-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବ୍ଲକ,ଟିଟିଲାଗଡ଼ ଜିଲ୍ଲା ଦାବିକୁ ନେଇ ସିନ୍ଧେକେଲା ବଣିକସଂଘର ୧୨ ଘଣ୍ଟିଆ ବନ୍ଦ ପାଳନ

25-Nov-2022



ସିନ୍ଧେକେଲାକୁ ବ୍ଳକ ଓ ଟିଟିଲାଗଡ କୁ ଜିଲ୍ଲା ମାନ୍ୟତା ପ୍ରଦାନ ପାଇଁ ଆଜି ୧୨ ଘଣ୍ଟିଆ  ସିନ୍ଧେକେଲା ସହର ବନ୍ଦ ପାଳନ ହୋଇଛି l ସିନ୍ଧେକେଲା ବଣିକ ସଂଘର ବନ୍ଦ ଡାକରାକୁ ସମର୍ଥନ କରି ଗୁରୁବାର ସିନ୍ଧେକେଲା ଅଞ୍ଚଳର ବହୁ ସଂଗଠନ ଯୋଗଦେଇ ବନ୍ଦ ପାଳନରେ ସାମିଲ ହୋଇଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ଯରେ ବଣିକସଂଘ ସଭାପତି ସୁବାଶ ଜୈନ, ସମ୍ପାଦକ ସନ୍ତୋଷ ଜୈନ , ମନୋଜ ଜୈନ, ଉପସଭାପତି ଗୋବିନ୍ଦ ସାହୁ , କୋଷାଧ୍ୟକ୍ଷ କିରୋଡି ମଲ ଜୈନ , ମିଡିଆ ସଂଯୋଜକ ଅନିଲ କୁମାର ତ୍ରିପାଠୀ, ଦିନେଶ ଜୈନ, ଜିଲ୍ଲା

ପରିଷଦ ସଭ୍ୟ ଦାମୋଦର ସୁନା, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ସମିତି ସଭ୍ୟ ଭୋଳାନାଥ ବେହେରା, ଭୁଷଲାଡ଼ ସରପଞ୍ଚ ଦୀପକ ଛୁରା, ଅର୍ଶାତୁଳା ସରପଞ୍ଚ ମମିତା ପୁଟେଲ, ଝଲପ ସରପଞ୍ଚ ଗୀତାଫୁଲ ପୁଟେଲ, ଅଲଣ୍ଡା ସରପଞ୍ଚ ନିବେଦିତା ବାଗ, ଯୁବନେତା ଯୁବରାଜ ବାଗ, ସିନ୍ଧେକେଲା ବିକାଶ ମଞ୍ଚ ସଭାପତି ଅନିଲ ନାୟକ, ସମ୍ପାଦକ ଉମାଶଙ୍କର ତ୍ରିପାଠୀ, ବିଜେପି ମଣ୍ଡଳ ସଭାପତି ମୁନିରାମ ନାଗ, ଓଡିଶା ମୋଟର ଚାଲକସଂଘ ସିନ୍ଧେକେଲା ସଭାପତି ବିଦୁଭୂଷଣ ନାୟକ, ଉପସଭାପତି ରାମଚନ୍ଦ୍ର ତ୍ରିପାଠୀ, ସମ୍ପାଦକ ବାମଦେବ ପୃଷ୍ଟି  , କୋଷାଧକ୍ଷ ଅମନ ଥାନାପତି, କାର୍ଯ୍ୟକାରୀ ସଭାପତି ତ୍ରିନାଥ ସାହୁ , ଜିଲ୍ଲା କଲ୍ଯାଣ ପାଣ୍ଠି ସଦସ୍ଯ ରଞ୍ଜନ ଷଡ଼ଙ୍ଗୀ, ସିନ୍ଧେକେଲା ହେମାଲ ସଂଘ , ପଶ୍ଚିମ

ଓଡ଼ିଶା ଯୁବାମଞ୍ଚ ର ଆଲୋକ ସାହୁ , ହେମନ୍ତ ସାହୁ , ନୌରାଜ ରଣା , ଦିପକ ସାହୁ , ରାଜ୍ୟ ସରପଞ୍ଚ ସଂଘ କର୍ଯ୍ୟକାରୀ ସଭାପତି ହରିନାରାୟଣ ମିଶ୍ର, ଜିଲ୍ଲା ସରପଞ୍ଚ ସଂଘ ସଭାପତି ବିରବର ସାହୁ, ସମାଜସେବୀ ପ୍ରମୋଦ ପ୍ରଧାନ , ପୂର୍ବ ଜିଲ୍ଲାପରିଷଦ ସଦସ୍ଯ ସଞ୍ଜୀବ ସାହୁ, ଫକିର ତ୍ରିପାଠୀ , ସଞ୍ଜୟ ପୁଟେଲ, ଗୋବିନ୍ଦ ପୁଟେଲ, ଗରିବ ସେନା ସଭାପତି ଦିନେଶ ତାଣ୍ଡି, ଛବି ବେହେରା ,ଓମ ପ୍ରକାଶ ସାହୁ, ସନ୍ତୋଷ ଜୈନ.,ଆର୍ତ୍ତତ୍ରାଣ ସାହୁ, ପ୍ରେମ ଗୁରୁ, ଅମରେନ୍ଦ୍ର ନନ୍ଦ, ନରେଶ ରଣା ପ୍ରମୁଖ ଆନ୍ଦୋଳନରେ ସାମିଲ ଏବଂ ଏକ ବିଶାଳ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା l

(ଅନୀଲ କୁମାର ତ୍ରିପାଠୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026

You Might Also Like