-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିନିକାରେ ପୂର୍ତ୍ତ ଉପଖଣ୍ଡ କାର୍ଯ୍ୟକ୍ଷମ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଦେଲେ ବିନିକା ବାସୀ

24-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଅଞ୍ଚଳବାସୀଙ୍କ ଦୀର୍ଘ ବର୍ଷର ଦାବୀ ପୂରଣ ହୋଇଚ୍ଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ୫ଟି ସଚିବଙ୍କ ଉଦ୍ୟମ କ୍ରମେ ଏହା ସଫଳ ହୋଇଥିବାରୁ ଅଞ୍ଚଳବାସୀଙ୍କ ଠାରେ ଖୁସିର ଲହରୀ ଖେଳିଯାଇଛି ।ସୂଚନା ଯୋଗ୍ୟଯେ ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ଆଇନଜୀବୀ ପଞ୍ଚାନନ ଦନ୍ତା ଗତ ୧୯/୯/୨୦୨୨ ରେ ସ୍ଥାନୀୟ ବିନିକା ତହସିଲଦାରଙ୍କ ଜରିଆରେ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ନିକଟକୁ ବିନିକାରେ ପୂର୍ତ୍ତ ବିଭାଗ ଉପଖଣ୍ଡ କାର୍ଯ୍ୟକ୍ଷମ ନେଇ ବ୍ୟକ୍ତିଗତ ଭାବେ ଦାବିପତ୍ର ପ୍ରଦାନ କରିଥିଲେ ।ଆଜି ତାହା ସଫଳ ହୋଇଛି। ଏଥିପାଇଁ ୪୬.୨୯ଲକ୍ଷ ଟଙ୍କା ମଞ୍ଜୁର ହୋଇ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ପତ୍ର ସଂଖ୍ୟା ୪୬୮୨ ତାରିଖ ୧୬/୧୧/୨୦୨୨ ଯୋଗେ ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ଅଧିକ୍ଷଣ

ଯନ୍ତ୍ରୀଙ୍କ ନିକଟକୁ ଆସିବା ପରେ ଏହି ସୂଚନା ଜଣାପଡ଼ିଛି । ଯାହା ଫଳରେ ଆଜି ବିନିକା ସ୍ପୋର୍ଟସ କ୍ଲବ ଠାରେ ଅନୁଷ୍ଠିତ ଏକ ସଭାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବରିଷ୍ଠ ଆଇନଜୀବୀ ପଞ୍ଚାନନ ଦନ୍ତା ଉପସ୍ଥିତ ଅଞ୍ଚଳର ସଚେତନ ନାଗରିକଙ୍କୁ ସୂଚନା ପ୍ରଦାନ କରିଥିଲେ ।ଦୀର୍ଘ ବର୍ଷର ଦାବୀ ପୂରଣ ହୋଇଥିବାରୁ ଅଞ୍ଚଳବାସୀଙ୍କ ତରଫରୁ ଶ୍ରୀ ଦନ୍ତା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଠାରେ ପୂର୍ତ୍ତ ବିଭାଗ ଉପଖଣ୍ଡ କାର୍ଯ୍ୟକ୍ଷମ ଦ୍ଵାରା ବିନିକା ସହର ସମେତ ବ୍ଲକର ୧୬ଗୋଟି ପଞ୍ଚାୟତ ରାମପୁର, ଡୁଙ୍ଗୁରିପାଲି ବ୍ଲକ ଅଞ୍ଚଳରେ ପୂର୍ତ୍ତ ବିଭାଗ ତରଫରୁ ହେବାକୁ ଯାଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ଘଟିବା ସାଂଗକୁ ଜନସାଧାରଣ ଉପକୃତ ହେବେ ବୋଲି ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like