-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ଗଣିଆ ବ୍ଲକ ରେ ବୁଲିଲା ଭ୍ରାମ୍ୟବାଣ ସଚେତନତା ରଥ |

23-Nov-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା) ନୟାଗଡ଼ ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା ଦିଗରେ ଜିଲ୍ଲା ପ୍ରଶାସନ ପ୍ରୟାସ ଆରମ୍ଭ କରିଛି | ୨୦୨୪ ସୁଦ୍ଧା ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ରବୀନ୍ଦ୍ର କୁମାର ସାହୁ ଶୁକ୍ରବାର ସବୁଜ ପତାକା ଦେଖାଇ ଭାମ୍ୟମାଣ ରଥର ଶୁଭାରମ୍ଭ କରିଥିଲେ | ଏହି ସଚେତନତା ରଥ ବୁଧବାର ଦିନପୂର୍ବାହ୍ନରେ ଗଣିଆ ବ୍ଲକ କାର୍ଯ୍ୟାଳୟ  ପରିସରରର ପହଞ୍ଚିବା ପରେ ବ୍ଲକ ଅଧ୍ୟକ୍ଷା ଝୁନା ଜେନା ପତାକା ଦେଖାଇ ସଚେତନତା ରଥର ବ୍ଲକ ସ୍ତରୀୟ ଉଦଘାଟନ କରିଥିଲେ | ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି , ଏହାକୁ ରୋକିବା ଆମ ସମସ୍ତଙ୍କର ସାମାଜିକ ଦାୟିତ୍ୱ ବୋଲି କହିଥିଲେ ଶ୍ରୀମତୀ ଜେନା । ସାମ୍ନାନିତ ଅତିଥିଭାବେ ସିଡିପିଓ ସୌଦାମିନି ପଣ୍ଡା ଓ ସୁପରଫାଇଜରଙ୍କ ଏସଏଚଜି ଗ୍ରୁପର ସଦସ୍ୟମାନେ ଉପସ୍ଥିତ ଥିଲେ | ଏହି ସଚେତନତା ରଥ ଗଣିଆ ବ୍ଲକର ବିଭିନ୍ନ ପଞ୍ଚାୟତ ଗ୍ରସ୍ତ କରି ବାଲ୍ୟ ବିବାହ ଓ ଘରୋଇ ହିଂସାରୁ ଶିଶୁକୁ ସୁରକ୍ଷା ଦେବା ପାଇଁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲା | ଜିଲ୍ଲାପାଳ ମହୋଦୟ ଙ୍କ ଲକ୍ଷ୍ୟ କୁ ସମ୍ପୂର୍ଣ୍ଣକରିବା ପାଇଁ ସାମାଜିକ ଓ ଆଇନଗତ ବ୍ୟବସ୍ଥା ସହିତ ଆଇନାନୁମୋଦିତ ବୟସ ଅନୁସାରେ ବିବାହ କାର୍ଯ୍ୟ ହେବା ବିଧେୟ।ଏହାର ଉଲ୍ଲଘଂନ ପାଇଁ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ରହିଥିବାରୁ ଏହାର ବ୍ୟାପକ ସଚେତନତା ସୃଷ୍ଟି ଜରୁରୀ ବୋଲି ସିଡିପିଓ ଶ୍ରୀମତୀ ପଣ୍ଡା କହିଥିଲେ | ବାଲ୍ୟବିବାହ ଓ ମହିଳା ମାନଙ୍କ ଉପରେ ହେଉଥିବା ହିଂସା ସମାଜ ପାଇଁ ବ୍ୟାଧି ବା କଳଙ୍କ | ଏହା ଜିଲ୍ଲାରୁ ସମ୍ପୂର୍ଣ ଭାବରେ ଦୂର କରିବା ପାଇଁ ରୀତିମତ ସଚେତନତାର ଆବଶ୍ୟକତା ରହିଛି | ବାଲ୍ୟ ବିବାହ,ଶିଶୁ ଶ୍ରମିକ , କନ୍ୟା ଭ୍ରୁଣ ହତ୍ୟା ,ଶିଶୁ ନିର୍ଯ୍ୟାତନା ଏବଂ ନାରୀ ହିଂସା ପରି ସାମାଜିକ ବ୍ୟାଧି କୁ ପୂର୍ଣ୍ଣଛେଦ ପକାଇବା ପାଇଁ ଜିଲ୍ଲା ପ୍ରଶାସନ ର ଭ୍ରାମ୍ୟବାଣ ରଥ ଗୀତ ମାଧ୍ୟମରେ ସାରା ବ୍ଲକ୍ ରେ ସଚେତନତା ର ବାର୍ତ୍ତା ପହଞ୍ଚିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like