-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

କୁଚବେ​ହାର ଟ୍ରଫିରେ ସ୍ଥାନ ପାଇଲେ ସମ୍ବଲପୁରର ଅବିନାଶ ଓ ଅଭିନଵ I

25-Nov-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ) 
ଆସନ୍ତା ୨୬ ତାରିଖରୁ ସମ୍ବଲପୁରରେ ଖେଳା ଯିବାକୁ ଥିବା ଓଡ଼ିଶା-ହରିଆଣା ୧୯ ବର୍ଷରୁ କମ୍‌ କୁଚବେହାର ଟ୍ରଫି ମ୍ୟାଚ୍‌ ପାଇଁ ଓଡ଼ିଶା ଦଳରେ ସମ୍ବଲପୁରର ଦୁଇ ଜଣ ସ୍ଥାନ ପାଇଛନ୍ତି I ଉଦୀୟମାନ ବ୍ୟାଟ୍‌ସମ୍ୟାନ୍ ଅଭିନବ ନନ୍ଦ ଖେଳାଳିଭାବେ ପ୍ରଥମଥର ପାଇଁ ରାଜ୍ୟ ଦଳରେ ସାମିଲ ହୋଇଥିବାବେଳେ ବରିଷ୍ଠ ଖେଳାଳି ତଥା ଅମ୍ପାୟାର୍ ଅବିନାଶ ନନ୍ଦ ଓଡ଼ିଶା ଟିମ୍ ମ୍ୟାନେଜର୍‌ ଦାୟିତ୍ବ ପାଇଛନ୍ତି I ଗତ ମ୍ୟାଚ୍‌ରେ ଆନ୍ଧ୍ର ପ୍ରଦେଶଠାରୁ ଓଡ଼ିଶାର ପାଳି ପରାଜୟ ପରେ ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇ ସମ୍ବଲପୁରର ଅଭିନବଙ୍କୁ ସାମିଲ କରାଯାଇଛି I ୧୦ ବର୍ଷ ବୟସରୁ କମିସନର୍ସ କଲୋନି କ୍ରିକେଟ୍ କ୍ଲବ୍‌ରେ ଭୂପିନ୍ଦର ପଟେଲଙ୍କ ପ୍ରଶିକ୍ଷଣ ଓ ସାବିର ହୁସେନ୍‌ଙ୍କ ତତ୍ତ୍ବାବଧାନରେ ସେ କ୍ରିକେଟ୍ ଖେଳ ଆରମ୍ଭ କରିଥିଲେ I ଅଭିନବ ଜାତୀୟସ୍ତରରେ କେନ୍ଦ୍ରୀୟ ବିଦ୍ୟାଳୟ କ୍ରୀଡ଼ାରେ ଭାଗ ନେଇଛନ୍ତି I ଅନ୍ତଃବିଦ୍ୟାଳୟ ଓ ଅନ୍ତଃଜିଲ୍ଲା ପ୍ରତିଯୋଗିତା ଗୁଡ଼ିକରେ ଭାଗ ନେଇ ଉଲ୍ଲେଖନୀୟ ପ୍ରଦର୍ଶନ ମଧ୍ୟ କରିଛନ୍ତି I ଚଳିତ ବର୍ଷ ୯୦% ନମ୍ବର ରଖି ଦଶମ ପାସ୍ କରିଥିବା ଅଭିନବ ଏବେ ଭୁବନେଶ୍ବର ବିଜେବି କଲେଜ୍‌ରେ +୨ କଳା ପ୍ରଥମ ବର୍ଷ ଛାତ୍ର। ସେ ନନ୍ଦପଡ଼ା ମୂଳ ନିବାସୀ ଓ ବର୍ତ୍ତମାନ କମିସନର୍ସ କଲୋନିରେ ରହୁଥିବା ଶାନ୍ତନୁ ନନ୍ଦ ଏବଂ ଅପରାଜିତା ନନ୍ଦଙ୍କ ସୁପୁତ୍ର I ଏହି ସୁଯୋଗ ପାଇଁ ଅଭିନବ ନିଜ ପିତାମାତା, କ୍ଲବ୍‌ର ବରିଷ୍ଠ ସଦସ୍ୟ, ସାଥୀ ଖେଳାଳି, ଡିଏଏ ଉପସଭାପତି ଦୁଲାଲ ପ୍ରଧାନ ଏବଂ ଓସିଏ କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜଣାଇଛନ୍ତି I ସେହିପରି ୨୦୦୬ରୁ ୨୦୨୦ ପର୍ଯ୍ୟନ୍ତ ଦୀର୍ଘ ୧୫ ବର୍ଷ ଧରି ସମ୍ବଲପୁର ଜିଲ୍ଲା ଦଳ ପାଇଁ କଳାହାଣ୍ଡି କପ୍ ଖେଳିଥିବା, ଅଧିନାୟକତ୍ବ କରିଥିବା ଅବିନାଶ ନନ୍ଦ ମଧ୍ୟ ନିଜ ସମୟର ଜଣେ ଜଣାଶୁଣା କ୍ରିକେଟର୍‌ I ସେ ୨୦୧୧ ଓ ୨୦୧୩ରେ ଓଡ଼ିଶା ପ୍ରିମିୟର୍‌ ଲିଗ୍ ଖେଳିଥିବାବେଳେ ପ୍ରଥମଥର ଚାମ୍ପିଅନ୍ ଦଳର ସଦସ୍ୟ ଥିଲେ। ବର୍ତ୍ତମାନ ସେ ଓଡ଼ିଶା ପ୍ୟାନେଲ୍ ଅମ୍ପାୟାର୍‌ ଓ ସମ୍ବଲପୁର ଜିଲ୍ଲା କ୍ରୀଡ଼ା ସଂଘର କ୍ରିକେଟ୍ ସଂପାଦକ ଅଛନ୍ତି। ଜଗନ୍ନାଥ କଲୋନି କ୍ଲବ୍‌ରୁ କ୍ରିକେଟ୍ ଖେଳୁଥିବା ଅବିନାଶ ମଧ୍ୟ ନନ୍ଦପଡ଼ା ମୂଳନିବାସୀ। ପ୍ରଥମଥର ପାଇଁ ମ୍ୟାନେଜର୍‌ଭାବେ ସୁଯୋଗ ଦେଇଥିବାରୁ ସେ ଓସିଏ ସଂପାଦକ ସଂଜୟ ବେହେରା ଏବଂ ଡିଏଏ ଉପସଭାପତି ଦୁଲାଲ ପ୍ରଧାନଙ୍କୁ ଧନ୍ୟବାଦ ଦେଇଛନ୍ତି I


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like