-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||     

HOME   ଜିଲ୍ଲା

କୃଷ୍ଣ-ବଲରାମଙ୍କ ନଗର ଭ୍ରମଣ ସହ ସରିଲା ଗୋକୁଳାଷ୍ଟମୀ ଯାତ୍ରା

21-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା କଂଶାରୀପଡା ବ୍ରଜବିହାରୀ ନୃତ୍ୟ କଳା ପରିଷଦ ଓ ପୁଣ୍ୟମାସି ଯୁବକ ସଂଘ ତରଫରୁ ଦୀର୍ଘ ୮ଦିନ ଧରି ଚାଲିଥିବା ୨୩୯ତମ ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବ ଗତକାଲି ରାତିରେ ଉଦଯାପିତ ହେବା ପରେ ଆଜି ପ୍ରଭୁ କୃଷ୍ଣ-ବଲରାମଙ୍କ ନଗର ପରିକ୍ରମା ପରେ ବିଧିବଦ୍ଧ ଭାବେ  ସରିଛି ।ନଗରଭ୍ରମଣ ବେଳେ ବିନିକା ସହରର ବିଭିନ୍ନ ସ୍ଥାନରେ ଭକ୍ତମାନେ କୃଷ୍ଣ-ବଳରାମଙ୍କ ପାଦ ଧୋଇ ଆଶିଷ ନେଇଥିଲେ । ବଣ ଜଙ୍ଗଲ ପରିଭ୍ରମଣରେ ଥିବା ପ୍ରଭୁ ଘରକୁ ଫେରିବା ବିଳମ୍ବିତ ଜାଣି ମା ଯୋଶଦା ଓ ବାପା ନନ୍ଦ ରାଜା ଆଖିରେ ଲୁହ ଗଡ଼ାଇ ଆକୁଳ ନୟନରେ ଖୋଜୁଥିବା ବେଳେ ବିନିକା ସ୍ଥିତ ଦଣ୍ଡସନା ପଡ଼ା ଠାରେ ପ୍ରଭୁଙ୍କୁ ପାଇ ଆନନ୍ଦରେ ବିଭୋର ହୋଇଥିଲେ ।ଏହି ଅବସରରେ ଧୀରେ ଘେନ କାନନରେ କୃଷ୍ଣ ବିଳମ୍ବିତ ଗୀତ

ପରିବେଷଣ ସମସ୍ତଙ୍କୁ ମୁଗଧ କରିଥିଲା ଲୀଳାଯାତ୍ରାର ପୂଜକ ଭାବେ ମାନଭଞ୍ଜନ ପୂଜାରୀ,ନରେନ୍ଦ୍ର ନନା,ପୂଜାକର୍ତା କୃଷ୍ଣଚନ୍ଦ୍ର ଦାସ,ଗୁରୁ ମନୋଜ ଦାସ,ସୀତାରାମ ଦାସ,ରଘୁନାଥ ସାହୁ,ଜିଶୁ ସାହୁ,ଶିବଶଙ୍କର ଦାସ,ରଘୁନାଥ ମାହାଣା,ସୂର୍ଯ୍ୟ ଦାସ,ସୀତାରାମ ମାହାଣା,କମିଟି ସଭାପତି ପ୍ରସନ୍ନ ଦାସ,ସମ୍ପାଦକ ସଞ୍ଜୟ ଦାସ,ସାଂସ୍କୃତିକ ସମ୍ପାଦକ ପଦ୍ମଲୋଚନ ସାହୁ ପ୍ରମୁଖଙ୍କ ସମେତ କମିଟି ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026

You Might Also Like