-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୮ ଦଫା ଦାବିନେଇ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା ଦୁଇ ଦିନ ହେଲା ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ୍ , ଶିଶୁଙ୍କ ଭବିଷ୍ୟତ ଅନ୍ଧାର

23-Nov-2022



ବୀରମହାରାଜପୁର , ( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଲକ ୧୫ଟି ପଞ୍ଚାୟତ ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ମାନେ ୮ ଦଫା ଦାବି ନେଇ  ବୀରମହାରାଜପୁର ସମନିତ୍ୱ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଗଣ ଧାରଣାରେ ବସିଛନ୍ତି।‌ ଯେଉଁ ଦିନ ପର୍ଯ୍ୟନ୍ତ ଦାବି ପୂରଣ ନହେବା ସେତେଦିନ ପର୍ଯ୍ୟନ୍ତ ଏହି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବାକୁ ବୋଲି ସଂଘ  ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବୀରମହାରାଜପୁର ବ୍ଲକ ଅଙ୍ଗନୱାଡ଼ି ସଙ୍ଘ ତରଫରୁ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିବା ଜଣାଯାଇଛି। ଆନ୍ଦୋଳନ ସମୟରେ ବହିସ୍କୃତ ହୋଇଥିବା ୬ ଜଣ ଅଙ୍ଗନୱାଡ଼ି କର୍ମୀ ଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରାଯାଉ । ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮ ହଜାର ଓ ସହାୟିକା ମାନଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବା ସହ ଗ୍ରାଚ୍ୟୁଇଟି ଲାଗୁ କରାଯାଉ। ମିନି ଅଙ୍ଗନୱାଡ଼ି ଉଛେଦ କରି ସେମାନଙ୍କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀ ର ମାନ୍ୟତା ପ୍ରଦାନ କରାଯାଉ ।  ଅଙ୍ଗନୱଡି , ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ମାନଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଓ ପେନସନ ମାସିକ ୫ ହଜାର ଟଙ୍କା ପ୍ରଦାନ କରାଯାଉ। କାର୍ଯ୍ୟରତ ଅବସ୍ଥା ରେ ମୃତ୍ୟୁ ବରଣ କଲେ ଅଙ୍ଗନୱଡି କର୍ମୀଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଓ ପରିବାର ଜଣକୁ ଚାକିରୀ ପ୍ରଦାନ କରାଯାଉ। ଗାଁ କଲ୍ୟାଣ ସମିତିରୁ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ବାଦ ଦେବା ସହ ପୋଷଣ ଟ୍ରାକରେ ଅନଲାଇନ ଲୋକସେନକୁ ବନ୍ଦ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ  ବୋଲି ସଂଘ ସଭାନେତ୍ରୀ ମମତା ପଣ୍ଡା ପ୍ରକାଶ କରିଛନ୍ତି। ଏଥିରେ ସମ୍ପାଦିକା ସୋର୍ଭାଗ୍ୟ ମହାକୁର, କୋଷାଧ୍ୟକ୍ଷ ପ୍ରଭାତି ବାରିକଙ୍କ ସହ ବ୍ଳକ ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like