-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଖୁଜେନ୍ ପାଲି ରେଲୱେ ଗେଟ ରାସ୍ତା ବ୍ରୀଜ ଉପରୁ ଦୁଇ ବାଇକ୍ ସହିତ ଦୁଇ ମୋବାଇଲ ଚୋରୀ

21-Nov-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗୀର  ସହରର ଖୁଜେନପାଲି ରେଲୱେ ଗେଟ ଠାରେ ରାସ୍ତା କଡ଼ରେ ବାଇକ୍ ଥୋଇ ସୌଚ କରିଯିବା ସମୟରେ ବାଇକ୍  ଓ ମୋବାଇଲ ଚୋରି ।ଏଭଳି ଏକ ଘଟଣା ଆଜି ବଲାଙ୍ଗିର ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

   ସୁଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବିଡିଘାଟ ଗ୍ରାମର ଶାନ୍ତନୁ ବିଶି ଓ ପ୍ରଦୀପ ଭୋଇ ଆଜି ସନ୍ଧ୍ୟା ସମୟ ରେ ତାଙ୍କ ଗୋଟେ ସାଙ୍ଗକୁ  ତିରୂପୂର୍ ଯିବାପାଇଁ ବଲାଙ୍ଗିର ରେଳ ଷ୍ଟେସନ୍ କୁ ଛାଡ଼ିବା ପାଇଁ ଯାଇଥିଲେ । ସାଙ୍ଗକୁ ଟ୍ରେନ ରେ ବସାଇ ଶାନ୍ତନୁ ଏବଂ ପ୍ରଦୀପ ନିଜ ନିଜର ଗ୍ଲାମୋର୍ ଓ ଡିଲକ୍ସ ଗାଡି ଧରୀ ସୌଚ କରିବାପାଇଁ ବଲାଙ୍ଗିର ଖୁଯେନ୍ ପାଳି ରାସ୍ତାରେ ଥିବା ବ୍ରୀଜ୍ ନିକଟକୁ ଯାଇଥିଲେ । ଦୁଇସାଙ୍ଗ ସେଠାରେ ନିଜ ନିଜ ଗାଡି ଦିକି ରେ ମୋବାଇଲ ଥୋଇ ବ୍ରିଜ ତଳକୁ ଜିବାସମୟରେ ଦୁଇଟି ବାଇକ୍ ସହିତ ଦୁଇଟି ମୋବାଇଲ ନେ଼ଇ ଫେରାର ମାରିଲା ଚୋର

। ଏବେ ଶାନ୍ତନୁ ଓ ପ୍ରଦିପ ବଲାଙ୍ଗିର ଟାଉନ୍ ଥାନାର ଦ୍ୱାରସ୍ଥ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like