-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ,୪୯୫ ଜଣ   ଙ୍କୁ କର୍ମନିଯୁକ୍ତି

23-Nov-2022



ପୁରୀ (ସମୀର ରଞ୍ଜନ ନାୟକ) ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଆଜି ପୁରୀ ସରକାରୀ ଆଇଟିଆଇ ପରିସରରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ନିଯୁକ୍ତି ମେଳା ପରିଦର୍ଶନ କରିବା ସହ ବିଭିନ୍ନ ନିଯୁକ୍ତିଦାତା କମ୍ପାନୀଙ୍କ  ସହ ଆଲୋଚନା କରିଥିଲେ।ବିଭିନ୍ନ କମ୍ପାନୀ ର କାର୍ଯ୍ୟ ଓ ନିଯୁକ୍ତି ବ୍ୟବସ୍ଥା ସହ ଆଶାୟୀ ପ୍ରାର୍ଥୀ ମାନଙ୍କ କାର୍ଯ୍ୟଧାରା ସମ୍ପର୍କରେ ସେ ଅନୁଧ୍ୟାନ କରିଥିଲେ।ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୁରୀ ପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ ମଧ ନିଯୁକ୍ତି ମେଳା ପରିଦର୍ଶନ କରିଥିଲେ। ପରେ ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ବେହେରା ଙ୍କ  ଅଧ୍ୟକ୍ଷତାରେ ନିଯୁକ୍ତି ମେଳା ଆୟୋଜନର ଲକ୍ଷ୍ୟ ଓ  ଉଦେଶ୍ୟ ସମ୍ପର୍କରେ ଅବଗତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ,ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ସଂଯୋଜକ ଶ୍ରୀ ଜୟ ଶଙ୍କର ଯୋଶୀ,ଡି ଏସ ଏମ ଏସ ର ଅତିରିକ୍ତ ସିଇଓ ଶ୍ରୀ ପ୍ରଶାନ୍ତ କୁମାର ଦାସ, ପୁରୀ ସରକାରୀ ଆଇଟିଆଇ ର ଅଧ୍ୟକ୍ଷ ସସ୍ମିତା ବେହେରା ପ୍ରମୁଖ ଯୋଗ ଦେଇଏହି ନିଯୁକ୍ତି ମେଳା ବେରୋଜଗାର ପିଲା ମାନଙ୍କ ନିଯୁକ୍ତି ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି କହିଥିଲେ।

 ରାଜ୍ୟ ଓ ରାଜ୍ୟ ବାହାର ର ପ୍ରତିଷ୍ଠିତ ୨୨ ଟି ବେସରକାରୀ ସଂସ୍ଥା ର ନିଯୁକ୍ତି ଦାତା ମାନେ ଯୋଗ ଦାନ କରି ୪୯୫ ପ୍ରାର୍ଥୀ ଙ୍କୁ ଚୟନ କରିଥିଲେ। ଏତଦ ବ୍ୟତୀତ ଓଡିଶା ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ସହିତ ବୁଝାମଣା ପତ୍ର ସ୍ୱାକ୍ଷର କରିଥିବା ପ୍ରକଳ୍ପ କାର୍ଯ୍ୟକାରିଣୀ ସଂସ୍ଥା ମାନେ ମଧ୍ୟ    

  ୧୭୦ ଜଣଙ୍କୁ ପ୍ରଶିକ୍ଷଣ ପ୍ରଦାନ କରି ନିଯୁକ୍ତି ଦେବା ପାଇଁ ମନୋନୀତ କରିଥିଲେ।ଏହି ବୈଠକରେ କନିଷ୍ଠ ନିୟୋଜନ ଅଧିକାରୀ ଶ୍ରୀ ପ୍ରଭାତ କୁମାର ବସ୍ତି ବୈଠକ ପରିଚାଳନା ଓ ଧନ୍ୟବାଦ ଦେଇଥିଲେ। ଜିଲ୍ଲା ନିୟୋଜନ ବିଭାଗର କର୍ମଚାରୀ ମାନେ ଯୋଗ ଦେଇ କାର୍ଯ୍ୟ ପରିଚାଳନା କରିଥିଲେ।ଆସନ୍ତା କାଲି ୨୪ ତାରିଖରେ ପିପିଲି ମହାବିଦ୍ୟାଳୟ ପରିସରରେ ପୂର୍ବାହ୍ନ ୧୦ ଘଟିକାରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ ବୋଲି ଜିଲ୍ଲା ନିୟୋଜନ ଅଧିକାରୀ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like