-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ବି ଇ ଓ ଙ୍କୁ ତିନି ଦଫା ଦାବି ପତ୍ର ପ୍ରଦାନ

19-Nov-2022



ବୌଦ୍ଧ (ହୃଦାନନ୍ଦ ମେହେର ) - ବୌଦ୍ଧ ବ୍ଲକ ପ୍ରାଥମିକ ଶିକ୍ଷକ (NPS) ସଂଘ ର ସଭାପତି ଶ୍ରୀ ରାଜକୁମାର ପ୍ରଧାନ ଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ବୌଦ୍ଧ ଟାଉନ ହଲ ଠାରୁ ବାହାରି BEO ଙ୍କୁ 3 ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି l ପ୍ରତ୍ୟେକ ସୋପାନରେ ରାଜ୍ୟ ସରକାର ଙ୍କ ପାତର ଅନ୍ତର ଓ ସଂଘ ବିଭାଜନ ନୀତି ଯୋଗୁଁ ପ୍ରାଥମିକ ଶିକ୍ଷକ (NPS) ସବୁବେଳେ ଉପେକ୍ଷିତ ହୋଇ ଆସିଛି l ଗୁଣାତ୍ମକ ଶିକ୍ଷା ନାମରେ ଉଚ୍ଚ ଶିକ୍ଷିତ ତାଲିମ ପ୍ରାପ୍ତ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଶୋଷଣ କରୁଛନ୍ତି l  ଚଳିତ ଅକ୍ଟୋବର 16 ରେ ରାଜ୍ୟ ସରକାର ଘୋଷଣା କରଥିବା ଚିଠି ଅନୁଯାୟୀ 2001 ମସିହା ଠାରୁ ଆଜି ପର୍ଯ୍ୟନ୍ତ ନିଯୁକ୍ତି  ଥିବା ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉପେକ୍ଷିତ ଏହାର ଏକ ଜ୍ୱଳନ୍ତ ଉଦାହରଣ l ତେଣୁ ଏହାର ସମାଧାନ ପାଇଁ ସଂଘ  BEO ଙ୍କ ଜରିଆରେ ସମ୍ମାନୀୟ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଓ 5T ସଚିବ ଙ୍କୁ 3ଦଫା ଦାବି ପତ୍ର ପ୍ରଦାନ କରିଛି l ଯଥାଶୀଘ୍ର ଏହାର ପ୍ରତିକାର ନ ହେଲେ ଆସନ୍ତା 27 ତାରିଖ ରେ ବିଧାନ ସଭା ଘେରାଉ କରାଯିବ ବୋଲି ରାଜ୍ୟ ସଂଘ ଜଣାଇ ସାରିଛନ୍ତି l ଅନିର୍ଦ୍ଧିଷ୍ଟ ପର୍ଯ୍ୟନ୍ତ ଧାରଣା ରେ ବସିବା ଯୋଗୁଁ ବିଦ୍ୟାଳୟ ସ୍ତର ରେ ଶିକ୍ଷା ବିପର୍ଯ୍ୟସ୍ତ ହେଲେ ସରକାର ହିଁ ଦାୟୀ ରହିବେ l ଏଣୁ ରାଜ୍ୟ ସରକାର ଙ୍କ ପ୍ରାଥମିକ ଶିକ୍ଷକ ମାରଣ ନୀତି କୁ  ରାଜ୍ୟ ସଂଘ ଉପ ସଭାପତି ଶ୍ରୀ ଶମ୍ଭୁ ଗିରି, ଜ଼ିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଦିଲୀପ କୁମାର ପ୍ରଧାନ,ଜ଼ିଲ୍ଲା ସାଧାରଣ ସମ୍ପାଦକ ମହେଶ ସେଠି , ବ୍ଲକ ସାଧାରଣ ସମ୍ପାଦକ ଉତ୍ତମ ନାଏକ, କାର୍ଯ୍ୟକାରି ସଭାପତି ରଂଜିତା ମିଶ୍ର ତୀବ୍ର ବିରୋଧ କରିବା ସଙ୍ଗେ ସଙ୍ଗେ ଉପଯୁକ୍ତ ଦାବି ପୂରଣ ନ ହେଲେ ଆସନ୍ତା 27 ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବିଧାନ ସଭା

ଘେରାଉ କରାଯିବ ବୋଲି ମତ ପ୍ରକାଶ କରଥିଲେ l  କାର୍ଯ୍ୟକ୍ରମ ରେ ଜ଼ିଲ୍ଲା ସଂଘ ଉପସଭାପତି ବସନ୍ତ ବିଶ୍ୱାଳ, ବ୍ଲକ ଉପସଭାପତି ଅଶୋକ ଘିବେଲା,ଅନ୍ୟାନ୍ୟ କର୍ମକର୍ତ୍ତା ରେଣୁପ୍ରଭା ବେହେରା,ବିଜୟିନୀ ପାତ୍ର, ଜଗଦୀଶ ମଳିକ, ବିଜୟ ଭୋଇ, ସନ୍ତୋଷ କର୍ଣ୍ଣ, ସ୍ୱାଧୀନ ପ୍ରଧାନ, ରଶ୍ମି ରଞ୍ଜନ ଦାସ, ଅଯତ୍ନ ଲୁହା ରସିତା ରାଣୀ ସିଂ, ଶୁଭସ୍ମିତା ମେଣ୍ଡିଲି, ନିରଞ୍ଜନ ମେହେର, ଅନାଦି ବେହେରା,ସନ୍ତୋଷ ସଥପଥୀ, ସଞ୍ଜୟ ଦେହୁରୀ, ତୋଷଣ ମହାକୁଡ଼, ଶେଷଦେବ ପ୍ରଧାନ, ସୌମିତ୍ରୀ କର୍ଣ୍ଣ,ପ୍ରମୁଖ ଉପସ୍ଥିତ ଥାଇ ଶୋଭାଯାତ୍ରା କୁ ସୁଫଳ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like