-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଲ ଏକତା ମଂଚ ତରଫରୁ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି

20-Nov-2022



  ସମ୍ବଲପୁର: ଅଗ୍ରଣୀ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସମ୍ବଲପୁରୀ ଭାଷା  ଏବଂ ନାଟ୍ୟ ଆନ୍ଦୋଳନର ପୁରୋଧା ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କର ୨୨ତମ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇ ଯାଇଛି  । ସମ୍ବଲପୁରୀ ଭାଷା ସଂସ୍କୃତି ଏବଂ ନାଟକ ପାଇଁ ସାରା ଜୀବନ ବଲିଦାନ ଦେଇଥିବା ଗୁରୁ ଭଗବାନ ସାହୁଙ୍କର ଫଟୋଚିତ୍ର ରେ ପୁଷ୍ପ ଅର୍ପଣ କରାଯିବା ସହ ତାଙ୍କର ତ୍ଯାଗ ଏବଂ ବଲିଦାନ ଉପରେ ଆଲୋଚନା କରାଯାଇ ଥିଲା। ସମ୍ବଲପୁର ତାଙ୍କର କର୍ମଭୂମି ରହିଥିବା ବେଲେ ବହୁ ଆୟୋଜନ ସେ ସମ୍ବଲପୁର ରେ କରିଥିଲେ। ଲୋକ ମହୋତ୍ସବ ର ଆରମ୍ଭ,୧୯୫୦ ମସିହା ଠାରୁ ସମ୍ବଲପୁରୀ ନାଚ କୁ ନାଟକ ମଂଚରେ ପ୍ରଦର୍ଶନ, ବୀର ସୁରେନ୍ଦ୍ର ସାଏଂକର ଜୀବନ ସଂଗ୍ରାମ କୁ ସଂଗ୍ରହ କରିବା ସହ ସମ୍ବଲପୁରୀ ନାଟକରେ ରୁପାନ୍ତରିତ କରି ଲୋକପ୍ରୀୟ କରାଇବା, ବିଭିନ୍ନ ସ୍ଥାନରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରିବା ସହ ବିଶେଷ କରି ନୁଆଖାଇ କୁ ଗୋଟିଏ ଦିନରେ କରିବା ପାଇଁ ତାଙ୍କର ଉଦ୍ୟମ ପଶ୍ଚିମାଞ୍ଚଲ ର ଏକତା କୁ ସୁଦ୍ରୁଢ କରିପାରିଛି । ଗୁରୁ ସତ୍ଯ ନାରାୟଣ ସମ୍ବଲପୁରୀ ଐତିହ୍ୟ କେନ୍ଦ୍ର ରେ  ଗୁରୁ ଭଗବାନ ସାହୁଙ୍କର ସ୍ମୁତି ରକ୍ଷା ପାଇଁ ଉଦ୍ୟମ କରାଯିବା ପାଇଁ ଆଲୋଚନା କରାଯାଇ ଥିଲା। ସମାଜ ଭବନ ଠାରେ ଅନୁଷ୍ଠିତ ସ୍ମୁତି ସଭା ରେ ପଶ୍ଚିମାଞ୍ଚଲ ଏକତା ମଂଚ ସମ୍ବଲପୁର ଶାଖାର ସଂଯୋଜକ ଲଲିତ ମୋହନ ବେବର୍ତ୍ତାଂକ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମ ରେ  ଆବାହକ ଭବାନୀଶ ଭୋଇ ଗୁରୁ ଭଗବାନ ସାହୁଙ୍କର ଅବଦାନ ବିଷୟ ରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମ ରେ କେନ୍ଦ୍ରୀୟ କାର୍ଯ୍ୟକ୍ରମ ସଂଯୋଜକ ଡ ପ୍ରମୋଦ ରଥ, ସଂଗଠନ  ସଂଯୋଜକ ସୁବୋଧ କୁମାର ଦୋରା,  ମହିଳା ସଂଯୋଜିକା କାନ୍ତି ମେହେର, ସମ୍ବଲପୁରୀ ଭାଷା ସାହିତ୍ୟ ସଂଯୋଜିକା ପଂକଜିନି ମେହେର, ଐତିହ୍ୟ କେନ୍ଦ୍ର ସଂଯୋଜକ ସୁଦାମ ମେହେର ,ଶାଖା ସଂଗଠନ ସଂଯୋଜକ ସୁରେନ୍ଦ୍ର ବଗର୍ତୀ,  ଭାରତୀ ସମାଜ ର ଯୁବ ସଂଯୋଜକ ସୁସ୍ମିତ କୁମାର ପଣ୍ଡା, ଶାନ୍ତାନୁ ପାଢୀ, ସୋମ୍ୟ ଶାଶ୍ବ ଭୋଇ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପଶ୍ଚିମାଞ୍ଚଲ ଏକତା ମଂଚ ସମ୍ବଲପୁର ଶାଖାର  କାର୍ଯ୍ୟକ୍ରମ ସଂଯୋଜକ ରାଜେଶ ସ୍ବାଇଁ, ଧନ୍ଯବାଦ ଅର୍ପଣ କରିଥିଲେ।
(ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like