-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଖେଳ

୧୫ତମ ଲୋଇସିଂହା କପ୍ ଫୂଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ, ଫାଇନାଲରେ ବଲାଙ୍ଗୀର ସି ସି ଏଫ ଏ ବିଜୟୀ

21-Nov-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଷ୍ଟାଡିୟମ ଟ୍ରଷ୍ଟ ବୋର୍ଡ ଓ ଲୋଇସିଂହା ଏଥଲେଟିକ ଏସୋସିଏସନ ଆନୁକୁଲ୍ୟରେ ଫାଇନାଲ ଖେଳରେ ଲୋଇସିଂହା ଓ ବଲାଙ୍ଗୀର ମଧ୍ୟରେ ଖୁଵ ସଂଘର୍ଷ ହୋଇଥିବା ବେଳେ ଟୁର୍ନାମେଣ୍ଟ ଦେଖିବା ପାଇଁ ହଜାର ସଂଖ୍ୟାର ଲୋକଙ୍କ ସମାଗମରେ ଲୋଇସିଂହା ଷ୍ଟାଡିୟମଟି ଗହଳିପୂର୍ଣ୍ଣ ସାଜିଥିଲା l ଫାଇନାଲରେ ଏ ପି ଜେ ଲୋଇସିଂହା ଓ ବଲାଙ୍ଗୀର ସି ସି

ଏଫ ଏ ମଧ୍ୟରେ ଚାଲିଥିବା ବେଳେ  3-0 ଗୋଲରେ ବଲାଙ୍ଗୀର ଦଳ ବିଜୟୀ ହୋଇ ଫାଇନାଲରେ ଉନ୍ନୀତ ହୋଇ ଚମ୍ପିୟାନ ହୋଇଥିବା ବେଳେ ଲୋଇସିଂହା ଦଳ ରନର୍ସଅଫ ହୋଇଥିଲା l ଫାଇନାଲ ମ୍ୟାଚରେ ମୁଖ୍ୟଅତିଥି ଭାବେ ବିଶିଷ୍ଠ  ଆଇନଜୀବି ଅମରେନ୍ଦ୍ର ମିଶ୍ର ,   ସମ୍ମାନିତ ଅତିଥି ଭାବେ ଲୋଇସିଂହା  ବ୍ଲକ  ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ପୂର୍ବତନ ସମ୍ପାଦକ ଓ ସମ୍ପାଦକ ସମ୍ମାନିତ ଅଥିତି ଭାବେ ଯୋଗଦେଇ ଥିଲେ l  ଲୋଇସିଂହା  ସାଂସଦ ଓ ଟ୍ରଷ୍ଟ ବୋର୍ଡ ଲୋଇସିଂହା ମିଳିତ ଆୟୋଜନ ରେ ଚାଲିଥିବା ଉକ୍ତ କାର୍ଯ୍ୟକ୍ରମ ଆଇନଜୀବୀ ଦିଲୀପ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ସଂଯୋଜନା କରିଥିଲେ ସରୋଜ

କୁମାର ଵିଶ୍ଵାଳ ଓ ଧନ୍ୟବାଦ ଦେଇଥିଲେ ଅବସର କ୍ରୀଡା ଶିକ୍ଷକ ବିଭୁତିଭୂଷଣ ସାହାଣୀ  l ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସଦସ୍ୟ ବିଶ୍ୱନାଥ ଭୂୟାଁ, ମୋହିତ ମିଶ୍ର, ଉତ୍ତର କୁମାର୍ ହେର୍ଣ୍ଣା, ବ୍ରଜମୋହନ ବିଶୋଇ, ନଜୁ ଖାଁ, ରଞ୍ଜନ ବେହେରା, ଭାଗବତିଆ ଭୋଇ, ସତ୍ୟାନନ୍ଦ ନାଏକ, ସରୋଜ ଵିଶ୍ଵାଳ, ଭୁତନାଥ ନାଏକ, ଅଶୋକ ବରିହା ସମେତ ସମସ୍ତ କର୍ମକର୍ତ୍ତା ସହ ଉକ୍ତ ଟୁର୍ନାମେଣ୍ଟ କାର୍ଯ୍ୟକ୍ରମରେ  ସହଯୋଗ କରିଥିଲେ l 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like