-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିନିକାର ସାମୂହିକ ଉନ୍ନତି ନେଇ ନଗରପାଳଙ୍କ ସହିତ ସାମ୍ବାଦିକ ସଂଘର ଆଲୋଚନା

23-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକାର ସାମୁହିକ ଉନ୍ନତି ନେଇ ଆଜି ବିନିକା ସାମ୍ବାଦିକ ସଂଘର କର୍ମକର୍ତ୍ତା ମାନେ ଏନଏସି ନଗରପାଳ ସୁବାସ ଚନ୍ଦ୍ର ଭୋଇ ଙ୍କୁ ଭେଟି ଆଲୋଚନା କରିଛନ୍ତି। ସମସ୍ୟା ମଧ୍ୟରେ ବର୍ତମାନ ସୋନପୁର-ବିନିକା-ଡୁଙ୍ଗୁରିପାଲି ରାଜପଥ ପ୍ରଶସ୍ତିକରଣ କାମ ଆରମ୍ଭ ହୋଇଛି ।ଏହି ପରିପ୍ରେକ୍ଷୀରେ ରାସ୍ତାର ଚଉଡା ୧୦ମିଟର ହେଉଥିବା ବେଳେ ବିନିକା ସହର ଭିତରେ ଯାଇଥିବା ମୁଖ୍ୟରାସ୍ତା(ଚୌକିଜୋର ଠାରୁ ବେଲପଡା ପର୍ଯ୍ୟନ୍ତ) ମଝିରେ ଡିଭାଇଡର ନିର୍ମାଣ କରିବା ସହିତ ରାସ୍ତାର ଉଭୟ ପାର୍ଶ୍ବରେ ଡ୍ରେନେଜ ବ୍ୟବସ୍ଥା କରିବାକୁ ଜନସାଧାରଣଙ୍କ ତରଫରୁ ଦାବି ହେଉଛି ।ପ୍ରକାଶ ଥାଉକି ସୁବର୍ଣ୍ଣପୁର ଜିଲ୍ଲାର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ବିନିକା ସହର ପରିଚିତ ।ନୀତି ପ୍ରତିଦିନ ଏହି ସହରକୁ କ୍ରୟ ବିକ୍ରୟ ପାଇଁ ବିଭିନ୍ନ ସ୍ଥାନରୁ ଲୋକେ ଆସୁଛନ୍ତି ।ଏଠାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ,୪ଗୋଟି ଜାତୀୟ କରଣ ବ୍ୟାଙ୍କ,ଶିଳ୍ପ ଅନୁଷ୍ଠାନ,ମଟର ସୋ ରୁମ,୪ଟି କଲେଜ ସମେତ ବିଭିନ୍ନ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ରହିଥିବାରୁ ଯିବା ଆସିବା ରେ ରାସ୍ତା ଜନଗହଳି ପୁର୍ଣ୍ଣ ହେଉଛି ।ପୁଣି ଏହି ରାସ୍ତାଦେଇ ହଜାର ହଜାର ସଂଖ୍ୟାରେ ମାଲବାହୀ ଗାଡ଼ି ଯିବା ଆସିବା କରୁଛି ।ସେହିପରି  ରାୟପୁର,ନାଗପୁର,ମୁମ୍ୱାଇ ତଥା ବରଗଡ଼ ଜିଲ୍ଲାର ଲୋକେ ବ୍ରହ୍ମପୁର,ରାଜଧାନୀ ଭୁବନେଶ୍ବର,ବିଶ୍ଵ ପ୍ରସିଦ୍ଧ ଶ୍ରୀକ୍ଷେତ୍ର ପୁରୀ ଧାମକୁ କମ ଦୂରତା ବିନିକା ସହର ରାସ୍ତାଦେଇ ଯାଉଛନ୍ତି । ଯାହା ଫଳରେ ରାସ୍ତାଟି ଜନଗହଳି ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ।ବିନିକା ପୋଲିସ ଓ ଅଗ୍ନିଶମ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ ଦେଢ଼ ବର୍ଷ ମଧ୍ୟରେ ସହରର ଏହି ସଂକୀର୍ଣ୍ଣ ରାସ୍ତାରେ ୨୨ଜଣଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ ଘଟି ଥିବାବେଳେ ୬୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି ।ସେହିପରି ପ୍ରାୟ ଦିନମାନଙ୍କରେ ଅନେକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବାର ନଜିର ରହିଛି ।ଦିନକୁ ଦିନ ଦୁର୍ଘଟଣା ବଡୁ ଥିବାରୁ ସହର ଭିତର ଦେଇ ଯାଇଥିବା ମୁଖ୍ୟ ରାସ୍ତାରେ ଡିଭାଇଡର ସିଷ୍ଟମ ପାଇଁ ସର୍ବଦଳୀୟ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ଅଭିଯୋଗ କରାଯାଇଛି ।ସେହିପରି ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ବିନିକା ଗସ୍ତରେ ଆସିଥିବା ବେଳେ ସଚେତନ ନାଗରିକଙ୍କ ତରଫରୁ ଦାବି କରାଯାଇଛି ।ତେଣୁ ଜନବହୁଳ ବିନିକା ସହରର ସୌନ୍ଦର୍ଯ୍ୟ କରଣ ପାଇଁ ପ୍ରଶସ୍ତିକରଣ ମୁଖ୍ୟ ରାସ୍ତା ମଝିରେ ଡିଭାଇଡର ଏବଂ ଉଭୟ ପାର୍ଶ୍ବରେ ଡ୍ରେନେଜ ବ୍ୟବସ୍ଥା କରିବା ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୁପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ବିନିକା ସାମ୍ବାଦିକ ସଂଘର ସୃଜନ କୁମାର ପଣ୍ଡା,ଅଶୋକ କୁମାର ପଣ୍ଡା,ହିମାଂଶୁ ଶେଖର ପୁଟେଲ,ରାମଗୋପାଳ ବାଗ, ଦିଲ୍ଲୀପ ସାହୁ(ନାନା) ପ୍ରମୁଖ କର୍ମକର୍ତ୍ତା ମାନେ ଅଧ୍ୟକ୍ଷ ଶ୍ରୀ ଭୋଇଙ୍କୁ ପରାମର୍ଶ ଦେବାପରେ ଅଞ୍ଚଳବାସୀଙ୍କ ସାମୁହିକ ଦାବିର ସାମାଧନ ପ୍ରତି ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ନିକଟକୁ ପତ୍ର ଲେଖି ଜଣାଇବେ ବୋଲି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like