-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ନୃତ୍ୟଗୁରୁ ରଞ୍ଜନ ସାହୁ ହେଲେ ସମ୍ବଲପୁର ଲୋକ ମହୋତ୍ସବ ସଂଯୋଜକ I

24-Nov-2022



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
ନୃତ୍ୟଗୁରୁ ରଂଜନ ସାହୁ ଲୋକ ମହୋତ୍ସବ ୨୦୨୨ର ସଂଯୋଜକ ମ‌ନୋନୀତ ହୋଇଛନ୍ତି। ସେହିପରି ଯୁବ ଆଇନ୍‌ଜୀବୀ ଅନୁପ ତରିଆଙ୍କୁ ସହସଂଯୋଜକ ଦାୟିତ୍ବ ଦିଆଯାଇଛି। ବୁଧବାର ଜିଲ୍ଲା ପ୍ରଶାସନ ଲୋକ ମହୋତ୍ସବ ପାଇଁ ସଂଯୋଜକ ଓ ଆବାହକମାନଙ୍କ ନାମ ତାଲିକା ପ୍ରକାଶ କରିଛି। ସେହିପରି ନୋଡାଲ୍ ଅଧିକାରୀ ବି ନିଯୁକ୍ତ ହୋଇଛନ୍ତି। ସୂର୍ଯ୍ୟ ପ୍ରକାଶ ଗୁରୁଙ୍କୁ ସାଂସ୍କୃତିକ ଦଳ ଉପସମିତିର ଆବାହକ ମନୋନୀତ କରାଯାଇଛି। ବିଭିନ୍ନ ସାଂସ୍କୃତିକ ଦଳ ଗୁଡ଼ିକ ସହ ଯୋଗାଯୋଗ କରି ସେମାନଙ୍କୁ ଲୋକ ମହୋତ୍ସବକୁ ଆଣିବା ତାଙ୍କର ମୁଖ୍ୟ ଦାୟିତ୍ବ ହେବ। ସୁବ୍ରତ ପଣ୍ଡାଙ୍କୁ ଖାଦ୍ୟ ଉପସମିତିର ଦାୟିତ୍ବ ପ୍ରଦାନ କରାଯାଇଛି। ରାହୁଲ ଗୁପ୍ତା ଏବଂ ଚନ୍ଦ୍ରଶେଖର ପାତ୍ର ପ୍ରଚାର ଓ ଶୋଭାଯାତ୍ରା ଉପସମିତି, ଦେବାଶିଷ ପ୍ରଧାନ ଏବଂ ଅମିତ ନାଥ ପ୍ରଦର୍ଶନୀ, ଆଶିଷ ପ୍ରଧାନ ଏବଂ ଗୌତମ ମିଶ୍ର ଡକ୍ୟୁମେଣ୍ଟାସନ୍, ସୂର୍ଯ୍ୟ ପାଣିଗ୍ରାହୀ ସମ୍ବର୍ଦ୍ଧନା, ଏମ୍‌ଡି ସନାଉଲ୍ଲା ଏବଂ ନନ୍ଦକିଶୋର ସାହୁ ଅଭ୍ୟର୍ଥନା, ଅତୀଶ ଶତପଥୀ ଏବଂ ମାହେଶ୍ବରୀ ପାଣିଗ୍ରାହୀ ଆଲୋଚନାଚକ୍ର, ସତ୍ୟ ନାରାୟଣ ଠାକୁର ସ୍ଵରଣିକା , ଅମିତ ପତି ପରିବହନ ଓ ରହଣି, ତର୍ପଣ ପ୍ରଧାନ ଏବଂ ମାନସ ମିଶ୍ର ଉପସ୍ଥାପନା, ଭବାନୀ ଭୋଇ ଗଣମାଧ୍ୟମ, ସୁଧାଂଶୁ ପୂଜାରୀ ଏବଂ ନିଶିକାନ୍ତ ବିଶ୍ବାଳ ଷ୍ଟଲ୍‌, ସୌରୀ ପାଣିଗ୍ରାହୀ ଏବଂ ସନ୍ତୋଷ ବଢ଼େଇ ପାର୍କିଂ, କାଳିଦାସ ପଣ୍ଡା, କାନ୍ତି ମେହେର ଏବଂ ବାବାଜୀ ମେହେର ପରିମଳ ଉପକମିଟିର ଆବାହକ ମନୋନୀତ ହୋଇଛନ୍ତି I ଏହାଛଡ଼ା ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ଲୋକମହୋତ୍ସବର ବିଭିନ୍ନ ଦାୟିତ୍ବ ପ୍ରଦାନ କରାଯାଇଛି। ଏମ୍‌ଏମ୍‌ସି କମିସନର୍‌ ପ୍ରଦୀପ ସାହୁ ଲୋକମହୋତ୍ସବର ମୁଖ୍ୟ ନୋଡାଲ୍ ଅଧିକାରୀ ଏବଂ ସଦର ଉପଜିଲ୍ଲାପାଳ ପ୍ରଭାସ ଡନ୍‌ସେନା ସହକାରୀ ମୁଖ୍ୟ ନୋଡାଲ୍ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ସେହିପରି ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଲୀପ କୁମାର ବଳ ପଲ୍ଲିଶ୍ରୀ ମେଳାର ନୋଡାଲ୍ ଅଧିକାରୀ ଏବଂ ଅତିରିକ୍ତ ନିର୍ବାହୀ ଅଧିକାରୀ ଶରତ କୁମାର ବାଗ ସହକାରୀ ନୋଡାଲ୍ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ଏହାଛଡ଼ା ପ୍ରତ୍ୟେକ ଉପସମିତି ପାଇଁ ୨-୩ ଜଣ ଲେଖାଏଁ ଅଧିକାରୀଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like