-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||     

HOME   ରାଜ୍ୟ

ବ୍ୟବସାୟୀ କହିଲେ କ’ଣ ପାଇଁ ଅର୍ଚ୍ଚନା ନାଗଙ୍କୁ ଟଙ୍କା ଦେଇଥିଲେ

22-Nov-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ଅର୍ଚ୍ଚନା ନାଗ ମାମଲାରେ ପଚରାଉଚରା ପାଇଁ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଥିଲେ। ମିଳିଥିବା ସୂଚନା ଅନୁଯାୟୀ, ', ୨୦୨୧-୨୨ ମସିହାରେ ବ୍ୟବସାୟୀ ଅମୀୟକାନ୍ତ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କ ବ୍ୟାଙ୍କ ଆକାଉଣ୍ଟରେ ୧୦ ଲକ୍ଷ ଟଙ୍କା ଜମା କରିଥିଲେ।

ଇଡି ଦମ୍ପତ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରିବାପରେ ବିଭିନ୍ନ ବ୍ୟକ୍ତିଙ୍କୁ ପଚରାଉଚାର କରିବାକୁ ସମନ କରିଥିଲେ। ଆଜି ଏହି ମାମଲାରେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଏବଂ ଅମୀୟକାନ୍ତ ଦାସ ହାଜର ହୋଇଥିଲେ।

 ପାଖାପାଖି ୮ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଥିଲେ ଅମୀୟ ଦାସ। ସକାଳ ୯ଟା ରୁ ଜେରାର ସମ୍ମୁଖୀନ ହେଉଥିଲେ ଅମୀୟ ଦାସ। ଅମୀୟ ଦାସ କହିଛନ୍ତି, ଜଗବନ୍ଧୁଙ୍କ ଦେହ ଖରାପ ବେଳେ ଟଙ୍କା ମାଗିଥିଲେ ଅର୍ଚ୍ଚନା। ମୋଟ୍ ୭ ଲକ୍ଷ ଟଙ୍କା ଦମ୍ପତ୍ତି ନେଇଥିବା ସ୍ପଷ୍ଟ କରିଛନ୍ତି ଅମୀୟ ଦାସ। ୨୦୨୧ – ୨୨ରେ ଲକ୍ଷାଧିକ ଟଙ୍କା କାରବାର ନେଇ ସମନ ପାଇବା ପରେ ହାଜର ହୋଇ ଏପରି କହିଥିଲେ ଅମୀୟ ଦାସ।

ସେପଟେ ୧୦ଦିନ ରିମାଣ୍ଡ ଅବଧି ସରିବା ପରେ ଆଉ ତିନି ଦିନ ରିମାଣ୍ଡରେ ନେଇ ଅର୍ଚ୍ଚନାଙ୍କ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ଜେରା କରୁଛି ଇଡି।

ଓଡିଆ ସିନେମା ପ୍ରଯୋଜକ ଅକ୍ଷୟ ପରିଜା ମଧ୍ୟ ଇଡିରେ ହାଜର ହୋଇ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଥିବା ସୂଚନା ରହିଛି। ଅର୍ଚ୍ଚନା ନାଗଙ୍କ ବ୍ଲାକମେଲିଂ, ହନିଟ୍ରାପ ଓ ମନି ଲଣ୍ଡରିଂ ମାମଲାରେ ପରିଜାଙ୍କୁ ସମନ୍ କରିଛି ଇଡି। ପୂର୍ବରୁ ଓଲିଉଡ ପ୍ରଯୋଜକ ଅକ୍ଷୟ ପରିଜା ଅସୁସ୍ଥତା ଦର୍ଶାଇ ଇଡିରେ ହାଜର ହୋଇ ନ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026

You Might Also Like