-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଜନ ଜାତୀୟ ଗୌରବ ସମ୍ମାନ ରେ ସମ୍ମାନିତ ହେଲେ ନୟାଗଡ଼ ଦର୍ପଣ ପାକ୍ଷିକ ପତ୍ରିକାର ପ୍ରତିଷ୍ଠାତା ହରିଶ ପ୍ରଧାନ

18-Nov-2022



ନୟାଗଡ,(ପ୍ରଦୀପ କୁମାର ପଣ୍ଡା)ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଅନ୍ତର୍ଗତ ବଣ ଜଙ୍ଗଲ ଘେରା ଆଦିବାସୀ ଅଧ୍ୟୁଷିତ ଗ୍ରାମ ଓସ୍ତିଆମାଳ ର ବାସିନ୍ଦା ହରିଶ ପ୍ରଧାନ | ନିଜର ପ୍ରତିଭା ବଳରେ ନୟାଗଡ଼ ଜିଲ୍ଲାରେ ଏକ ସ୍ୱତନ୍ତ୍ର ସ୍ଥାନ ଦଖଲ କରିଛନ୍ତି । ନୟାଗଡ଼ ପୁରାଣ, ନୟାଗଡ଼ ଜ୍ଞାନ, ସ୍ୱର୍ଗକୁ ବାଟ, ଭୁତ ସହିତ ରାତିଏ, ମଦ ମଣିଷ, ଅମ୍ଳାନ ସ୍ବାକ୍ଷର ଭଳି ପୁସ୍ତକ, ଅନେକ ଭଜନ ଓ ଆଧୁନିକ ସଂଗୀତ ଭିଡ଼ିଓ କରିବା ସହ “ନୟାଗଡ଼ ଦର୍ପଣ” ଭଳି ଏକ ପାକ୍ଷିକ ଖବର କାଗଜ ପ୍ରତିଷ୍ଠା ଏବଂ ବହୁ ପ୍ରତିଭାର ଅଧିକାରୀ ଭାବେ ଜିଲ୍ଲାରେ ବେଶ ସୁନାମ ଅର୍ଜନ କରିଛନ୍ତି | ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଙ୍କ ଉଦଯୋଗ କ୍ରମେ ଭୁବନେଶ୍ୱରରେ  କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଜନଜାତୀୟ ଗୌରବ ଦିବସରେ ଭଗବାନ ବିର୍ଷାମୁଣ୍ଡାଙ୍କ ପବିତ୍ର ଜୟନ୍ତୀରେ ନୟାଗଡ଼ ଜିଲ୍ଲା ତରଫରୁ ତାଙ୍କୁ ” ଜନଜାତୀୟ ଗୌରବ ସମ୍ମାନ” ରେ ସମ୍ମାନିତ କରାଯାଇଛି | ରାଜ୍ୟ ସରକାରଙ୍କ ତରଫରୁ ଉତ୍ତରୀୟ, ମାନପତ୍ର, ଟ୍ରଫି ସହ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି | ସୂଚନାଯୋଗ୍ୟ ପୂର୍ବରୁ ୨୦୧୪ ମସିହାରେ ସର୍ଜନାତ୍ମକ ଲେଖା ପାଇଁ ଓଡ଼ିଶା ସରକାରଙ୍କ ଦ୍ଵାରା ମନୋନୀତ ହୋଇ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ହେବା ସହ ୨୫ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ପାଇ ଜିଲ୍ଲା ପାଇଁ ଗୌରବ ଆଣିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like