-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଐତିହାସିକ ‘ମୁଙ୍ଗେପାହାଡ’ ସୁରକ୍ଷା ପାଇଁ ଅଣ୍ଟାଭିଡିଲେ ଆଦିବାସୀ ୱେଷ୍ଟର୍ଣ୍ଣଓଡିଶା ଯୁବାମଞ୍ଚ ପକ୍ଷରୁ ଟିଟିଲାଗଡରେ ବିଶାଳରାଲି

19-Nov-2022



ବଲାଙ୍ଗୀର-ସ୍ୱାଧିନତା ସଂଗ୍ରାମୀ ବିଶିଷ୍ଟ ଆଦିବାସୀ ସହିଦ ମୋହନ ମାଝୀଙ୍କ ସ୍ମୃତୀକୁ ବହନକରୁଥିବା ତଥା ଆଦିବାସୀଙ୍କ ଭାବାବେଗ ଜଡିତ ଥିବା ବଙ୍ଗୋମୁଣ୍ଡା ତହସିଲ ସିନ୍ଧେକେଲା ନିକଟସ୍ଥ ଅଲଣ୍ଡା ପଞ୍ଚାୟତର ମୁଙ୍ଗେ ପାହାଡକୁ ଫଟାଇବାକୁ ଟିଟିଲାଗଡର ଜଣେ ବ୍ୟବସାୟୀଙ୍କୁ ପ୍ରଶାସନ ଲିଜରେ ଦେଇଛନ୍ତି । ଲିଜରେ ନେଇଥିବା ବ୍ୟବସାୟୀ ଜଣକ ନୀୟମ କାନୁନର ଉଲଂଘନ କରି ପାହାଡରେ ନଳକୂଅଗାଡି ଲଗାଇ ଡ୍ରୀଲିଂ କରୁଛନ୍ତି । ଗତ

୩ମାସ ତଳେ ସ୍ଥାନୀୟଲୋକେ ଏହାକୁ ପ୍ରତିବାଦ କରିଥିଲେ । ଆଦିବାସୀଙ୍କ ଭାବାବେଗ ସହିତ ଜଡିତଥିବା ଐତିହାସିକ ପାହାଡର ସୁରକ୍ଷା କରିବାକୁ ଦାବି କରିଥିଲେ । କିନ୍ତୁ ପ୍ରଶାସନ ପୁଣି ଚକ୍ରାନ୍ତ କରି ପାହାଡକୁ ଫଟାଇବାକୁ ଉଦ୍ୟମ କରୁଥିବା କାରଣରୁ ଶୁକ୍ରବାରଦିନ ଟିଟିଲାଗଡରେ ଏକ ବିଶାଳ ପ୍ରତିବାଦ ଶୋଭାଯାତ୍ରା କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ହଜାର ହଜାର ସଂଖ୍ୟାରେ ଆଦିବାସୀମାନେ ସ୍ଥାନୀୟଲୋକଙ୍କ ସହିତ ପାରଂମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଟିଟିଲାଗଡ ସହରରେ ଶୋଭାଯାତ୍ରା କରିଥିଲେ । ମୁଙ୍ଗେ ପାହାଡ କନ୍ଧଆଦିବାସୀଙ୍କ ସ୍ୱାଭିମାନର ପ୍ରତିକ ବୋଲି ଆଦିବାସୀମାନେ କହିଛନ୍ତି । ତେଣୁ ଏହି ପାହାଡକୁ ସୁରକ୍ଷା

କରାଯାଇ ଏହାର ଉନ୍ନୟନ କରାଯାଉ ବୋଲି ଦାବି କରାଯାଇଛି । ୱେଷ୍ଟର୍ଣ୍ଣଓଡିଶା ଯୁବାମଞ୍ଚର ଆବାହକ ଅଜିତ ପତି,ଗରୀବ ସେନାର ବୀରେନ୍ଦ୍ର ବାଗ,କୋଶଲଯୁବଶକ୍ତିର ଜୟନ୍ତ ସାହୁଙ୍କୁ ନେତୃତ୍ୱରେ ଅନୁଷ୍ଠିତ ଏହି ପ୍ରତିବାଦ ଶୋଭାଯାତ୍ରାରେ ଜିଲ୍ଲା କନ୍ଧସମାଜ,ଆଦିବାସୀ ସଂଘ ସହିତ ଠେମରା,ଅଲଣ୍ଡା,ବେହେଲି,ସିେନ୍ଧେକେଲା ପଞ୍ଚାୟତବାସୀ ଯୋଗଦେଇଥିଲେ ।  ଏହି କାର୍ଯ୍ୟକ୍ରମରେ ବିଜୟାନନ୍ଦ ମହାକୁର,ରାଶ ବଗର୍ତ୍ତି,ରମେଶ ସିଂପାତ୍ର,ଯୁବରାଜ ବାଗ,ଆଲୋକ ବାଗ,ସୁରେଶ ଭୋଇ,ଧନେଶ୍ୱର ମାଝୀ,ନାରୀନେତ୍ରୀ କିରଣ ଭୋଇ,ଯୁବରାଜ ମାଝୀ,ଯୁବରାଜ ବାଗ,କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳିର ଭାଜପା ବିଧାୟକ ପ୍ରାର୍ଥି ଲକ୍ଷ୍ମଣ ବାଗ,ମୁନିରାମ ନାଗ,ନିତ୍ୟାନନ୍ଦ ପୃଷେଠ,ହେମନ୍ତ ସାହୁ,ହରିନାରାୟଣ ମିଶ୍ର,ସଂଜୀବ ସାହୁ,ରାଜୀବ ସଗ୍ରୀଆ,ବିନୋଦ ସରାଫ ପ୍ରମୁଖ ସ୍ଥାନୀୟ ଘଣ୍ଟାସୁଣୀମନ୍ଦିର ରୁ ବାହାରି ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like