-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

*ଭାରତୀୟ କିସାନ ସଂଘ ର ପ୍ରଶିକ୍ଷଣ ଶିବିର

19-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) -ସହରର କୋଶଳ ରେସିଡେନ୍ସି ସମ୍ମିଳନୀ କକ୍ଷରେ ଭାରତୀୟ କିସାନ ସଂଘ ଜିଲ୍ଲା ଶାଖା ପକ୍ଷରୁ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି  ।ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା କର୍ମକର୍ତ୍ତା ଚୟନ ବି କରାଯାଇଛି  ।ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଉପରେ ଚାପ ପ୍ରୟୋଗ କରି

ଚାଷୀ ଦାବି ପୂରଣ ପାଇଁ ଆଗକୁ ଥିବା ଆନ୍ଦୋଳନର ରୂପରେଖ ବି ପ୍ରସ୍ତୁତ କରାଯାଇଛି  ।ଉତ୍ପାଦିତ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିବା ଓ ସହାୟକ ମୂଲ୍ୟ ଦରରେ ଚାଷୀଙ୍କ ପାଖରୁ ସିଧାସଳଖ ସରକାର ଶସ୍ୟ କିଣିବେ , ଅର୍ଗାନିକ ଫାର୍ମିଂ ପାଇଁ କୃଷି ସହାୟତା ପ୍ରଦାନ କରିବା ,ବୈଜ୍ଞାନିକ କୃଷି ଯନ୍ତ୍ରପାତି ଉପରୁ ଜିଏସଟି ପ୍ରତ୍ୟାହାର କରିବା ଆଦି ଦାବିରେ ଦିଲ୍ଲୀର ଯନ୍ତ୍ରରମନ୍ତ୍ରର ଠାରେ ଆଗାମୀ 19 ତାରିଖରେ ହେବାକୁ ଥିବା ଚାଷୀ ସମ୍ମିଳନୀରେ ବହୁ ସଂଖ୍ୟାରେ ଚାଷୀ ଯୋଗଦେବା ବିଷୟ ନେଇ ଆଜି ଜିଲ୍ଲା ଶାଖା ପକ୍ଷରୁ ନିଷ୍ପତ୍ତି ନିଆଯାଇଛି  ।ତେବେ କୃଷି ଉପରେ ରାଜ୍ୟ ଓ କେନ୍ଦ୍ର ସରକାର ଅବହେଳା ପ୍ରଦର୍ଶନ କରୁଥିବାରୁ ଚାଷୀଙ୍କ ଆର୍ଥିକ

ପ୍ରଗତି ହୋଇ ପାରୁ ନାହିଁ ବୋଲି ଆଜି ପ୍ରଶିକ୍ଷଣ ଶିବିରରେ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ କେଦାର ମିଶ୍ର କହିଛନ୍ତି  ।ଉଭୟ ସରକାର କୃଷି ଓ କୃଷକର ବିକାଶ ଦିଗରେ କାର୍ଯ୍ୟ ନ କଲେ ଚାଷୀଙ୍କ ଦୁର୍ବାର ଆନ୍ଦୋଳନ ହେବ ବୋଲି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ କେଦାର ମିଶ୍ର ସୂଚନା ଦେଇଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like