-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

୮ ଦଫା ଦାବିନେଇ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା

23-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଠ ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ଗଣଧାରଣା ଯୋଗୁଁ ଆଜି କୁ  ଦୁଇ ଦିନ ହେଲା ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ୍ ହୋଇ ଶିଶୁଙ୍କ ଭବିଷ୍ୟତ ଅନ୍ଧାର l 
 ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଲକର ୧୫ଟି ପଞ୍ଚାୟତ ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ମାନେ ୮ ଦଫା ଦାବି ନେଇ  ବୀରମହାରାଜପୁର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଗଣ ଧାରଣାରେ ବସିଛନ୍ତି।‌ ଯେଉଁ ଦିନ ପର୍ଯ୍ୟନ୍ତ ଦାବି ପୂରଣ ନହେବା ସେତେଦିନ ପର୍ଯ୍ୟନ୍ତ ଏହି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ସଂଘ  ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବୀରମହାରାଜପୁର ବ୍ଲକ ଅଙ୍ଗନୱାଡ଼ି ସଙ୍ଘ ତରଫରୁ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିବା ଜଣାଯାଇଛି। ଆନ୍ଦୋଳନ ସମୟରେ ବହିସ୍କୃତ ହୋଇଥିବା ୬ ଜଣ ଅଙ୍ଗନୱାଡ଼ି କର୍ମୀ ଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରାଯାଉ । ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮ ହଜାର ଓ ସହାୟିକା ମାନଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବା ସହ ଗ୍ରାଚ୍ୟୁଇଟି ଲାଗୁ କରାଯାଉ। ମିନି ଅଙ୍ଗନୱାଡ଼ି ଉଛେଦ କରି ସେମାନଙ୍କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀ ର ମାନ୍ୟତା ପ୍ରଦାନ କରାଯାଉ ।  ଅଙ୍ଗନୱଡି , ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ମାନଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଓ ପେନସନ ମାସିକ ୫ ହଜାର ଟଙ୍କା ପ୍ରଦାନ

କରାଯାଉ। କାର୍ଯ୍ୟରତ ଅବସ୍ଥା ରେ ମୃତ୍ୟୁ ବରଣ କଲେ ଅଙ୍ଗନୱଡି କର୍ମୀଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଓ ପରିବାର ଜଣକୁ ଚାକିରୀ ପ୍ରଦାନ କରାଯାଉ। ଗାଁ କଲ୍ୟାଣ ସମିତିରୁ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ବାଦ ଦେବା ସହ ପୋଷଣ ଟ୍ରାକରେ ଅନଲାଇନ ଲୋକସେନକୁ ବନ୍ଦ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ  ବୋଲି ସଂଘ ସଭାନେତ୍ରୀ ମମତା ପଣ୍ଡା ପ୍ରକାଶ କରିଛନ୍ତି। ଏଥିରେ ସମ୍ପାଦିକା ସୋର୍ଭାଗ୍ୟ ମହାକୁର, କୋଷାଧ୍ୟକ୍ଷ ପ୍ରଭାତି ବାରିକଙ୍କ ସହ ବ୍ଳକ ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକା ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like