-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପୁରୁଷଙ୍କ ପାଇଁ ଏନ.ଏସ.ଭି. ଏକ ସହଜ, ଫଳପ୍ରଦ ଓ ସୁରକ୍ଷିତ ଉପାୟ । ଶୁଭାରମ୍ଭ କଲେ ଜିଲ୍ଲାପାଳ ।

25-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
ପୁରୁଷଙ୍କ ପାଇଁ ଏନ.ଏସ.ଭି. ଏକ ସହଜ, ଫଳପ୍ରଦ ଓ ସୁରକ୍ଷିତ ଉପାୟ, ଏହି ବାର୍ତ୍ତା ନେଇ ଆଜି ଜିଲ୍ଲାସ୍ତରୀୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନତ୍ସୋବରେ ଏକ ସଚେତନତା ରାଲି ସୁବର୍ଣ୍ଣପୁର ସହର ପରିକ୍ରମା କରିଛି। ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ନାରାୱଣେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵ ରଂଜନ ପତି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ ଭୋଇ, ଡିପିଏମ ଏନ.ଏଚ.ଏମ ବିଶ୍ଵମ୍ବର ବେହେରା, ଡିଡିଏମ ପ୍ରଦୀପ ସାହୁ, ଡିପିସି ସମୀର ସାହୁ, ହସପିଟାଲ ମେନେଜର ପ୍ରମୁଖ ଉପସ୍ଥିତ ଥିଲେ। ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସମଗ୍ର କାର୍ଯ୍ୟକ୍ରମକୁ ସଯୋଜନା କରିଥିବା ବେଳେ ଆଶା ମେନେଜର ତରଣୀସେନ ପ୍ରଧାନ ଓ ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ କାର୍ଯ୍ୟକ୍ରମ ଆୟୋଜନରେ ବିଶେଷ ସହଯୋଗ କରିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ୨୧ ନଭେମ୍ବରରୁ ୦୪ ଡିସେମ୍ବର ଯାଏଁ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ କରାଯାଉଛି। ଦାୟିତ୍ଵବାନ ପୁରୁଷ ଭାବେ ପରିବାର ନିୟୋଜନ ପଦ୍ଧତି ଆପଣାଇବା ସକାଶେ ପୁରୁଷମାନଙ୍କୁ ପ୍ରବର୍ତ୍ତାଇବା ପାଇଁ ଏହି ପକ୍ଷରେ ସମଗ୍ର ଜିଲ୍ଲାରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ହୋଡିଂ, ପୋଷ୍ଟର, ଲିଫଲେଟ, ବେନର, ସ୍ଵାସ୍ଥ୍ୟକାନ୍ଥରେ ବାର୍ତ୍ତା, ମାଇକ ଯୋଗେ ପ୍ରଚାର, ରାଲି ଏବଂ ଗୋଷ୍ଠୀସ୍ତରରେ ସଭା ପରି କାର୍ଯ୍ୟକ୍ରମମାନ ଆୟୋଜନ କରି ଲୋକଙ୍କ ନିକଟକୁ ସଠିକ ସୂଚନା ପହଞ୍ଚାଇ ଲୋକଙ୍କ ମଧ୍ୟରେ ପୁରୁଷ ବନ୍ଧ୍ୟାକରଣର ଗ୍ରହଣୀୟତା ବଢାଇବାର  ବ୍ୟବସ୍ଥା କରାଯାଇଛି ବୋଲି ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like