-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ସମ୍ବଲପୁର ଦାନିପାଲିରେ ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି ବୈଠକ I

24-Nov-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ):ସମ୍ବଲପୁର କୁଲତା ସମାଜ ଦ୍ବାରା ଦାନିପାଲିରେ ନିର୍ମାଣାଧୀନ ରାମଚଣ୍ଡୀ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି ବୈଠକ ରାମଚଣ୍ଡୀ ସେବା ସଦନରେ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।  ୯ ବର୍ଷ ପୁର୍ବରୁ କୁଲତା ସମାଜର ମହିଳା ମାନେ ରାମଚଣ୍ଡୀ ମନ୍ଦିର ନିର୍ମାଣ ପାଇଁ ଯୋଜନା ଆରମ୍ଭ କରିଥିଲେ I ଏହାପରେ ସମାଜର ସହଯୋଗ ନେଇ ମନ୍ଦିର ନିର୍ମାଣ ଆରମ୍ଭ ହୋଇଥିଲା I ମନ୍ଦିର  ନିର୍ମାଣ ଶେଷ ହେବା ପରେ ଆସନ୍ତା ଜାନୁଆରୀ ୨୬ ତାରିଖରୁ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି I ଜାନୁଆରୀ ୨୬ ତାରିଖ ଗୁରୁବାର ମାଘ ଶୁକ୍ଲ ପଂଚମୀ ତିଥିରେ ମନ୍ଦିର ପ୍ରତିଷ୍ଠା ପାଇଁ କଲସ ଯାତ୍ରା ଅନୁଷ୍ଠିତ ହେବ। ୫୦୧ ଜଣ ମହିଳା  ଦାନିପାଲିରୁ କଲସ ଯାତ୍ରା ଆରମ୍ଭ କରିବେ। ମହାନଦୀ ବାଲି ବନ୍ଧା ଘାଟରୁ କଲସୀରେ ପାଣି ଅଣାଯାଇ ମନ୍ଦିର ପରିସରରେ ସ୍ଥାପନ କରାଯିବ। ଏହାପରେ ୨୭ ତାରିଖ ଶୁକ୍ରବାରରେ ଦେବତା ଆବାହନ, ୨୮ତାରିଖରେ ଦେବତା ପ୍ରାଣ ପ୍ରତିଷ୍ଠା କରାଯିବ। ୨୯ ତାରିଖରେ  ଦେବାଦେବୀଙ୍କ ମନ୍ଦିର ପ୍ରବେଶ କରାଯିବ। ରାମଚଣ୍ଡୀ ମନ୍ଦିର ନିର୍ମାଣ ଅଟକଲ ୫୦ ଲକ୍ଷ ଟଙ୍କା ରହିଥିବା ବେଲେ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବାନେଇ ଅଟକଳ କରାଯାଇଛି। ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ୪ ଦିନ ଯାକ ପ୍ରସାଦ ସେବନ କାର୍ଯ୍ୟକ୍ରମ ଆୟୋଜନ ହେବ। ପ୍ରତିଷ୍ଠା କାର୍ଯ୍ୟକ୍ରମରେ ୫୦ ରୁ ଉର୍ଦ୍ଧ ହଜାର ଭକ୍ତ ସାମିଲ ହେବେ। ପ୍ରତିଷ୍ଠା କାର୍ଯ୍ୟକ୍ରମ ରେ ୧୦ ଜଣ ପରିବାର କର୍ତ୍ତା ଦାୟିତ୍ୱ ନେବେ। ରାମଚଣ୍ଡୀ ମୁର୍ତି ମୁଗୁନି ପଥରରେ ସାଢେ ୪ ଫୁଟ ଉଚ୍ଚତାର ନିର୍ମାଣ ସରିଥିବା ବେଲେ ମନ୍ଦିରରେ କୁଲତା ଜାତିର ଗୋତ୍ର ମାନଙ୍କ ପ୍ରତିମୁର୍ତ୍ତି  ସ୍ଥାପନ କରାଯିବ। ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ସହିତ କୁଲତା ସମାଜର ୨୫ ତମ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ରଣେଶ୍ୱର ରାମଚଣ୍ଡୀ ଚେମ୍ବର ଅଫ କମର୍ସ ତରଫରୁ ସ୍ବତନ୍ତ୍ର ସ୍ମରଣିକା ପ୍ରକାଶ ପାଇବ ବୋଲି ସାମ୍ବାଦିକ ସମ୍ମିଲନୀରେ ସମ୍ବଲପୁର କୁଲତା ସମାଜ ପକ୍ଷରୁ ସୁଚନା ଦିଆଯାଇଛି। ସାମ୍ବାଦିକ ସମ୍ମିଲନୀରେ କୁଲତା ସମାଜ ର ସଭାନେତ୍ରୀ ଯଶୋବନ୍ତୀ ନାୟକ,ସାଧାରଣ ସମ୍ପାଦକ ଦେବଦତ୍ତମ ପ୍ରଧାନ, ଜଟାଭୁଷଣ ସାହୁ, ରଣେଶ୍ୱର ରାମଚଣ୍ଡୀ ଚେମ୍ବର ଅଫ କମର୍ସର ସଭାପତି ପ୍ରଫୁଲ୍ଲ ପ୍ରଧାନ,ଭକ୍ତବନ୍ଧୁ ପଧାନ, ସରୋଜ ପଧାନ, ହୃଷିକେଶ ବଢାଇ, କୃଷ୍ଣ ପ୍ରସାଦ ପଧାନ ମନ୍ଦିର ପ୍ରତିଷ୍ଠା ନେଇ ମତାମତ ପୋଷଣ କରିଥିଲେ I·


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like