-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମର୍ଣିଁ ଷ୍ଟାର ଫୁଟବଲ୍ କପ୍ : ବଲାଙ୍ଗୀର ବି.ଏମ.ସି ଫାଇନାଲ ରେ ପ୍ରବେଶ

19-Nov-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ସରଗାଡ ଠାରେ ମର୍ଣୀଙ୍ଗ ଷ୍ଟାର ଫୁଟବଲ୍ କପ୍ ଉଦ୍ଘାଟିତ ହୋଇଯାଇଅଛି l ଏହି ଅବସରରେ ଅନୁଷ୍ଠିତ ମଶାଲ ଶୋଭାଯାତ୍ରାରେ ଗ୍ରାମ୍ୟ ଅତିଥି ଭାବରେ ଗୌନ୍ତିଆ ସୁରେନ୍ଦ୍ର ପଟେଲ, ରାଜକିଶୋର ସେଠ୍, ରଘୁନାଥ ସାହୁ, ବିରେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ମଶାଲ ଶୋଭାଯାତ୍ରା ମା ମେଟାକାନି ଗୁଡ଼ି ଠାରୁ ବାହାରି ଖେଳପଡିଆ ନିକଟକୁ ଆସିଥିଲା l ଉଦ୍ଘାଟନୀ ମ୍ୟାଚରେ ପୁଲ ଏ ରୁ ସରଗାଡ ଦଳ ଚନ୍ଦନଭାଟି କୁ ହରାଇ କ୍ୟୁଆଟର ଫାଇନାଲରେ ପ୍ରବେଶ କରିଥିଲା ଏବଂ ପୁଲ ବି ରୁ ବଲାଙ୍ଗୀର ବି.ଏମ.ସି ଦଳ ବାରପୁଗୁଡ଼ିଆକୁ ହରାଇ କ୍ୟୁଆଟର ଫାଇନାଲରେ ପ୍ରବେଶ କରିଥିଲା l ସେମି ଫାଇନାଲରେ ସରଗାଡ ଦଳ କୁ ହରାଇ ବଲାଙ୍ଗୀର ବି.ଏମ.ସି ଦଳ ଫାଇନାଲ କୁ ପ୍ରବେଶ କରିଛି।ଖେଳ ପରିଚାଳନା ଦାୟିତ୍ଵ ରେ ସୁରେଶ ନାଏକ, ଜ୍ୟୋତିର୍ମୟ ରାଉତ,ରାଜକିଶୋର

ସେଠ୍,ସୁବାସ ମଟାରି ନିୟୋଜିତ ଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଯାଜ୍ଞସେନୀ କୁମ୍ଭାର,ସମ୍ମାନିତ ଅତିଥି ଭାବରେ କୌସ୍ତୁବ ସାହୁ,ରଘୁନାଥ ସାହୁ,ସୁରେନ୍ଦ୍ର ପଟେଲ, ସନ୍ତୋଷ କୁମାର ପଟ୍ଟନାୟକ, ରବୀନ୍ଦ୍ର ମହାରଣା,ବିରେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ଆଲୋକ ପଟେଲ,ଜିତୁ ସାହୁ,ରାଜେଶ ସାହୁ,ଅଭିଷେକ ସାଏ ପଟେଲ ,ପ୍ରଭଞ୍ଜନ ନନ୍ଦ ,କେଶବ ବିଶ୍ବାଳ,ଆକାଶ ପଟେଲ ,ଜୟନ୍ତ ସେଠ୍, ଅଜିତ ବିଶ୍ବାଳ,ପୀଙ୍କୁ ପୁଟେଲ,ପ୍ରଣବ ମହାନ୍ତି,ଆଶିଷ ପଟେଲ, ନବ ସାଏ ପଟେଲ,ଧନେଶ୍ଵର କୁମ୍ଭାର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like