-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିନିକା ଗୋକୁଳାଷ୍ଟମୀ ଯାତ୍ରା, କଂସ ଦରବାରରେ ମନ୍ତ୍ରୀ,ବିଧାୟକ ଓ ସାଂସଦ

20-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଦେବକୀର ଅଷ୍ଟମ ସନ୍ତାନ ହାତରେ କଂସର ମୃତ୍ୟୁ ଲେଖା ଶୂନ୍ୟବାଣୀ ଶୁଣିବା ପରଠୁ ମଥୁରାଧିପତି ମହାରାଜ କଂସ ଗୋପପୁରେ ବଢୁଥିବା ଭଣଜା କୃଷ୍ଣଙ୍କୁ ମାରିବା ପାଇଁ ଗୋଟିଏ ପରେ ଗୋଟିଏ ରାକ୍ଷସ ପଠାଇ ଛନ୍ତି ।ହେଲେ ସେମାନେ ନରଖଟିଆ କୃଷ୍ଣଙ୍କ ହାତରୁ କେହି ବି ବର୍ତ୍ତି ପାରିନାହାନ୍ତି ।ସମସ୍ତେ ଜୀବନ ହାରିଛନ୍ତି।ଏହି ଖବର ଶୁଣି ମହାରାଜ କ୍ରୋଧାନ୍ୱିତ ହୋଇ ତ୍ରିଭୁବନ ବିଜୟୀ କଂସ ସାମାନ୍ୟ ବାଳକ ହାତରେ ଜୀବନ ଯିବ ନା ଏହା କଦାପି ନୁହେଁ ବୋଲି ଚିତ୍କାର କରିଛନ୍ତି ।ରାଜାଙ୍କ ମନକୁ ଶାନ୍ତ କରିବାକୁ ଯାଇ ମନ୍ତ୍ରୀଙ୍କ ଆଦେଶ କ୍ରମେ ଦରବାରରେ କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସେହିପରି ଅନ୍ୟ ପକ୍ଷରେ ଗୋପପୁରେ କଂସ ପ୍ରେରିତ ରାକ୍ଷସ ମାନଙ୍କୁ କୃଷ୍ଣ ଯୁଦ୍ଧ କରି ନିଧନ କରିବା ପରେ ସାରା ଗୋପପୁରବାସୀ ଉତ୍ସବ ମନାଇବା,କୃଷ୍ଣ ଯୋଶଦାଙ୍କ ବାସଲ୍ୟ ପ୍ରେମ,ଦୋଳଲୀଳା ଅନୁଷ୍ଟିତ ହୋଇଥିଲା । ବିନିକା ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବର ଆଜି ସପ୍ତମ ସନ୍ଧ୍ୟାରେ ମହାରାଜ କଂସଙ୍କ ନିମନ୍ତ୍ରଣ କ୍ରମେ ରାଜକୀୟ ଅତିଥି ଭାବେ ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂଦେଓ,ବିନିକା ବିଡିଓ ବ୍ୟାସଦେବ ବେହେରା,ସୁବର୍ଣ୍ଣପୁର ଜିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର,ବିନିକା ଏନଏସି ସାଂସଦ ପ୍ରତିନିଧି ପ୍ରଶାନ୍ତ ଦଣ୍ତସନା ପ୍ରମୁଖ ଉପସ୍ଥିତ ରହି ମଥୁରା ନଗରୀ ବାସୀଙ୍କୁ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ ।ସେହିପରି ଶୁକ୍ରବାର ରାତିରେ ହସ୍ତତନ୍ତ୍ର ଓ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ,ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା,ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ଉପାଧ୍ୟକ୍ଷ ତପସ୍ୱିନୀ ମେହେର,ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ର ପ୍ରମୁଖ ରାଜକୀୟ ଅତିଥି ଭାବେ ଯୋଗଦେଇ

ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମକୁ ସାଂସ୍କୃତିକ ସମ୍ପାଦକ ପଦ୍ମ ଲୋଚନ ସାହୁ ପରିଚାଳନା କରିଥିବା ବେଳେ ସଭାରେ ଉଦ୍ଘୋଷକ ଭାବେ ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା ଓ ସୌମ୍ୟ ରଞ୍ଜନ ପୂଜାରୀ ଦାୟିତ୍ଵ ତୁଲାଇଥିଲେ ।ଏହି ଅବସରରେ ଯାତ୍ରା କମିଟି ପକ୍ଷରୁ ଅତିଥି ମାନଙ୍କ ଦ୍ଵାରା ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ,ସୃଜନ କୁମାର ପଣ୍ଡା, ଅଶୋକ କୁମାର ପଣ୍ଡା,ଶାନ୍ତନୁ ପଣ୍ଡା,ମୁକେଶ ବଗର୍ତ୍ତି,ରାମ ଗୋପାଳ ବାଗ,ରବୀନ୍ଦ୍ର କୁମାର ହୋତା ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like