-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ କାର୍ଯ୍ୟକ୍ରମ ‘ଅମ୍ଲାନ’ଆରମ୍ଭ

25-Nov-2022



ଡୁଙ୍ଗୁରିପାଲି-(ଅରବିନ୍ଦ ମିଶ୍ର)ସୁବର୍ଣ୍ଣପୁର ଜିଲ୍ଲା ରାମପୁର ତହସିଲ ଅନ୍ତର୍ଗତ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି  ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ ‘ଅମ୍ଲାନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।  ଏହି ବ୍ଲକର ୧୯ଟି ସରାକାରୀ ବିଦ୍ୟାଳୟରେ ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ କାର୍ଯ୍ୟକ୍ରମ ଅଧିନରେ ଶିଶୁମାନଙ୍କର ରକ୍ତହୀନତା ଚିହ୍ନଟ ପାଇଁ ପରୀକ୍ଷା କରାଯାଇଛି । ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତ ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ, ସ୍ୱାସ୍ଥ୍ୟକର୍ମୀ, ଆଶା , ଅଙ୍ଗନୱାଡି କର୍ମୀମାନଙ୍କୁ ନିୟୋଜିତ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବିଦ୍ୟାଳୟ ସ୍ୱାସ୍ଥ୍ୟ ଆମ୍ବାସାଡର ତଥା ଅନ୍ୟାନ୍ୟ ଶିକ୍ଷକମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଚଳିତ ବର୍ଷ ସମସ୍ତ ଗର୍ଭବତୀ ଓ ପ୍ରସୂତୀ ମହିଳା ୨୦-୨୪ ବର୍ଷର ସନ୍ତାନ ଜନ୍ମକ୍ଷମ ମହିଳା, ୬ମାସରୁ ୫ବର୍ଷ ପର୍ଯ୍ୟନ୍ତ ଶିଶୁ ଏନଂ ବିଦ୍ୟାଲ୍ୟ ଯାଉନଥିବା କିଶୋରୀ ବାଳିକା, ସରକାରୀ ଓ ସରକାରୀ ଅନୁଷ୍ଠାନ ପ୍ରାପ୍ତ ବିଦ୍ୟାଳୟର ଛାତ୍ରମାନଙ୍କର ରକ୍ତହୀନତା ଚିହ୍ନଟ, ଚିକିତ୍ସା ତଥା ତତ୍ ସମ୍ବନ୍ଧୀୟ ପରାମର୍ଶ ପାଇଁ ଯୋଜନା କରାଯାଇଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like