-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଲୋକଙ୍କ ପ୍ରଶ୍ନର ଉତ୍ତର ଦେଇ ନପାରି ପୂର୍ତ୍ତ ବିଭାଗ ଏସଡିଓ ନାକେଦମ(ସହର ମୁଖ୍ୟରାସ୍ତା ପ୍ରଶସ୍ତିକରଣ)

25-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସହର ମୁଖ୍ୟରାସ୍ତା ପ୍ରଶସ୍ତିକରଣ ନେଇ ଆଜି ମାପ କରିବାକୁ ଆସିଥିବା ପୂର୍ତ୍ତ ବିଭାଗ ଏସଡିଓ ଲୋକଙ୍କ ପ୍ରଶ୍ନର ଉତ୍ତର ଦେଇ ନପାରି ନାକେଦମ ହୋଇଯାଇଥିଲେ ।ପ୍ରକାଶ ଯୋଗ୍ୟ ଯେ ସୁବର୍ଣ୍ଣପୁର-ବିନିକା-ଡୁଙ୍ଗୁରିପାଲି ରାଜପଥ ପ୍ରଶସ୍ତିକରଣ କାମ ଆରମ୍ଭ ହୋଇଛି ।ସହର ବାହାରେ ରାସ୍ତାର ଚଉଡା ୧୦ମିଟର କରାଯାଉଥିବା ବେଳେ ସହର ଭିତର ସଂକୀର୍ଣ୍ଣ ମୁଖ୍ୟରାସ୍ତାକୁ କୁଆଡେ ୭ମିଟର ମଧ୍ୟରେ ସୀମିତ ରଖିବା ପାଇଁ ପ୍ରୟାସ କରାଯାଇ ଆଜି ପୂର୍ତ୍ତ ବିଭାଗ ପକ୍ଷରୁ ଏସଡିଓଙ୍କ ଉପସ୍ଥିତିରେ ରାସ୍ତା ନିର୍ମାଣ କାରୀ ସଂସ୍ଥାର ଇଂଜିନିୟର ଓ ଷ୍ଟାଫ ରାସ୍ତା ମଧ୍ୟମ ସ୍ଥଳରୁ ପାର୍ଶ୍ବ କୁ ୩.୫୦ମିଟର ଲେଖାଏଁ ମାପ କରୁଥିଲେ ।ଏହି ମାପ ବିଷୟ ନେଇ ଅଞ୍ଚଳର ସଚେତନ ନାଗରିକ ପଚାରିବାରୁ ପୂର୍ତ୍ତ ବିଭାଗ ଷ୍ଟାଫ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନଥିଲେ। ଯାହା ଫଳରେ ପ୍ରାୟ ୧୦୦ଜଣ ଯୁବକ ନୂଆବଜାର ଠାରେ ପୂର୍ତ୍ତ ଏସଡିଓଙ୍କୁ ଘେରି ଯାଇ ରାସ୍ତା ପ୍ରଶସ୍ତିକରଣ ସମ୍ପର୍କରେ ବିଭିନ୍ନ ପ୍ରଶ୍ନ ପଚାରି ଉତ୍ତର ମାଗିଥିଲେ ।କିନ୍ତୁ ଏସଡିଓ ମହାଶୟ ସଂପୃକ୍ତ ରାସ୍ତା ନିର୍ମାଣକାରୀ ସଂସ୍ଥାର ଠିକାଦାର ଠୁ ବୁଝି ଉତ୍ତର ଦେଇଥିଲେ ।ଯାହାକି ଉପସ୍ଥିତ ନାଗରିକ ରାସ୍ତା ନିର୍ମାଣରେ ଆପଣଙ୍କ ଅଭିଜ୍ଞତା ନାହିଁ ବୋଲି କହି ଏଠାରୁ ଚାଲି ଯାଆନ୍ତୁ ବୋଲି କହିଥିଲେ । ସଙ୍କୁଚିତ ଜନଗହଳିପୂର୍ଣ୍ଣ ଏହି ମୁଖ୍ୟ ରାସ୍ତା ଦେଇ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ମାଲବାହୀ ଗାଡ଼ି,ଯାତ୍ରୀ ବସ ଚଳାଚଳ କରୁଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି ।ଗତ

ଦେଢ଼ ବର୍ଷ ମଧ୍ୟରେ ଦୁର୍ଘଟଣାରେ ୨୨ଜଣଙ୍କର ମୃତ୍ୟୁ ଘଟି ଥିବାବେଳେ ଦୈନନ୍ଦିନ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବାର ନଜିର ରହିଛି ।ତେଣୁ ସଂକୀର୍ଣ୍ଣ ମୁଖ୍ୟରାସ୍ତା ମଝିରେ ଡିଭାଇଡର ଦେବା ସହ ପ୍ରଶସ୍ତିକରଣ କାମ କରାଯିବାକୁ ଅଞ୍ଚଳର ନାଗରିକ ମାନେ ଜୋରଦାର ଦାବି କରିଛନ୍ତି ।ଯଦି ଡିଭାଇଡର ଦେଇ ପ୍ରଶସ୍ତିକରଣ କାମ କରା ନଯାଏ ତେବେ ରାସ୍ତା ଯେମିତି ଅଛି ସେମିତି ରହୁ ବ୍ଳକର ଅଙ୍ଗନଦୀ ଠାରୁ ଭବାନୀପାଲି ପର୍ଯ୍ୟନ୍ତ କାମ ବର୍ତମାନ ପାଇଁ ବନ୍ଦ ରହୁ ବୋଲି କହିବା ସହ ଚାଲିଥିବା ରାସ୍ତା ମାପ କାର୍ଯ୍ୟକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛନ୍ତି ।ଫଳରେ ନିର୍ମାଣକାରୀ ସଂସ୍ଥାର ଇଂଜିନିୟର,ଷ୍ଟାଫ ଓ ପୂର୍ତ୍ତ ବିଭାଗ ଏସଡିଓ ଫେରି ଯାଇଛନ୍ତି ।ତେବେ ଅଞ୍ଚଳବାସୀଙ୍କ ଦାବି ଅନୁସାରେ ମୁଖ୍ୟ ରାସ୍ତା ମଝିରେ ଡିଭାଇଡର ନିର୍ମାଣ କରି ପ୍ରଶସ୍ତିକରଣ କାମ ନହୁଏ ତେବେ ଆଗାମୀ ଦିନରେ ଭୟାବହ ଆନ୍ଦୋଳନ କରାଯିବ ଏବଂ ଯାହା ବି ଅପ୍ରତିକର ଘଟଣା ଘଟିବ ପ୍ରଶାସନ ସଂପୂର୍ଣ୍ଣ ଦାୟୀ ରହିବେ ବୋଲି ଚେତାବନୀ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like