-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଦେଶ ବିଦେଶ

ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ!!

02-Dec-2020



(ପ୍ରେରଣା ଖବର) - ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ!!  କରୋନା ଭାଇରସ୍ ଯୋଗୁଁ ଆମେରିକାରେ ହାହାକାର ସୃଷ୍ଟି ହୋଇଛି। ବିଶ୍ବବ୍ୟାପି ମହାମାରୀ କରୋନା ଭାଇରସରେ ସଂକ୍ରମିତ ଆମେରିକାରେ ପରିସ୍ଥିତି ଭୟାବହ ହେବାକୁ ଲାଗିଛି ଏବଂ ଗତ ଏକ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣରେ ପାଖାପାଖି ୧୦ହଜାର ଲୋକଙ୍କ ମୃତ୍ୟୁ ହୋଇଛି। ଆମେରିକାରେ କରୋନାରେ ଏବେ ସୁଦ୍ଧା ୨.୭୦ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇ ସାରିଛି। ଆମେରିକାର ନ୍ୟୁୟର୍କ,ନ୍ୟୁଜର୍ସି ଏବଂ କାଲିଫର୍ଣ୍ଣିଆ ଅଞ୍ଚଳ କରୋନାରେ ପୂରାପୂରି ପ୍ରଭାବିତ ହୋଇଛି। କେବଳ ନ୍ୟୁୟର୍କରେ କରୋନା ସଂକ୍ରମଣ କାରଣରୁ ୩୪,୬୬୨ଜଣଙ୍କ ମୃତ୍ୟୁ ହୋଇଛି। ନ୍ୟୁଜର୍ସିରେ ଏବେ ସୁଦ୍ଧା ୧୭୦୮୩ଜଣଙ୍କ ମୃତ୍ୟୁ ହୋଇସାରିଛି। କାଲିଫର୍ଣ୍ଣିଆରେ କୋଭିଡ-୧୯ରେ ଏବେ ସୁଦ୍ଧା ୧୯,୨୭୫ ଜଣଙ୍କ ମୃତ୍ୟୁ ହୋଇ ସାରିଛି। ଟେକ୍ସାସରେ ଏହା କାରଣରୁ ୨୨,୧୧୪ଜଣ ଏବେ ସୁଦ୍ଧା ପ୍ରାଣ ହରାଇଥିବାବେଳେ ଫ୍ଲୋରିଡ଼ାରେ କୋଭିଡ-୧୯ରେ ୧୮,୬୭୯ଜଣଙ୍କ ମୃତ୍ୟୁ ହୋଇସାରିଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like