-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରୀ ଗ୍ରେସି ନିଶା ସିଂହଲ ଭାରତୀୟ ସଂସଦରେ ଇନ୍ଦିରା ଗାନ୍ଧୀଙ୍କ ଉପରେ ବକ୍ତବ୍ୟ ରଖି ଉଚ୍ଚ ପ୍ରଶଂସିତ

21-Nov-2022



ବରଗଡ଼: ନିଜ ସଂସଦକୁ ଜାଣିବା ପାଇଁ ଯୁବ ପ୍ରତିଭାମାନଙ୍କ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ଖେଳ ଏବଂ ଯୁବ ମନ୍ତ୍ରାଳୟ ଏବଂ ପାର୍ଲିଆମେଣ୍ଟ୍ ରିସର୍ଚ୍ଚ୍ ଏଣ୍ଡ୍ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରେସି (ପ୍ରାଇଡ୍‌), ଲୋକସଭା ସଚିବାଳୟ ନୂଆଦିଲ୍ଲୀଙ୍କ ମିଳିତ ଉଦ୍ୟମରେ ଜାତୀୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଅବସରରେ ନଭେମ୍ବର ୧୯ତାରିଖରେ ନୂଆଦିଲ୍ଲୀସ୍ଥିତ ଭାରତୀୟ ସଂସଦର ସେଣ୍ଟ୍ରାଲ୍ ହଲ୍‌ରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରୀ ଗ୍ରେସି ନିଶା ସିଂହଲ (ବରଗଡ଼ ଜିଲ୍ଲା ଭଟଲି, କୁଶନପୁରୀର ଶ୍ରୀମତୀ ମଧୁଲିକା ଅଗ୍ରୱାଲ୍ ଓ ଶ୍ରୀ ଅମିତ ଅଗ୍ରୱାଲଙ୍କ ସୂପୁତ୍ରୀ) ମନୋନୀତ ହୋଇ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖି ଉଚ୍ଚ ପ୍ରଶଂସିତ ହୋଇଛନ୍ତି । ଅତିଥିମାନଙ୍କ ମଧ୍ୟରେ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମନମୋହନ ସିଂ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ଉପସ୍ଥିତିରେ ଗ୍ରେସି ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସର୍ବଭାରତୀୟ ସ୍ତରରେ ୨୬ଜଣ ଏବଂ ଓଡ଼ିଶାରୁ ୪ଜଣ ପ୍ରତିଭାଗୀଙ୍କ ମଧ୍ୟରୁ ଗ୍ରେସି ଏହି ବକ୍ତବ୍ୟ ପାଇଁ ସୁଯୋଗ ପାଇ ଅଂଚଳ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା, ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ଉପାଧ୍ୟକ୍ଷ ଚିତରଞ୍ଜନ ପତି, ଉପାଧ୍ୟକ୍ଷ ପ୍ରଦୀପ କୁମାର ସାହୁ ଏବଂ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଗ୍ରେସି ଏବଂ ତାଙ୍କ ମାତାପିତାଙ୍କୁ ଅଭିନନ୍ଦନ ଜଣାଇବା ସହ ଉଚ୍ଚପ୍ରଶଂସା କରିଛନ୍ତି ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ