିଥିଲେ ।ଶେଷରେ ସଂଘ ସମ୍ପାଦକ ଅଶୋକ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।ଏଥିରେ ବରିଷ୍ଟ ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ, ରାମ ଗୋପାଳ ବାଗ, ଶାନ୍ତନୁ ପଣ୍ଡା, ଜୟରାମ ସେଠ୍, ଦଧିବାମନ ନାୟକ, ଦିଲ୍ଲୀପ ସାହୁ(ନାନା), ପୂର୍ବତନ କାଉନସିଲର ଧବଳେଶ୍ଵର ନାଗ, ଗୋବିନ୍ଦ ମାହାନା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like