-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଖିଣ୍ଡାରେ ବସ୍-ଟ୍ରକ୍ ଦୁର୍ଘଟଣା ଘଟଣାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ

22-Nov-2022



ସମ୍ବଲପୁର: ସମ୍ବଲପୁରରୁ ରାଉରକେଲାକୁ ସଂଯୋଗ କରୁଥିବା ୧୦ ନମ୍ବର ରାଜ୍ୟ ରାଜପଥ (ବିଜୁ ଏକ୍ସପ୍ରେସ ୱେ)ର ଖିଣ୍ଡା ଛକରେ ଗତ ୧୧ ତାରିଖ ଦିନ ସକାଳ ପ୍ରାୟ ସାଢେ ୬ଟାରେ ଏକ ଯାତ୍ରୀବାହୀ ବସ୍ ଏକ ଟ୍ରକ୍ ସହିତ ଧକ୍କା ହୋଇଥିଲା I ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀ ଗୁରୁତର ହୋଇଥିଲେ । ଛାତ୍ରୀ ଜଣକଙ୍କ ନାଁ ନେହା ଦୁବେ(୧୭) ହୋଇଥିବା ବେଳେ, ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି I ଦୁର୍ଘଟଣାରେ ଜନୈକ ସେବା ନିବୃତ୍ତ ଯବାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ନେହା ଦୁବେ ଅତି ଗୁରୁତର ଆହତ ହୋଇଥିଲେ I ଏହାସହିତ  ୧୦ଜଣ ଯାତ୍ରୀ ଆହତ ହୋଇଥିଲେ I ନେହାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା I ପରେ ତାଙ୍କୁ ବରଗଡର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ୧୦ ଦିନ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନହେବାରୁ ନେହାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା I ସମ୍ବଲପୁର ଜି.ଏମ୍ ଜୁନିଅର କଲେଜର ଛାତ୍ରୀ ହୋଇଥିବା ନେହା ଦୁବେ ଝାରସୁଗୁଡ଼ା ଜିଲ୍ଲାର ହିର୍ମା ଗ୍ରାମର ବାସିନ୍ଦା ନିକା ନିଳାଞ୍ଚଳ ଦୁବେ ଏବଂ ସରସ୍ଵତୀ ଦୁବେଙ୍କ ଏକମାତ୍ର ଝିଅ ଥିଲେ ।

ସାମ୍ବଲପୁର ରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like