-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଖେଳ

ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଲିଗ୍ ରେ ବଲାଙ୍ଗିର

23-Nov-2022



ବଲାଙ୍ଗିର - ଚଳିତ ମାସ ୨୭ ରୁ ତା.୩୦ ରିଖ ପର୍ଯ୍ୟନ୍ତ କେରଳର କୋଲିକୋର୍ଡ ଠାରେ ଅନୁଷ୍ଠିତ ହେବାକୁ ଥିବା ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଜୋନାଲ ଲିଗ୍‌ରେ ଓଡିଶା ପକ୍ଷରୁ ୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ତନ୍ ମଧ୍ୟରୁ ବଲାଙ୍ଗିର ଜିଲ୍ଲା ରୁ ୩ ଜଣ ପ୍ରତିଯୋଗୀ ଯଥା ରିମା ସୁନା (ବିଷ୍ଣୁମୁଣ୍ଡା), ସାଳିନୀ ନନ୍ଦ (ତାଲପାଲିପଡା) ଓ ସୁହାନୀ ଗୁରହାଣ୍ଡି (ସିନ୍ଦୁରବାହାଲ) ମନୋନିତ ହୋଇଛନ୍ତି । ଜିଲ୍ଲା ଉଷୁ ସଂଘ ସଂପାଦକ ଓ କୋଚ ଯୁଧିଷ୍ଠିର ଗୁରହାଣ୍ଡି ଏମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଷୁ ଖେଳ ଅଭ୍ୟାସ ଜୋରସୋର ଭାବରେ ଚଳାଇଛନ୍ତି । ଆଗାମୀ ପିଢି ପାଇଁ ଏହା ପ୍ରେରଣାର ଉତ୍ସ ହେବ ବୋଲି ଉଷୁ କୋଚ ଶ୍ରୀ ଗୁରହାଣ୍ଡି ଆଶା ବ୍ୟକ୍ତ କରିଛନ୍ତି । ଶ୍ରୀ ଗୁରହାଣ୍ଡି ଓଡିଶା ଟିମ୍ କୋଚ ଭାବେ ପ୍ରତିନିଧିତ୍ୱ କରିବେ । ଏହା ଜିଲ୍ଲା ପାଇଁ ଗୌରବର ବିଷୟ । ଶ୍ରୀ ଗୁରହାଣ୍ଡିଙ୍କ ନେତୃତ୍ୱରେ ବଲାଙ୍ଗିର ରେ ଉଷୁ ର ପ୍ରଚାର ପ୍ରସାର ହୋଇ ଆସୁଅଛି । ଏଥିରେ ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ମାନେ ଗାନ୍ଧୀ ଷ୍ଟାଡିୟମ ଠାରେ ପ୍ରଶିକ୍ଷଣ ନେଉଛନ୍ତି ।
    ଖେଲୋ ଇଣ୍ଡିଆ ଲିଗ୍ ପାଇଁ ଭୁବନେଶ୍ୱର ଠାରେ ପ୍ରତିଯୋଗୀମାନଙ୍କ ଚୟନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରତ୍ୟେକ ଜିଲ୍ଲାରୁ ଉଷୁ ଖେଳାଳିମାନେ ଭାଗ ନେଇଥିଲେ । ଓଡିଶା ଉଷୁ ସଂଘର ସଭାପତି ଏସ୍‌.ଏସ୍‌. ହରିଚନ୍ଦନ ଏବଂ ସାଧାରଣ ସଂପାଦକ ପ୍ରଦ୍ୟୁମ୍ନ ବେହେରାଙ୍କ ନେତୃତ୍ୱରେ ସିଲେକ୍ସନ ଟ୍ରାଏଲରେ ଯୋଗ୍ୟ ବିବେଚିତ ହୋଇଥିବା ଖେଳାଳିମାନେ ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଜୋନାଲ ଲିଗ୍ ରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି ବୋଲି ବଲାଙ୍ଗିର ଜିଲ୍ଲା ଉଷୁ କୋଚ ଗୁରହାଣ୍ଡି ସୂଚନା ଦେଇଛନ୍ତି । ଜିଲ୍ଲା ସଂଘ ସଭାପତି ତପନ କୁମାର ପାଣିଗ୍ରାହୀ ଏବଂ ଉପ-ସଭାପତି ବାବୁଲାଲ ନାଏକ ସଫଳ କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like