-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଅଷ୍ଟମ ଶ୍ରେଣୀ ଛାତ୍ରୀର ଶବ ରଖି ଜାତୀୟ ରାଜପଥ ଅବରୋଧ

25-Nov-2022



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)ଏହି ବ୍ଲକର ଚେରୁପାଲି ବାଳିକା ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ପରେ ମୃତା ଛାତ୍ରୀର ଶବ ରଖି ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଚେରୁପାଲି ସ୍କୁଲ ସମ୍ମୁଖରେ ରାସ୍ତା ଅବରୋଧ କରାଯାଇଛି । ମୃତା ଛାତ୍ରୀର ବାପା ବଲାଙ୍ଗିର ଜିଲ୍ଲା ମୂଳ ବାସିନ୍ଦା ଢୋଲମାନ୍ଦଲ, ଗଭରା ଗ୍ରାମରୁ ଆସି  ପହଣ୍ଡି ଗ୍ରାମରେ ରହୁଥିଲେ ।  ଝୀଅର ବାପା ଚନ୍ଦ୍ର ଛୁରା ଓ ମାଆ  ନନ୍ଦିନୀ ଛୁରା ଅଭିଯୋଗ କରିଛନ୍ତି ଯେ, ତାଙ୍କ ଝିଅ ଗତକାଲି ବିଦ୍ୟାଳୟକୁ  ପଢି ଆସିଥିଲେ । ବିଦ୍ୟାଳୟରେ ତାଙ୍କୁ ଜାତିକୁ ଆକ୍ଷେପ କରି କୁଆଡେ ମାନସିକ ନିର୍ଯ୍ୟାତନା ଦିଆଯାଇଥିଲ । । ମାନସିକ ନିର୍ଯ୍ୟାତନା ସହ୍ୟ କରିନପାରି ଛାତ୍ରୀଟି ନିଜ ଘରେ ବେକରେ ଦଉଡି ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲା । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବୁର୍ଲା ଡାକ୍ତରଖାନାକୁ ନେଇଥିଲେ ।ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଥିଲା ।

 ମୃତ ଦେହ ଗାଁରେ ପହଞ୍ଚିବା ପରେ ଝିଅର ବାପା ଚନ୍ଦ୍ର ଚୁରା, ମାଆ ନନ୍ଦିନି ଛୁରାଙ୍କ ସମେତ ଭୀମ ଆର୍ମୀର ରାଜ୍ୟ ସଂସ୍କାରକ ସୁବାଷ ଚନ୍ଦ୍ର ସୁନା, ରାଜ୍ୟ ପ୍ରଭାରୀ ରମାକାନ୍ତ ରାବଣ, ପଶ୍ଚିମ ଓଡିଶା ପ୍ରଭାରୀ ନରେନ୍ଦ୍ର ରାବଣ, ପଶ୍ଚିମ ଓଡିଶା ସଭାନେତ୍ରୀ ମଞ୍ଜୁ କୁମ୍ଭାର,ଡୁଙ୍ଗୁରିପାଲି ବ୍ଲକ ପ୍ରଭାରି ସହଦେବ ମହାନନ୍ଦ ପ୍ରମୁଖ ଚେରୁପାଲି ବିଦ୍ୟାଳୟ ସମ୍ମୁଖ ଜାତୀୟ ରାଜପଥରେ ଶବ ରଖି ନ୍ୟାୟ ଦାବୀ କରିଛନ୍ତି । ମୃତ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ କରାନଗଲେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ଭୀମସେନା ପକ୍ଷରୁ ଧମକ ଦିଆଯାଇଛି । ବିଦ୍ୟାଳୟର ଶିକ୍ଷକମାନଙ୍କୁ ଘଟଣା ସ୍ଥଳକୁ ଡକାଯାଇ ସେଠାରେ ସମାଧାନ କରିବାକୁ ଭୀମ ଆର୍ମୀ ନିଜ ଜିଦରେ ଅଟଳ ରହିଛି ।  ରାସ୍ତା ଅବରୋଧ ଯୋଗୁ ଉଭୟ ପାଶ୍ୱର୍ରେ ବହୁ ସଂଖ୍ୟାରେ ଗାଡି ମଟର ଅଟକରି ରହିଛି । ଡୁଙ୍ଗୁରିପାଲି  ଥାନାଧିକାରୀ ସତ୍ୟନାରାୟଣ ପଧାନ , ରାମପୁର ତହସିଲଦାର ପୁୁରୁଷୋତ୍ତମ ମିର୍ଦ୍ଧା, ଡୁଙ୍ଗୁରିପାଲି ବିଡିଓ ତ୍ରିପୁର ମହାନନ୍ଦ ପହଞ୍ଚି ମୃତକ ପରିବାର, ଭୀମ ଆର୍ମୀ କର୍ମକର୍ତ୍ତାମାନଙ୍କ ସହିତ ଆଲୋଚନା ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା କୌଣସି ସମାଧାନ ବାହାରି ନାହିଁ । ରାସ୍ତା ଅବରୋଧ ଜାରି ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like