-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୮ଦଫା ଦାବି ନେଇ ତୃତୀୟ ଦିନରେପହଞ୍ଚିଲl ଅଙ୍ଗନବାଡ଼ି କର୍ମୀଙ୍କ ଧାରଣା ।

25-Nov-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ  କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। 
ଆଜି ତୃତୀୟ ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି ସଂଘ ସଭାନେତ୍ରି ଦମୟନ୍ତୀ ବେଶ୍ରା ପ୍ରକାଶ କରିଛନ୍ତି l ଏବଂ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି ଓ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ।

ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ। ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ କୋକସରା ବ୍ଲକର ୧୬୭ କେନ୍ଦ୍ର ର ଅଙ୍ଗନବାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନବାଡି ସେବା ରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ ସ୍ୱରୂପ  ଅଙ୍ଗନବାଡି କର୍ମୀ ମାନେ କେନ୍ଦ୍ର ଗୁଡିକ ନ ଖୋଲି ଆନ୍ଦୋଳନ ରେ ନିବୃତ ରହିବେ ତାଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରୁଥିବା ସଂଘ ସଦସ୍ୟl ମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like