-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ବିଚାରଧାରା ରେ ହିଁ ଆତ୍ମ ନିର୍ଭରଶୀଳ ଭାରତ ନିର୍ମାଣ ସମ୍ଭବ

02-Oct-2020




ପଦ୍ମପୁର (କୁଞ୍ଜ ବିହାରୀ ସାହୁ) , ତା ୨ ୵ ୧୦ ୵ ୨୦
ଗାନ୍ଧୀ ବିଚାର ଧାରାରେ " ଆତ୍ମ ନିର୍ଭରଶୀଳ ଭାରତ " ନିର୍ମାଣ ସମ୍ଭବ ବୋଲି ଆଜି ନୃସିଂହନାଥ ଗାନ୍ଧୀ ସ୍ମୃତି ପୀଠ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଦ୍ୱାରା ଆହୁତ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ ବକ୍ତାମାନେ ମତ ପୋଷଣ କରିଥିଲେ  ।  ଇଂରେଜ କବଳରୁ ଦେଶ ସ୍ବାଧୀନତା ଲାଭ କଲା ପରେ ଯେଉଁ ରାମରାଜ୍ଯର ପରି କଳ୍ପନା ମହାତ୍ମା ଗାନ୍ଧୀ କରିଥିଲେ ଓ ସ୍ବାଧୀନତା ଆନ୍ଦୋଳନ ସମୟରେ  " କୁଟି ଖାଅ,କାଟି ପିନ୍ଧ,ସତ୍ଯାଗ୍ରହ,ବିଦେଶୀ ବସ୍ତୁ ବର୍ଜନ,ଲବଣ ସତ୍ଯାଗ୍ରହ, ଅହିସାଂ ବିଚାର ଧାର ଭିତରେ ଆତ୍ମ ନିର୍ଭରଶୀଳ ଭାରତ ନିର୍ମାଣରେ ଉପାଦାନ ଭରପୁର ହୋଇ ରହିଛି ବୋଲି ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପୂର୍ବତନ ବିଧାୟକ ତଥା ଯୁବ ପରିଷଦ ପରାମର୍ଶ ଦାତା ଶ୍ରୀ ପ୍ରଦୀପ ପୁରୋହିତ ମତ ବ୍ଯକ୍ତ କରିଥିଲେ  । ଗାନ୍ଧୀଜୀଙ୍କ ଦେହାନ୍ତ ପରେ ତାଙ୍କର ଚିତାଭସ୍ମ କୁ ଭାରତ ବର୍ଷର ବିଭିନ୍ନ ସ୍ଥାନର ପୂଣ୍ଯ ନଦୀ,ନାଳା,ଝରଣାରେ ବିସର୍ଜିତ କରାଯାଇଥିଲା । ଏହି କ୍ରମରେ ୧୯୪୮ ମସିହାରେ ଗାନ୍ଧୀଜୀଙ୍କ ଚିତାଭସ୍ମ କୁ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ମଦନ ମୋହନ ସାହୁ, ଅଲେଖ ପାତ୍ର, ମାୟାଧର ପୁରୋହିତ, ପାର୍ବତୀ ଗିରି ଓ ଅନେକ ସ୍ବାଧୀନତା ସଂଗ୍ରାମୀ ନୃସିଂହନାଥ ପାପହାରିଣୀ ତୀର୍ଥକ୍ଷେତ୍ରରେ ବିସର୍ଜନ କରିଥିଲେ  । ଯେଉଁ ଠାରେ ଚିତାଭସ୍ମ କୁ ରଖା ଯାଇଥିଲା, ନୃସିଂହନାଥ ର ସେହି ପୀଠ ଗାନ୍ଧୀ ସ୍ମୃତି ପୀଠ ନାମରେ ନାମିତ ହୋଇଛି  । ଏଭଲି ଏକ ଐତିହାସିକ ପୀଠ " ଗାନ୍ଧୀ ସ୍ମୃତି ପୀଠ " ର ସୁରକ୍ଷା ତଥା ରକ୍ଷଣାବେକ୍ଷଣ ପାଇଁ ଏକ ପ୍ରସ୍ତାବ ଯୁବ ପରିଷଦ ଆବାହକ ଶ୍ରୀ ଦିଲ୍ଲୀପ କୁମାର ବେହେରା ଆଗତ କଲା ପରେ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗ୍ରହଣ କରାଯାଇ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ଦୃଷ୍ଟି ଆକର୍ଷଣ କରାଯାଇଛି  । ସଭା ପ୍ରାରମ୍ଭରୁ ସ୍ବର୍ଗତ ରାଧେଶ୍ଯାମ ପୁରୋହିତଙ୍କ ବିୟୋଗରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା  । କୋଭିଡ ନିୟମକୁ ଦେଖି ଅଳ୍ପ ସମାଗମରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଥିଲା  । ଏଥିରେ ପୂର୍ବତନ ଆବାହକ ଧିରେନ ମହାନ୍ତି, ସଂପାଦକ ଦୁର୍ଯ୍ୟୋଧନ ପୁଟା,ଜଗଦୀଶ ଲୁହାର, ସାମ୍ବାଦିକ ନିରୋଜ ପାଣୀ, ସାମ୍ବାଦିକ କୁଞ୍ଜ ବିହାରୀ ସାହୁ  ସାହୁ, ଭରତ ରଣା,କୀର୍ତ୍ତନ ଦାଉ,କୈଲାସ ଦିଶ୍ରୀ,ରାଜେନ୍ଦ୍ର ସେଠ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like