-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସାମାଜିକ ସଂଗଠନ ଜୟ ମା ଭଗବତୀ ହେଲ୍ପ ଫାଉନ୍ଡେଶନ ଏବଂ ନାରୀ ଶଶକ୍ତିକରନ ର ଦ୍ୱତୀୟ ସ୍ଵନକ୍ଷତ୍ର ଏବଂ ସମ୍ବର୍ଦ୍ଧନା ଦିବସ ଅନୁଷ୍ଠିତ

21-Nov-2022



କଟକ (ପ୍ରେରଣା ଖବର) କଟକ ଶ୍ରୀରାମ ଚନ୍ଦ୍ର ଭବନ ପରିସରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ଯୋଗ ଦେଇ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଅନ୍ୟ ଅତିଥି ମାନଙ୍କ ମଧ୍ୟରେ କମେଡି କିଙ୍ଗ ପ୍ରଜ୍ଞା ରଞ୍ଜନ ଖଟୁଆ,ସିନେ ଆର୍ଟିଷ୍ଟ ଧୀରେନ୍ଦ୍ର ବିଶ୍ୱାଳ,ଲାଲବାଗ ଥାନା ଅଧିକାରୀ ରବି ନାରାୟଣ ଭଞ୍ଜ,ଏସସିବି ମେଡିକାଲ ସର୍ଜରୀ ବିଭାଗ ପ୍ରଫେସର ଡ଼କ୍ଟର ପରୀକ୍ଷିତ ଦଳେଇ,ସମାଜସେବୀ ତଥା ବିଜେଡି ନେତା

ଶିବେନ୍ଦ୍ର ହାତୀ ପ୍ରମୁଖ ଯୋଗ ଦେଇଥିଲେ.. ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସୁଥିବା ରୋଗୀ,ଅସହାୟ ବ୍ୟକ୍ତି,ନିରାଶ୍ରୟ ଦରିଦ୍ର ଲୋକମାନଙ୍କ ସେବା ପ୍ରଦାନ କରି ଆସୁଛି ଏହି ଅନୁଷ୍ଠାନ l ଏହି ଅନୁଷ୍ଠାନ ମୁଖ୍ୟତଃ  ବିଭିନ୍ନ ମେଡିକାଲ ରେ ରୋଗୀଙ୍କୁ  ଚିକିତ୍ସା କରାଉଥିବା ଅତିଥି ମାନେ ମତ ଦେଇଥିଲେ l କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିବା ବିଧାୟକ ସୁରେଶ

ରାଉତରାୟଙ୍କ ବ୍ୟଙ୍ଗରେ ଉପସ୍ଥିତ ଲୋକେ କରତାଳି ଦେଇଥିଲେ..ଏଥିସହ କମେଡି କିଙ୍ଗ ପ୍ରଜ୍ଞା ମଧ୍ୟ କମେଡି ଦ୍ୱାରା ଲୋକେ ଖୁସି ବ୍ୟକ୍ତ ଦେଖିବାକୁ ମିଳିଥିଲା lଏହି ଅବସରରେ ଡ଼କ୍ଟର, ନର୍ସ,ଓଡ଼ିଆ ଫିଲ୍ମ ଜଗତ,ସମାଜସେବୀ,ଗଣମାଧ୍ୟ୍ୟମ ପ୍ରତିନିଧିମାନଙ୍କୁ ଉତ୍ତରୀୟ ସହ ମାନପତ୍ର ଦିଆଯାଇ ସମ୍ବର୍ଦ୍ଧନା କରାଯାଇଥିଲା..ଅନୁଷ୍ଠାନର ସଭାପତି ପାୟଲ ପ୍ରିୟଦର୍ଶିନୀଙ୍କ ସମେତ ଅନୁଷ୍ଠାନର ବହୁ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like