-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଓ. ଜେ. ୟୁ, ପୁରୀ ଜିଲ୍ଲା ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଜିଲ୍ଲପାଳଙ୍କ ଜରିଆରେ ଦଶ ଦଫା ଦାବିପତ୍ର

25-Nov-2022



ପୁରୀ:(ସମୀର ରଞ୍ଜନ ନାୟକ )ଓଡିଶା ସାମ୍ବାଦିକ ସଂଘ (ଓ. ଜେ. ୟୁ ), ପୁରୀଜିଲ୍ଲା ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦଶ ଦଫା ସମ୍ମିଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି | ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଦାବିପତ୍ର ଗ୍ରହଣ କରିଥିଲେ |ଦାବିମାନଙ୍କ ମଧ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ସ୍ୱାସ୍ଥ୍ୟବୀମା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି, ସାମ୍ବାଦିକଙ୍କ ମୁର୍ତ୍ୟୁକାଳୀନ ଆର୍ଥିକ ସହାୟତା ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ଦାବୀ କରାଯାଇଛି |ସାମ୍ବାଦିକମାନେ କାର୍ଯ୍ୟ କରିବାପାଇଁ ଏକ ଆଦର୍ଶ ମାର୍ଗଦର୍ଶିକା କାର୍ଯ୍ୟାବଳୀ(ଏସ. ଓ.ପି)ପ୍ରଣୟନ, ଅବସର କାଳୀନ ଭତ୍ତାପ୍ରଦାନ, ବ୍ୟାଙ୍କ ଋଣ ସରଳିକରଣ, ଜିଲ୍ଲା, ବ୍ଲକ, ଉପଖଣ୍ଡ ସାମ୍ବାଦିକ ମାନଙ୍କୁ ସାମ୍ବାଦିକ ଅଧୀସ୍ୱୀକୃତି ନୀତିରେ ସାମିଲ କରାଯାଉ |ସାମ୍ବାଦିକ ମାନଙ୍କ ପାଇଁ ପ୍ରେସ କଲୋନୀ ପ୍ରତିଷ୍ଠା,ସରକାରୀ ବିଜ୍ଞ୍ୟାପନରୁ ଦୁଇ ପ୍ରତିଶତ ଲେଭି କାଟି ସାମ୍ବାଦିକ କଲ୍ୟାଣ ପାଣ୍ଠି ରେ ବ୍ୟବହାର କରାଯାଉ |ସାମ୍ବାଦିକ କମିଟି ଗଠନ କରାଯାଉ |ଦାବିପତ୍ର ଦେବାସମୟରେ ଜିଲ୍ଲା ସଭାପତି ବିଜୟ ମିଶ୍ର, ସମ୍ପାଦକ ସୁଧାଂଶୁ ଶେଖର କର, କାର୍ଯ୍ୟକାରୀ ସଭାପତି ଅକ୍ଷୟ ସ୍ୱାଇଁ,ପ୍ରଦୀପ ପ୍ରଧାନ,ବିକ୍ରମ କେଶରୀ ଆଚାର୍ଯ୍ୟ, ସତ୍ୟନାରାୟଣ ପଟ୍ଟନାୟକ, ଦିବ୍ୟରଞ୍ଜନ ବିଶୋଇ, ସଞ୍ଜୟ ଅଗ୍ରୱାଲ, ସୁଶାନ୍ତ ସାହୁ, ଆଇନ ଉପଦେଷ୍ଟା ରାମଚନ୍ଦ୍ର ମହାପାତ୍ର ଓ କର୍ଣ୍ଣବୀର ମହାପାତ୍ର ଓ ଅନ୍ୟସଭ୍ୟମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like