-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଝଲପ ପଞ୍ଚାୟତରେ ଲୋକସେବା ତଥା ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

22-Nov-2022



ବଙ୍ଗୋମୁଣ୍ଡା ବ୍ଲକ ଝଲପ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଲୋକସେବା ଓ ଯୁଗ୍ମ ଜନ ଶୁଣାଣି ଶିବିର ଆୟୋଜିତ ହୋଇଥିଲା। ଜିଲାପାଳ ଚଞ୍ଚଳ ରାଣା ଓ ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର  ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଅତିରିକ୍ତ ପିଡ଼ି ଡ଼ଃ ଗୁଣନିଧି ନାଏକ,ବିଡ଼ିଓ ରିପୁନାଥ ସୁନା,ତହସିଲଦାର ଗୁଣମଣି ସୁନାନୀ,ଅତିରିକ୍ତ ତହସିଲଦାର କ୍ରିଷ୍ଣା କୁମାର ଜେନା,ବ୍ଲକ ଅଧ୍ୟକ୍ଷା ରଞ୍ଜୁଵାଲା ବେହେରା, ସରପଞ୍ଚ ଗୀତାଫୁଲ ପୁଟେଲ ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।ଜିଲ୍ଲାପାଳ ପହଞ୍ଚିବା ପରେ ବ୍ଲକ ଅଧ୍ୟକ୍ଷା ରଞ୍ଜୁଵାଲା ବେହେରା, ସରପଞ୍ଚ ଗୀତାଫୁଲ ପୁଟେଲ, ଆକାଉଣ୍ଟସ ଅଫିସର ଜ୍ୟୋତି ପ୍ରକାଶ ମିଶ୍ର, ଝଲପ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପିତବାସ ଜାନୀ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା,ଝଲପ ସମିତି ସଭ୍ୟ ସୁଦାମ ଭୋଇ,ନାଏବ ସରପଞ୍ଚ ଝସକେତନ ବାରିକ, ବିପିଏମ ବିଜୟ ବେହେରା,ଓଡିଶା ଜୀବିକା ମିଶନର ଏମବିକେ,ସିଆରପି ପ୍ରମୁଖ ଫୁଲତୋଡା ଦେଇ ସ୍ୱାଗତ କରି ପାଛୋଟି ନେଇଥିଲେ ।ପରେ ବ୍ଳକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୮୨ ଜଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ତା ମଧ୍ୟରୁୁ ୧୭୮ ହେଉଛି ବ୍ୟକ୍ତିଗତ ତେବେ ଏ ମଧ୍ଯରୁ ୨୪ ଟି ଅଭିଯୋଗର ତୁରନ୍ତ ସମାଧାନ କରାଗଲା ଓ ସାମୁହିକ ୪ ଟି ମଧ୍ଯରେ ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ଠାରେ ଥିବା ଡିଜିଟାଲ ସ୍ବାସ୍ଥ୍ୟସେବା କେନ୍ଦ୍ର ର ନବୀକରଣ (Re new) କରାଯିବା, ଅର୍ଜୁନୀ ନଦୀରେ ନୂଆପଡା-ବଲାଙ୍ଗିର କୁ ସଂଯୋଗ କରୁଥିବା ପଲସଖଣ୍ଡ-ତୁକୁଲା ବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କରାଯିବା ଅଭିଯୋଗ ହୋଇଥିଲା । ସିନ୍ଧେକେଲା ବିକାଶ ମଞ୍ଚ ପକ୍ଷରୁ ୧୩୦ ବର୍ଷ ର ଉନ୍ନୀତ ବାଳିକା ଉଚ୍ଚ ବିଦ୍ୟାଳୟ ର ପୁନରୁଦ୍ଧାର ପାଇଁ ଦାବି କରାଯାଇଥିଲା । ସମଗ୍ର ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବା ସମୟରେ ମଧ୍ଯ ସିନ୍ଧେକେଲା ପଞ୍ଚାୟତ ଅନ୍ତର୍ଗତ ଲୁହୁରାପାଲି ଗ୍ରାମକୁ ଆଜି ପର୍ଯ୍ୟନ୍ତ ପକ୍କାରାସ୍ତା ନ ଥିବାରୁ  ଗ୍ରାମବାସୀ ଜିଲ୍ଲାପାଳଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ । ଲୋକ ସେବା ଦିବସ ଓ ଯୁଗ୍ମ ଜନଶୁଣାଣୀ ଅବସରରେ ପ୍ରଶାସନର ବିଭିନ୍ନ ବିଭାଗ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଷ୍ଟଲରେ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା । ଜିଲ୍ଲାପାଳ ସବୁ ଷ୍ଟଲ ବୁଲି ଦେଖିଥିଲେ । ବ୍ଲକ କୃଷି ବିଭାଗ ଓ ଲୋକଶକ୍ତି ଅନୁଷ୍ଠାନ ପକ୍ଷରୁ ପୁଷ୍ଟିସଶ୍ୟ ଖାଦ୍ୟ ମେଳା ପ୍ରଦର୍ଶିତ ହୋଇଥିଲା । ମାଣ୍ଡିଆ,ଗୁର୍ଜି ଆଦି କ୍ଷୁଦ୍ରସଶ୍ୟ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରଦର୍ଶିତ ହେବା ସହ ବିତରଣ କରଯାଇଥିଲା ।ଲୋକଶକ୍ତି ଅନୁଷ୍ଠାନ ର ନିର୍ଦେଶକ ଅଜିତ କୁମାର ପଧାନ,ମିଲେଟ ମିଶନ ଜିଲା ସଂଯୋଜକ ଯଶବନ୍ତ ନାଏକ,ବ୍ଲକ ସଂଯୋଜକ ମନୋରଞ୍ଜନ ବନଛୋର, ବ୍ଲକ କୃଷି ଅଧିକାରୀ ସ୍ମାରକୀ ପଧାନ ପ୍ରମୁଖ ଉପସ୍ଥିତ ଥିଲେ ।ସ୍ୱାସ୍ଥ୍ୟ ବିଭାଗ,ଶିକ୍ଷା ବିଭାଗ,ଉଦ୍ୟାନ ବିଭାଗ,ମତ୍ସ୍ୟ ବିଭାଗ,ବନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like