-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜେପୁର ମହାବିଦ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ ଶିବିର

23-Nov-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ମହାବିଦ୍ୟାଳୟ ଠାରେ ହଷ୍ଟେଲ ରେ ରହି ଅଧ୍ୟୟନ କରୁଥିବା ଛାତ୍ରୀ ମାନଙ୍କ ପାଖକୁ କଲେଜର ଅଧ୍ୟକ୍ଷ ଶ୍ରୀମାନ ପ୍ରଦୀପ କୁମାର ମିଶ୍ର ଙ୍କ ତତ୍ୱାବଧାନରେ ସ୍ଥାନୀୟ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର

ମେଡିକାଲ ଅଫିସର ଡାକ୍ତର ସୁଶାନ୍ତ ମେହେର ତାଙ୍କ ମେଡିକାଲ ଟିମ୍ ସହ ଆସି ଅନ୍ତେବାସୀ ମାନଙ୍କ ସ୍ୱାସ୍ଥ୍ୟପରିକ୍ଷା ସମେତ ରକ୍ତ ନମୁନା ଯାଞ୍ଚ କରାଯାଇ ସରକାରୀ ଉପଲବ୍ଧ ଔଷଧ ବଣ୍ଟନ କରାଯାଇଥିଲା।ଏହି ସ୍ୱାସ୍ଥ୍ୟ ଶିବିର ରେ ଅନ୍ୟ ମାନଙ୍କ ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ସୁଶ୍ରୀ ଦିନମଣୀ ପଣ୍ଡା,କ୍ରିଷ୍ଣା ରାଉତ,ରକ୍ତ ପରୀକ୍ଷାକ ପ୍ରଦୀପ ରାଉତ ସମେତ ସୁପରଭାଇଜର ରୁଦ୍ରଦେବ ଡନସନା,କ୍ଷେତ୍ରବାସୀ ସାହୁ

ମେଡିକାଲ ଟିମ୍ ସହ ଆସି ସ୍ୱାସ୍ଥ୍ୟ ଶିବିର କୁ ସୁପରିଚାଳନା କରିଥିଲେ।ସ୍ୱାସ୍ଥ୍ୟ ଶିବିର ର ସାଙ୍ଗଠନୀକ ଦାୟିତ୍ୱ ସୁପରିଟେଣ୍ଡେଡ ଶ୍ରୀଯୁକ୍ତ ଶାନ୍ତନୁ କୁମାର ସାହୁ ତୁଲାଇଥିଲେ।ଏହି ଶିବିର ରେ ସମୁଦାୟ ୫୨ ଜଣ ଅନ୍ତେବାସୀ ଙ୍କ ସ୍ୱାସ୍ଥ୍ୟପରିକ୍ଷା ନିରିକ୍ଷା କରାଯାଇଥିଲା।ଶେଷରେ ସମସ୍ତ ଛାତ୍ରୀ ମାନଙ୍କୁ ଏକ କ୍ଳାସ କୋଠରୀ କୁ ନେଇ ସିଏଚଓ କ୍ରିଷ୍ଣା ରାଉତ ଏବଂ ଦିନମଣୀ ପଣ୍ଡା ସ୍ୱାସ୍ଥ୍ୟ ଶିକ୍ଷା ପ୍ରଦାନ କରିଥିଲେ।
(ନିରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like