-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ରାଜନୀତି

ଅଭିନେତା-ସାଂସଦ ସନି ଦେଓଲଙ୍କୁ କରୋନା : ମନାଲି ଫାର୍ମହାଉସ୍‌ରେ ରହିବେ ଆଇସୋଲେସନରେ

02-Dec-2020



 

 (ପ୍ରେରଣା ଖବର):  କୁଲ୍ଲୁ ୨/୧୧: ଫିଲ୍ମ ଅଭିନେତା ଏବଂ ଭାରତୀୟ ଜନତା ପାର୍ଟି (ବିଜେପି)ର ଗୁରଦାସପୁର ସାଂସଦ ସନି ଦେଓଲ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ମଙ୍ଗଳବାର ସନି ଦେଓଲ୍ କରୋନାରେ ସଂକ୍ରମିତ ହେବା କଥା ଜଣାଇଛନ୍ତି।ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ଅମିତାଭ ଅଓ୍ବସ୍ଥି କହିଛନ୍ତି ଯେ ଅଭିନେତାରୁ ନେତା ହୋଇଥିବା ସନି ଦେଓଲ୍ ଗତ କିଛି ଦିନ ହେବ କୁଲ୍ଲୁରେ ରହୁଥିଲେ।ସ୍ବାସ୍ଥ୍ୟ ସଚିବ ଅମିତାଭ ସମାଚାର ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ କୁଲ୍ଲୁର ମୁଖ୍ୟ ଚିକିତ୍ସା ଅଧିକାରୀ ଦ୍ବାରା ଦିଆଯାଇଥିବା ସୂଚନା ଅନୁସାରେ,ସନି ଦେଓଲ୍ ଏବଂ ତାଙ୍କ ବନ୍ଧୁ ମୁମ୍ବାଇ ବାହାରିବାକୁ ଯୋଜନା କରିଥିଲେ। କିନ୍ତୁ ମଙ୍ଗଳବାର ସେ କରୋନାରେ ସଂକ୍ରମିତ ହୋଇଯାଇଥିଲେ।୬୪ବର୍ଷୀୟ ବଲିଉଡ ଅଭିନେତା ସନି ଦେଓଲ୍ କିଛି ଦିନ ତଳେ ମୁମ୍ବାଇରେ କାନ୍ଧର ସର୍ଜରୀ କରିଥିଲେ ଏବଂ ସେ କୁଲ୍ଲୁ ଜିଲ୍ଲାର ମନାଲି ପାଖରେ ଏକ ଫାର୍ମହାଉସରେ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like