-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭୁବନେଶ୍ୱରରେ ଆନ୍ଦୋଳନ ପାଇଁ ସଜବାଜ ହେଲା ନିଖିଳ ଓଡିଶା ଆଶା କର୍ମି ସଂଘ, ବଲାଙ୍ଗିର

20-Nov-2022



ବଲାଙ୍ଗିର, - ବଲାଙ୍ଗିର ଜିଲ୍ଲା ନିଖିଳ ଓଡିଶା ଆଶା କର୍ମି ସଂଘ ର ଏକ କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି ତୀର୍ଥ ପଧାନଙ୍କ ସଭାପତିତ୍ୱ ଓ ଶାଶ୍ୱତ ଦାଶଙ୍କ ସଂଯୋଜନାରେ ସ୍ଥାନୀୟ ଗାନ୍ଧି ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଏଆଇଟିୟୁସି ସଭାପତି କମ୍ରେଡ୍ ବିଭୁଦତ୍ତ ମିଶ୍ର ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଶା କର୍ମୀମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରି

ଆସନ୍ତା ଡିସେମ୍ବର ୫ ତାରିଖ ଦିନ ଭୁବନେଶ୍ୱର ରେ ଚଳିତ ବିଧାନସଭା ଅଧିବେଶନ ସମୟରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଆହ୍ୱାନ ଦେବା ସଂଗେ ଆଶା କର୍ମୀଙ୍କୁ ଶ୍ରମିକ ର ମାନ୍ୟତା, ସର୍ବ ନିମ୍ନ ମଜୁରୀ ପ୍ରଦାନ, ପେନସନ ଯୋଜନାରେ ଅନ୍ତଭୁକ୍ତ ଇତ୍ୟାଦି ଦାବି ନେଇ ସଂଗ୍ରାମ କୁ ଆହୁରି ବ୍ୟାପକ ଓ ଶାଣିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ନବ ନିର୍ବାଚିତ ଏଆଇଟିୟୁସି କର୍ମକର୍ତ୍ତାମାନଙ୍‌କୁ ଏହି ସଭାରେ ପୁଷ୍ପଗଚ୍ଛ ଓ ଉତ୍ତରୀୟ ଦେଇ ସଂଘର ସଦସ୍ୟାମାନେ ସମ୍ମାନିତ କରିଥିଲେ । ଜିଲ୍ଲା ଏଆଇଟିୟୁସି ତଥା ରାଜ୍ୟ ପରିଷଦ ସଦସ୍ୟ ଦେବାଶିଷ ବାବୁ, ଜିଲ୍ଲା ସଭାପତି ତୀର୍ଥ ପଧାନ, ଜିଲ୍ଲା ସଂଯୋଜକ ଶାଶ୍ୱତା ଦାଶ, ଜିଲ୍ଲା ସଂପାଦିକା ଓମି ଗୁପ୍ତା ତଥା ବିଭିନ୍ନ ବ୍ଲକରୁ ଆସିଥିବା କାର୍ଯ୍ୟକାରିଣୀ ସଦସ୍ୟାମାନେ ଦାବି ହାସଲ ପର୍ଯ୍ୟନ୍ତ ଲଢେଇ ଜାରି ରଖିବାକୁ ଆହ୍ୱାନ କରିବା ସଙ୍ଗେ ସଙ୍ଗେ ଆସନ୍ତା ଡିସେମ୍ବର ୫ ବିକ୍ଷୋଭ କୁ ସଫଳ କରିବାକୁ ନିବେଦନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏଆଇଟିୟୁସି ନେତା ପ୍ରୀତମ ଠାକୁର ଆଇ.ଏଲ୍‌.ସି ର ସୁପାରିଶ କୁ କାର୍ଯ୍ୟକାରୀ କରିବା ଦାବିରେ ଓ ଜିଲ୍ଲାର ସମସ୍ତ ୧୪ଟି ବ୍ଲକ ଓ ୫ଟି ସହରାଞ୍ଚଳ କମିଟିର କର୍ମକର୍ତ୍ତା ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣୀ ସାହୁ, ବାସନ୍ତୀ ସେଠ୍‌, ଦୁର୍ଯ୍ୟୋଧନ ବିଶ୍ୱାଲ, ଖାରୁଆ ମଲ୍ଲିକ, ସାଏବୁ ନନ୍ଦ, ସରସ୍ୱତୀ ଶର୍ମା, ମମତା ବାଗ, ଜୁଲି, ମମତା ଜେନା, ପ୍ରେମ ମଞ୍ଜରୀ ମହାନନ୍ଦ, ଆଶା ଦୀପ,

ଭୂମିସୁତା ବେହେରା, ଅନୁପମା ସାଏ, ତରଣୀ ନାଗ, ମାଳତୀ ମଲ୍ଲିକ, ସ୍ନେହଲତା ବାଗ, ସବିତା ମେହେର, ଗୀତାଞ୍ଜଳି ଦାସ, ସନ୍ତୋଷିନୀ ଦୀପ, ଗିତାଞ୍ଜଳୀ ମାଝି, ବିନୋଦିନି ଡାଙ୍ଗ, ଜୟନ୍ତୀ ପଧାନ, ନମିତା କୁମ୍ଭାର, ଯଶୋଦା ମହାନନ୍ଦ, ସଂଯୁକ୍ତା ଲୁହା, ମୀରା ବଗର୍ତ୍ତି, ଯଶୋବନ୍ତୀ ସାହୁ, ସେବତୀ ପୋଢ, ଶୋଭାଗିନୀ ତ୍ରିପାଠୀ ଓ ପଦ୍ମାବତୀ ସାହୁ  ଯୋଗ ଦେଇ ଭୁବନେଶ୍ୱରକୁ ପ୍ରାୟ ୨୫୦୦ ପ୍ରତିନିଧି ଯିବା ପାଇଁ ନିଷ୍ପତ୍ତି ନେଇଥିଲେ । ଶେଷରେ ମାଧବୀ ବେହେରା ଧନ୍ୟବାଦ ଦେବା ପରେ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like