-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଦେଶ ବିଦେଶ

ଚଳନ୍ତା ବସ୍ ଭିତରେ ପଶିଲା ୮୦ ଫୁଟର ଲମ୍ବା ଗ୍ୟାସ୍ ପାଇପ୍: କାହାର ବେକ କଟିଗଲା ତ ଆଉ କାହାର ଫାଟିଗଲା, ୧୨ରୁ ଅଧିକ ଗୁରୁତର

02-Dec-2020



(ପ୍ରେରଣା ଖବର) - ରାଜସ୍ଥାନର ପାଲି ଜିଲ୍ଲାରେ ମଙ୍ଗଳବାର ଘଟିଛି ଏକ ଭୟଙ୍କର ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସହିତ ୨ ଜଣଙ୍କର ମୃତ୍ୟୁ ହୋଇଛି।  ସେଭଳି ଗୁରୁତର ଆହତ ହୋଇଥିବା୧୨ ଜଣଙ୍କୁ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଚି। ଦୁର୍ଘଟଣା ଫୋରଲେନ୍ ରାସ୍ତାରେ ଘଟିଛି। lସହି ରାସ୍ତାରେ ପକାଯାଇଥିବା ଗ୍ୟାସ୍ ପାଇପ୍ ଲାଇନ୍‌ର ୮୦ ଫୁଟ୍ ଲମ୍ବା ପାଇପ୍ ହାଇଡ୍ରୋଲିକ୍ ମେସିନର ଅପରେଟରଙ୍କ ଅବହେଳା ଯୋଗୁଁ ବସ୍ ଭିତର ଦେଇ ଆରପାର ହୋଇଯାଇଥିଲା। କୁହାଯାଉଛି ଯେ, ଏହାଦ୍ବାରା ଜଣେ ଯାତ୍ରୀଙ୍କର ବେକ କଟିଯାଇଛି ଓ ଜଣେ ଯାତ୍ରୀଙ୍କର ମୁଣ୍ଡ ସମ୍ପୂର୍ଣ୍ଣ ଭାବରେ କଟିଯାଇଛି। ଦୁର୍ଘଟଣା ପରେ ପୋଲିସର କହିବା ଅନୁସାରେ, ଦୁର୍ଘଟଣା ସାଣ୍ଡେରାଓଠାରୁ ତିନି କିଲୋମିଟର ପୂର୍ବରୁ ପାଲି ପଟକୁ ହୋଇଛି। ସେଠାରେ ଫୋରଲେନ୍ ହାଇଓ୍ବେ ପାଖରେ ଦୀର୍ଘ ସମୟ ଧରି ଅଣ୍ଡର ଗ୍ରାଉଣ୍ଡ ଗ୍ୟାସ୍ ପାଇପ୍ ଲାଇନ୍ ପକାଇବାର କାମ ଚାଲିଥିଲା। ମଙ୍ଗଳବାର ସନ୍ଧ୍ୟା​‌ରେ ପ୍ରାୟ ୪ଟା ବେଳେ ମାରଓ୍ବାଡ ଜଙ୍କସନ୍ ପୁନା ଯାଉଥିବା ଘରୋଇ ଯାତ୍ରୀବହି ସମ୍ ହାଇଓ୍ବେରେ ଯାଉଥିଲା। ଏହି ସମୟରେ ପାଇପ୍ ଲାଇନ୍ ପକାଇବା ପାଇଁ ହାଇଢ୍ରୋଲିକ୍ ମେସିନ ଅପରେଯର ପ୍ରାୟ ୮୦ ଫୁଟ୍ ଲମ୍ବା ଏକ ପାଇପକୁ କୁଆଡେ ନଦେଖି ବେପରୁଆ ଭାବରେ ମେସିନ୍ ଚଳାଇ ଫୋରଲେନ୍‌କୁ ଚାଲିଆସିଥିଲେ!! ସେଠାରେ ଧାଁ ଦଉଡ ପରିସ୍ଥିତି ଲାଗି ରହିଛି!! ଏହି ସମୟରେ ପାଇବ୍ ସେହି ବାଟ ଦେଇ ଯାଉଥବା ବସ୍ ଝରକା ଭିତରେ ପଶି ଯାଇଥିଲା। ପରେ ବସକୁ ଚିରି ଆରପଟକୁ ଚାଲିଯାିତିଲା। ଏହାପରେ ବସ୍ ଭିତରେ ଯାତ୍ରୀଙ୍କର ଚିତ୍କାର ଶୁଣିବାକୁ ମିଳିଥିଲା। ଘଟଣାସ୍ଥଳରେ ମୈନା ଦେବୀ ଦେଓ୍ବାସି ଓ ଭଓ୍ବରଲାଲ ପ୍ରଜାପତଙ୍କର  ମୃତ୍ୟୁ ହୋଇଯାଇଥିଲା। ଦୁହେଁ ଇସାଲି ଗାଁର ବାସିନ୍ଦା। ଏହି ଦୁର୍ଘଟଣା ପରେ ୧୨ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like