-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଅପରାଧ

ଶ୍ୱଶୂର ଘରେ ଜ୍ୱାଇଁର ଛୁରାମାଡ଼, ସ୍ତ୍ରୀ ସହ ୪ ଆହତ

23-Nov-2022



ଝାରସୁଗୁଡ଼ା(ପ୍ରେରଣା ଖବର ବ୍ୟୁରୋ) : ଭଲ ପାଇ ବାହା ହୋଇଥିଲା ଝିଅ । ଜ୍ୱାଇଁ ସହ ଝଗଡ଼ା ପରେ ହସଖୁସିର ସଂସାରରେ ଯେମିତି ଲାଗି ଯାଇଥିଲା କାହାର ଅଶୁଭ ନଜର । ଝଗଡ଼ା ପରେ ଝିଅ ଚାଲି ଆସିଥିଲା ବାପଘରକୁ । ଆଉ ସ୍ୱାମୀ, ସ୍ତ୍ରୀକୁ ଛାଡ଼ି କୁନି ଝିଅକୁ ପାଖରେ ରଖିଥିଲା । ବେଳେ ବେଳେ ଶ୍ୱଶୁର ଘରକୁ ଆସି ସ୍ତ୍ରୀ ସହ ଝଗଡ଼ା କରି ପୁଣି ପଳାଉଥିଲା ।

ହେଲେ ବୁଧବାର ନିର୍ଲଜ ସ୍ୱାମୀ ସାମସନ କୁମାର ସବୁ ସୀମା ଟପି ଯାଇଛି । ସକାଳୁ ବଲାଙ୍ଗିରରୁ ଆସି ଝାରସୁଗୁଡ଼ାରେ ସାମସନ ବର୍ବରତାର ସବୁ ସୀମା ଟପିବାକୁ ଉଦ୍ୟମ କରିଛି । ପ୍ରଥମେ ସ୍ତ୍ରୀକୁ ମାଡ଼ ମାରିବା ସହ ପ୍ରତିବାଦ କରିବାରୁ ଶାଶୂ, ଶ୍ୱଶୁର ଓ ଶଳାକୁ ମରଣାନ୍ତକ ଆକ୍ରମଣ କରି ଫେରାର୍ ହୋଇଯାଇଛି ସାମସନ୍ ।

ଏହି ଘଟଣା ଝାରସୁଗୁଡ଼ା ସହରରେ ଆଲୋଡ଼ନ ସୃଷ୍ଟି କରିଛି । ଆହତ ଶ୍ୱଶୁର ରାମକୃଷ୍ଣଙ୍କ ସହ ଶାଶୂ ବିଣା ଓ ଶଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପାରିବାରିକ ହିଂସା ନେଇ ରାମକୃଷ୍ଣଙ୍କ ପରିବାର ଏତଲା ଦେଇଥିବା ବେଳେ ତଦନ୍ତ କରୁଛି ଝାରସୁଗୁଡ଼ା ଟାଉନ୍ ଥାନା ପୋଲିସ । ୨୦୧୧ ମସିହାରେ ବଲାଙ୍ଗିରର ସାମସନଙ୍କୁ ପ୍ରେମ ବିହାର କରିଥିଲେ ରାମକୃଷ୍ଣଙ୍କ ଝିଅ । ବିବାହର କିଛିବର୍ଷ ପରେ ଝଗଡ଼ା ପରେ ୩ ବର୍ଷ ତଳେ ସେ ବାପଘରକୁ ଚାଲି ଆସିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like