-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଚରଦା ମନ୍ଦିର ଚୋରୀ ଘଟଣା ପର୍ଦାଫାଶ,୩ କୋଟଚାଲାଣ

22-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଗତ ଅକ୍ଟୋବର ୨୨ ତାରିଖ ରାତିରେ ବିନିକା ବ୍ଲକ ଅନ୍ତର୍ଗତ ଶ୍ରୀ ଶ୍ରୀ କପିଳେଶ୍ଵର ମନ୍ଦିର ଚରଦା ରୁ ଦାନବାକ୍ସ ଚୋରୀ ଘଟଣାରେ ପୁଲିସ  ୩ ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ ହେଳେ ଚରଦା ଗ୍ରାମର ରାଜିବ ଥନାପତି(22), ଶଙ୍କରା ଗ୍ରାମର ରାଜିବ ପାଣ୍ଡେ (23) ଏବଂ ଶାଶ୍ୱତ ଥାଟି | ପୁଲିସ ସୂଚନା ଅନୁସାରେ ବିଳମ୍ବିତ ରାତିରେ ସେମାନେ ଚୋରୀ କରିଥିବା ସୂଚନା ମିଳିଛି |  ପ୍ରାୟ ଚୋରୀ ଘଟଣାର ଏକ ମାସ ପରେ ପୁଲିସକୁ ସଫଳତା ମିଳିଛି | ପ୍ରକାଶଥାଉକି  ଦାନବାକ୍ସ ଚୋରୀ ହୋଇଥିବା ନେଇ ମନ୍ଦିର ଟ୍ରଷ୍ଟବୋର୍ଡ କମିଟି ପକ୍ଷରୁ ବିନିକା ଥାନାରେ ଅଭିଯୋଗ କରାଯାଇଥିଲା | ପୁଲିସ ମାମଲା ରୁଜୁକରି ଘଟଣା ର ତଦନ୍ତ ଜାରି ରଖିଥିଲା | ଅଭିଯୁକ୍ତଙ୍କୁ ଧରିବାରେ ଦୀର୍ଘଦିନ ବିତିଯାଇଥିବାରୁ ପୁଲିସର ତଦନ୍ତକୁ ସନ୍ଦେହ କରି ଟ୍ରଷ୍ଟବୋର୍ଡ ପକ୍ଷରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିରରେ ଚୋରୀ ବିଷୟରେ ଜିଲ୍ଲପାଳଙ୍କ ଜରିଆରେ ଭୁବନେଶ୍ୱର ପୁଲିସ ମହାନିର୍ଦ୍ଧେଶକଙ୍କୁ ପଠାଇଯାଇଥିଲା |ତଥାପି ମଧ୍ୟ ପୁଲିସ ଚୋର ମାନଙ୍କୁ ଧରି ପାରିନଥିଲା ପରେ ବାଧ୍ୟ ହୋଇ  ଗତ 10 ତାରିଖ ଗୁରୁବାର ଦିନ ସକାଳୁ ସୋନପୁର- ବିନିକା ରାସ୍ତା ଉଲ୍ଲେ ଚୌକିଜୋର ଛକ ଠାରେ ରାସ୍ତାରୋକ କରାଯାଇଥିଲା |ରାସ୍ତାରୋକ ସ୍ଥାନକୁ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଏସଡିପିଓ ପୁଷ୍ପାଞ୍ଜଳି ନିଙ୍ଗୀ, ଆଇଆଇସି ପବିତ୍ର ସାହୁ ପହଞ୍ଚି 25 ଦିନ ମଧ୍ୟରେ ଚୋର ମାନଙ୍କୁ ଧରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେବାପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା | ପୁଲିସ ଦେଇଥିବା ପ୍ରତିଶୃତି ଆଜି ପାଳନ କରିଛି |ସୂଚନା ଅନୁସାରେ ଶଙ୍କରା ଗ୍ରାମର ଅଭିଯୁକ୍ତ ଶାଶ୍ୱତ ଥାଟି ଚଳିତ ମାସ 1 ତାରିଖ ରାତିରେ ଶଙ୍କରା ନାରାୟଣୀ ମନ୍ଦିରରୁ ରୂପା ଛତର ଚୋରୀ ଘଟଣାରେ ପୂର୍ବରୁ ଜେଲରେ ଥିଲା |ତାକୁ ରିମାଣ୍ଡରେ ଅଣାଯାଇ ପଚରା ଉଚୁରା କରିବା ପରେ ଉକ୍ତ ୩ ଜଣ ମନ୍ଦିରରୁ ଚୋରୀ କରିଥିବା ସେମାନେ ସ୍ୱୀକାର କରିଥିଲେ |ଆଜି ଅଭିଯୁକ୍ତ ମାନଙ୍କୁ ଏସରାମପୁର କୋର୍ଟରେ ହାଜର କରିବା ପରେ ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ସୋନପୁର ବିଚାରବିଭାଗୀୟ ହାଜତକୁ ପଠାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like